Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
Odisha
All about all odisha state news updates
ଭୁବନେଶ୍ୱର ଓ ପୁରୀସ୍ଥିତ ରାଜ ଭବନକୁ ‘ଲୋକ ଭବନ’ ଭାବରେ ନାମିତ କରାଗଲା
ଓଡ଼ିଶାର ରାଜ ଭବନର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଭୁବନେଶ୍ୱର ଓ ପୁରୀସ୍ଥିତ ରାଜ ଭବନକୁ ‘ଲୋକ ଭବନ’ ଭାବରେ ନାମିତ କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟର ନିଷ୍ପତ୍ତି ଆଧାରରେ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ଏବଂ ସୋମବାରଠାରୁ ଏହା ସରକାରୀ ଭାବେ ଲାଗୁ ହୋଇଛି।
ଓଡ଼ିଶାର…
ଅଙ୍ଗନୱାଡି କେନ୍ଦ୍ର ନିର୍ମାଣରେ ହେଉଥିବା ବିଳମ୍ବ ନେଇ ପ୍ରତାପ ଦେବଙ୍କ କଟାକ୍ଷ
ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଦେବ ଗତ କିଛି ଦିନ ତଳେ ବିଧାନସଭାରେ ଏକ ପ୍ରଶ୍ନକାଳ ଆଲୋଚନା ସମୟରେ ପରୋକ୍ଷରେ ପୂର୍ବତନ ଆଇଏଏସ୍ ଅଧିକାରୀ ସୁଜାତା କାର୍ତ୍ତିକେୟନ ଙ୍କ କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନ ଉଠାଇଥିଲେ। ଏହି ଆଲୋଚନା ସମୟରେ ସେ ମୁଖ୍ୟତଃ ଅଙ୍ଗନୱାଡି କେନ୍ଦ୍ର…
ନିଜ ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁ ମୁହିଁ ହୋଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଓ ପୂର୍ବତନ…
ବିଧାନସଭାରେ ମୁହାଁମୁହିଁ ହେଲେ ବର୍ତ୍ତମାନର ସ୍ୱାସ୍ଥ୍ୟମନ୍ତ୍ରୀ ଓ ଆଉ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ । ନିଜ ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁ ମୁହିଁ ହୋଇଛନ୍ତି ଦୁଇ ନେତା । ତେବେ ଆଜି ବିଧାନସଭା ପ୍ରଶ୍ନକାଳରେ ବିଜେଡି ବିଧାୟକ ନିରଞ୍ଜନ ପୂଜାରୀ କହିଥିଲେ…
ଡିସେମ୍ବର 7ରେ ଆଉ ଥରେ ହେବ ASO ପରୀକ୍ଷା
ଡିସେମ୍ବର 7ରେ ଆଉ ଥରେ ହେବ ASO ପରୀକ୍ଷା। ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଡିସେମ୍ବର 7ରେ ଆଉଥରେ ହେବ ASO ମେନ୍ ପରୀକ୍ଷା । ପୂର୍ବରୁ ଜୁଲାଇ ୧୩ରେ ହୋଇଥିଲା ମୁଖ୍ୟ ଲିଖିତ ପରୀକ୍ଷା। ପରୀକ୍ଷା ପ୍ରକ୍ରିୟା ନେଇ ସନ୍ଦେହ ପରେ ସ୍ଥଗିତ କରାଯାଇଥିଲା ଏକଜାମ୍। ୭ ହଜାର ୧୧୩…
ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଇଛନ୍ତି । ପ୍ରଥମେ ବନ୍ତ ବ୍ଲକ୍ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ ଇସ୍ତଫା ଦେଇଥିଲେ । ବିଜେଡି ମଧ୍ୟ ତାଙ୍କୁ ଦଳରୁ ନିଲମ୍ବିତ କରିଥିଲା । ଇସ୍ତଫା ନା ନିଲମ୍ବନ-କିଏ ଆଗ ତାହାକୁ ନେଇ ଚର୍ଚ୍ଚା ଜାରି ରହିଥିବା ବେଳେ…
ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼। ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା। ବିଜେଡିରୁ ଭଦ୍ରକ ବ୍ଲକ ଅଧ୍ୟକ୍ଷା ଉର୍ମିଳା ନାୟକ ଇସ୍ତଫା ଦେଇଥିବାବେଳେ ଭଣ୍ଡାରିପୋଖରୀ ବ୍ଲକ ଅଧ୍ୟକ୍ଷା ସୁମତୀ ସେଠୀ ମଧ୍ୟ ଇସ୍ତଫା ଦେଇଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ଉଭୟେ ଇସ୍ତଫା…
ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
ଦିନକୁ ଦିନ ଭୁଶୁଡ଼ୁଛି ମାଓଗଡ଼। ମହାରାଷ୍ଟ୍ର ଗଡ଼ଚିରୋଲି ଜିଲ୍ଲାରେ ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ। ଆଇଏମ୍ଏମ୍ସି ପ୍ରବକ୍ତା ଅନନ୍ତ ଓରଫ ବିକାଶ ନାଗପୁର ସମେତ ୧୫ ହାର୍ଡକୋର୍ ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତି। ସମସ୍ତଙ୍କ ମୁଣ୍ଡରେ ମୋଟ ୯୨ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିବା…
ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ: ମନ୍ଦିର ଅନୁଦାନ ବୃଦ୍ଧି ସହ ଅଙ୍ଗନବାଡ଼ି ଗୃହ ପ୍ରସଙ୍ଗରେ ଆଲୋଚନା
ଭୁବନେଶ୍ୱର: ଓଡ଼ିଶା ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ ଆଜି ଅନୁଷ୍ଠିତ ହୋଇଛି। ଗୃହରେ ମନ୍ଦିର ଅନୁଦାନ ବୃଦ୍ଧି ଏବଂ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ସ୍ଥିତି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି। ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତର ରଖି ଆଇନ…
ବିଧାନସଭାରେ ବଙ୍ଗାଳି କଟାକ୍ଷ: ‘ଓଡ଼ିଆ ଅସ୍ମିତା’ ପ୍ରଶ୍ନ ଘେରରେ ଗୃହ
ଓଡ଼ିଶା ବିଧାନସଭାର ପ୍ରଶ୍ନକାଳ ସମୟରେ ଏକ ଅଭିନବ ତଥା ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି। ଯେଉଁ ଗୃହ ଓଡ଼ିଆ ଗୌରବ ଓ ସ୍ୱାଭିମାନର ପ୍ରତୀକ, ସେଠାରେ ଓଡ଼ିଆ ଭାଷା ପରିବର୍ତ୍ତେ ବିଧାୟକମାନେ ବଙ୍ଗାଳି ଭାଷାରେ ପରସ୍ପରକୁ ଆରୋପ ପ୍ରତ୍ୟାରୋପ କରିବାରେ ମାତିଥିଲେ। ଏହି ଘଟଣା ସାଧାରଣରେ 'ଓଡ଼ିଆ…
ଆଜି ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ
ଆଜି ହେଉଛି ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନ । ଗତକାଲି ଉଠିଥିଲା ଧାନମଣ୍ଡି ଓ ନାରି ନିର୍ଯାତନା ପ୍ରସଙ୍ଗ । ଆଜି ଗୃହ ସ୍ୱାଭାବିକ ଚାଲିବ ନା କମ୍ପିବ ତାଉପରେ ନଜର । ତୃତୀୟ ଦିନରେ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ଗୃହ ବେଶ ସରଗରମ ହୋଇପାରେ ।
ଆଜି ମହିଳା ଶିଶୁ ବିକାଶ,…