Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
Odisha
All about all odisha state news updates
ଓଡ଼ିଶାକୁ ଛୁଟୁଛି ବିଦେଶୀ ପର୍ଯ୍ୟଟକଙ୍କ ସୁଅ
ପର୍ଯ୍ୟଟକଙ୍କ ପ୍ରଥମ ପସନ୍ଦ ପାଲଟିଛି ଓଡ଼ିଶା । ଗତ କିଛି ବର୍ଷ ଧରି ଓଡ଼ିଶାକୁ ଛୁଟୁଛି ବିଦେଶୀ ପର୍ଯ୍ୟଟକଙ୍କ ସୁଅ । ୨୦୨୨-୨୩ରେ ୮୬ ଲକ୍ଷ ୨୪ ହଜାର ପର୍ଯ୍ୟଟକ ଓଡ଼ିଶା ଆସିଥିଲେ। ଏହାପରେ ୨୦୨୩-୨୪ରେ ୧ କୋଟି ୧୪ ହଜାର ୧୭୫ ପର୍ଯ୍ୟଟକ ଓଡ଼ିଶା ଆସିଥିଲେ। ୨୦୨୪-୨୫ରେ ବର୍ତ୍ତମାନ ସୁଦ୍ଧା ୧…
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଆସିଲା ଗାଇଡ୍ଲାଇନ, ଅସହାୟଙ୍କୁ ୫୧ ହଜାର ଟଙ୍କାର ଆର୍ଥିକ ସହାୟତା…
ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଆସିଲା ଗାଇଡ୍ଲାଇନ । ଗରିବ, ଅସହାୟଙ୍କୁ ୫୧ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇଦେବେ ସରକାର । ସିଧାସଳଖ ଯୁବତୀଙ୍କ ଆକାଉଣ୍ଟକୁ ଯିବ ୩୫ ହଜାର ଟଙ୍କା । ଦିବ୍ୟାଙ୍ଗ, ବିଧବା, ଏସସି-ଏସଟିଙ୍କୁ ମିଳିବ ଅଗ୍ରାଧିକାର । ସମସ୍ତ ଜିଲ୍ଲାପାଳଙ୍କୁ…
ନବରଙ୍ଗପୁର ଜିଲ୍ଲା ମଙ୍ଗଳ ଅଧିକାରୀଙ୍କ ନାଁରେ ପାଲଟା ଏତଲା ଦେଲେ ଯୁବ ବିଜେଡି ନେତା
ଗତ ୨୮ତାରିଖ ଦିନ ପୂର୍ବତନ ସାଂସଦ ପ୍ରଦୀପ ମାଝୀ ଜିଲ୍ଲାପାଳ ଓ ଅନ୍ୟମାନଙ୍କ ସମ୍ମୁଖରେ ଡିଡବ୍ଲୁଓଙ୍କୁ ଗୁଳି କରିଦେବି ବୋଲି କହିବା ସହ ତାଙ୍କ ଅସମ୍ମାନ କରିବା ଅଭିଯୋଗ କରି ନବରଙ୍ଗପୁର ଥାନାରେ ଏତଲା ଦେଇଥିଲେ ଡିଡବ୍ଲୁଓ। ଆଜି ଯୁବ ବିଜେଡି ଦଳର ନେତା ନେତ୍ରନନ୍ଦ କଲାର…
ବିରୂପା ନଦୀରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ
ଜଗତପୁର ଥାନା ଅନ୍ତର୍ଗତ ଆଇବି ରୋଡ୍ସ୍ଥିତ ବିରୂପା ନଦୀରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ। ଆଜି ସକାଳେ ମୃତଦେହ ଉଦ୍ଧାର ହୋଇଛି। ଗତକାଲି ବିରୂପା ନଦୀ ପଣ୍ଡାସାହି ତୁଠରେ ଏକ ଅଭାବନୀୟ ଘଟଣା ଘଟିଥିଲା। ୫ଜଣ ସାଙ୍ଗ କାର୍ରେ ଭୁବନେଶ୍ୱରରୁ କଟକ ଆସିଥିବା ବେଳେ ବିରୂପା ନଦୀରେ କାର୍…
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୧୨ ମାଓବାଦୀ
ବର୍ଷର ଶେଷ ମାସରେ ହେଲା ବଡ଼ ନକ୍ସଲ ଅପରେସନ୍ । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ୧୨ ମାଓବାଦୀ । ଛତିଶଗଡ଼ ବିଜାପୁର ଜିଲ୍ଲାର କେଶକୁତୁଲ ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି। ଛତିଶଗଡ଼ର ଦାନ୍ତେୱାଡ଼ା-ବିଜାପୁର ସୀମାରେ ମାଓବାଦୀ ଏବଂ ସୁରକ୍ଷାକର୍ମୀଙ୍କ…
ବିଧାନସଭାରେ ଉଠିଲା ଶୀତଳ ଭଣ୍ଡାର କଥା
ବିଧାନସଭାରେ ଉଠିଲା ଶୀତଳ ଭଣ୍ଡାର କଥା । ରାଜ୍ୟରେ ଶୀତଳଭଣ୍ଡାର ନେଇ ଗୃହରେ ଦେଖିବାକୁ ମିଳିଛି ସରଗରମ ଆଲୋଚନା । ମନ୍ତ୍ରୀଙ୍କ କହିବା ଅନୁସାରେ ବର୍ତ୍ତମାନ ରାଜ୍ୟରେ ୩୫ଟି ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ଅଛି। ଯାହା ଭିତରୁ ୩୩ଟି ବେସରକାରୀ ଓ ୨ ଟି ସରକାରୀ ଶୀତଳ ଭଣ୍ଡାର । ତେବେ ଏହାର…
ଭଦ୍ରକରେ ବିଜେଡିକୁ ଶକ୍ତ ଝଟକା: ଜଣକ ପରେ ଜଣେ ୪ ବ୍ଲକ୍ ଅଧ୍ୟକ୍ଷ ଇସ୍ତଫା, ‘ବିଜେପି’ରେ ସାମିଲ ହେବା…
ଭଦ୍ରକରେ ଜଣଙ୍କ ପରେ ଜଣେ ବ୍ଲକ୍ ଅଧ୍ୟକ୍ଷ ଇସ୍ତଫା ଦେଇ ଏବେ ଦଳର ମୁଣ୍ଡବ୍ୟଥା ବଢ଼ାଇଛନ୍ତି। ଦୁଇଦିନ ତଳେ ବିଜେଡି ସମର୍ଥିତ ବନ୍ତ, ଭଣ୍ଡାରିପୋଖରୀ ଓ ଭଦ୍ରକ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଇଥିଲେ। ଆଜି ପୁଣି ଜିଲ୍ଲାର ବାସୁଦେବପୁର ବ୍ଲକ୍ ଅଧ୍ୟକ୍ଷ ନଗେନ୍ଦ୍ର ପ୍ରସାଦ ବିଶ୍ବାଳ ଦଳ…
ବଦଳିଲା ରାଜ ଭବନ ନାଁ, ହେଲା ଲୋକ ଭବନ
ଓଡ଼ିଶାର ରାଜନୈତିକ ଇତିହାସରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆସିଛି। ଭୁବନେଶ୍ୱର ଓ ପୁରୀସ୍ଥିତ ରାଜ ଭବନର ନାମ ପରିବର୍ତ୍ତନ କରାଯାଇ ଏଣିକି ଏହାକୁ 'ଲୋକ ଭବନ' ଭାବରେ ନାମିତ କରାଯାଇଛି। ଡକ୍ଟର କମ୍ଭମପାଟି ଆହୁରି ମଧ୍ୟ କହିଛନ୍ତି ଯେ 'ଲୋକ ଭବନ' ଏବେ ସାର୍ବଜନୀନ ଯୋଗାଯୋଗ ଏବଂ…
କିଟ୍ ହଷ୍ଟେଲରୁ ପ୍ରଥମ ବର୍ଷ ଛାତ୍ରଙ୍କ ମୃତଦେହ ଉଦ୍ଧାର; ଚଳିତ ବର୍ଷର ତୃତୀୟ ଘଟଣା
କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (କିଟ୍) ବିଶ୍ୱବିଦ୍ୟାଳୟ ହଷ୍ଟେଲରୁ ଜଣେ ପ୍ରଥମ ବର୍ଷ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାରକୁ ନେଇ ରାଜନୀତି ସରଗରମ ହୋଇଛି । ଏହା କିଟ୍ କ୍ୟାମ୍ପସରେ ଚଳିତ ବର୍ଷର ତୃତୀୟ ଛାତ୍ର ମୃତ୍ୟୁ ଘଟଣା ହୋଇଥିବାରୁ ଏହାକୁ ନେଇ ପୁଣି ଥରେ…
ଆଜି ଠୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ
ରାଜ୍ୟରେ ମଙ୍ଗଳବାରଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଲୋକସେବା ଭବନସ୍ଥିତ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ କାର୍ଯ୍ୟାଳୟରେ ରାଜ୍ୟ ଏବଂ ଜିଲା ରାଇସ ମିଲର୍ସ ଆସୋସିଏଶନର ଏକ ବୈଠକରେ ଧାନ ସଂଗ୍ରହ ନେଇ ବିସ୍ତୃତ ଆଲୋଚନା ହୋଇଛି। ଏହି ଅବସରରେ ମିଲର୍ସ…