Trending
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
Browsing Category
Odisha
All about all odisha state news updates
ରାଜ୍ୟରେ ଖାଲି ପଡିଛି ଆଇଏଏସ-ଆଇପିଏସ ପଦବୀ
ରାଜ୍ୟରେ ଖାଲି ପଡିଛି ଆଇଏଏସ-ଆଇପିଏସ ପଦବୀ । 66 IAS ପଦବୀ ଖାଲି ପଡ଼ିଥିବାବେଳେ 69 ଆଇପିଏସ ପଦବୀ ଖାଲି ପଡିଛି । ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ରାଜ୍ୟରେ ଓଡ଼ିଶା କ୍ୟାଡରରେ 248 IAS ପଦବୀ ଥିବାବେଳେ ୧୮୨ ଜଣ IAS ଅଧିକାରୀ…
ରାଜ୍ୟରୁ ୪ ବର୍ଷରେ ୩୬୦୦୦ରୁ ଅଧିକ ମହିଳା, ୮୪୦୦ ଶିଶୁ ନିଖୋଜ
ରାଜ୍ୟରେ ମହିଳା ଓ ଶିଶୁ ନିଖୋଜର ଉଦବେଗ ଜନକ ଚିତ୍ର ବିଧାନସଭାରୁ ଆସିଛି । ୨୦୨୦ରୁ ୨୦୨୪ ଗତ ୪ ବର୍ଷ ମଧ୍ୟରେ ରାଜ୍ୟରୁ ୩୬ ହଜାର ୪୨୦ ଜଣ ମହିଳା ନିଖୋଜ ହୋଇଥିବା ବେଳେ ୮ ହଜାର ୪୦୩ ଜଣ ଶିଶୁ ବି ଗାଏବ ହୋଇ ଯାଇଛନ୍ତି । ବିଧାୟକ ଚକ୍ରମଣି କହଁରଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି…
ରାଜ୍ୟରେ ନୂଆ ଥାନା ଏବଂ ଫାଣ୍ଡି ନିର୍ମାଣ ପାଇଁ 27 ଟି ପ୍ରସ୍ତାବ ଆସିଛି
ତିନି ଦିନ ପରେ ଆଜି ପ୍ରଶ୍ନକାଳ ସ୍ୱାଭାବିକ ହୋଇଛି। ଆଇନ ବିଭାଗର ବିଭିନ୍ନ ପ୍ରଶ୍ନର ଉତ୍ତର ରଖି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, ସମଗ୍ର ରାଜ୍ୟରୁ ବର୍ତ୍ତମାନ ସୁଦ୍ଧା ୨୭ଟି ପ୍ରସ୍ତାବ ଆସିଛି ନୂଆ ଥାନା ଏବଂ ଫାଣ୍ଡି କରିବା ପାଇଁ | ଜିଲ୍ଲାରୁ ପ୍ରସ୍ତାବ ଆସିବା ପରେ…
୨୦୨୪ ମସିହାରେ ପଞ୍ଜିକୃତ ଅପରାଧରେ ବୃଦ୍ଧି ଘଟିଛି
୨୦୨୩ ତୁଳନାରେ ୨୦୨୪ରେ ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପ ବଢ଼ିଛି । ଏନେଇ ଗୃହରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ୨୦୨୩ ମସିହାରେ ସର୍ବମୋଟ ୧ ଲକ୍ଷ ୯୯…
ଆଜି ଆସିବ ମୋହନ ସରକାରଙ୍କ ଦ୍ବିତୀୟ ବଜେଟ୍
ଆଜି ବିଧାନସଭାରେ ଉପସ୍ଥାପିତ ହେବ ମୋହନ ସରକାରଙ୍କ ଦ୍ବିତୀୟ ବଜେଟ୍ । କଣ ଆସିବ ନୂଆ ଯୋଜନା। ପୂର୍ବ ଫ୍ଲାଗସିପ୍ ଯୋଜନାକୁ କେତେ ଅର୍ଥ ମିଳିବ । ଏ ଆକଳନ ଆରମ୍ଭ ହୋଇଛି । ସେପଟେ ଅର୍ଥନୀତି ସର୍ଭେ ରିପୋର୍ଟରେ, ୨୦୨୩-୨୪ ତୁଳନାରେ ୨୦୨୪-୨୫ରେ କମିଛି ରାଜ୍ୟର ଜିଡିପି ଓ ଶିଳ୍ପ ଅଭିବୃଦ୍ଧି ।…
ରାଜଧାନୀ ଭୁବନେଶ୍ୱର ବିଚ୍ ରାସ୍ତାରେ ସହଦେବ ନାୟକଙ୍କୁ ହତ୍ୟା ମାମଲା,ହତ୍ୟାକାଣ୍ଡର ୪୦ଦିନ ପରେ ଆତ୍ମସମର୍ପଣ କଲା…
ରାଜଧାନୀ ଭୁବନେଶ୍ୱର ବିଚ୍ ରାସ୍ତାରେ ସହଦେବ ନାୟକଙ୍କୁ ହତ୍ୟା ମାମଲା । ହତ୍ୟାକାଣ୍ଡର ୪୦ଦିନ ପରେ ମଞ୍ଚେଶ୍ୱର ଥାନାରେ ଆତ୍ମସମର୍ପଣ କଲା ମୁଖ୍ୟ ଅଭିଯୁକ୍ତ ରମା ନାୟକ । ଆଜି ଦିନ ୧୧ ରେ ଥାନାରେ ଆତ୍ମସମର୍ପଣ କରିଛି ରମା । ହତ୍ୟାକାଣ୍ଡ ପରଠାରୁ ଫେରାର ଥିଲା ମୁଖ୍ୟ ଅଭିଯୁକ୍ତ ।…
୧୯ରୁ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା
୧୯ରୁ ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଆସନ୍ତା ୧୯ରୁ ୨୧ ମଧ୍ୟରେ ୯ ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁର, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜର କେତେକ ସ୍ଥାନରେ…
ଉନ୍ମୋଚିତ ହେଲା ପୁସ୍ତକ ‘ବ୍ଲକବ୍ଲଷ୍ଟର ଟୁ ବାଲେଟ ବକ୍ସ’
ଅଭିନେତା ତଥା ରାଜନେତା ଅନୁଭବ ମହାନ୍ତିଙ୍କ ଆତ୍ମଜୀବନି ଶନିବାର ଉନ୍ମୋଚିତ ହୋଇ ଯାଇଛି । ବ୍ଲକ୍ ବଷ୍ଟରରୁ ବାଲଟ ବକ୍ସ ନାମରେ ଅନୁଭବ ମହାନ୍ତିଙ୍କ ପୁସ୍ତକର ଉନ୍ମୋଚନ ହୋଇଛି । ‘ଅନୁଭବ ମହାନ୍ତି’ ଜୀବନୀ ପୁସ୍ତକ ରଚନା କରିଛନ୍ତି ବିଶିଷ୍ଟ ସାମ୍ବାଦିକା ତଥା ଲେଖିକା ଜାଗୃତି ଶୁକ୍ଳା ।…
ଯେଉଁମାନେ ବି ଇ-କେୱାଇସି କରିନାହାନ୍ତି ସେମାନଙ୍କୁ ପୁଣି ଏକ ସୁଯୋଗ ଦେଇଛନ୍ତି, ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଢିଲା ସମୟ…
ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ପଞ୍ଚମ ଥର ପାଇଁ ସମ୍ପ୍ରସାରଣ କରିଛନ୍ତି ରାଜ୍ୟ ସରକାର। ଆଜି ଇ-କେୱାଇସି ଅପଡେଟର ଅବଧି ସରିବାର ଥିଲା । କିନ୍ତୁ ଏହି ଅବଧିକୁ…
ମମତା କୁଲକର୍ଣ୍ଣି ମହାମଣ୍ଡଳେଶ୍ୱର ଭାବରେ କିନ୍ନର ଆଖଡାକୁ ଫେରିଛନ୍ତି
ବହୁଚର୍ଚ୍ଚିତ ଥିବା ମମତା କୁଲକର୍ଣ୍ଣୀ ଦୀର୍ଘ ୨୫ ବର୍ଷ ଧରି ବଲିଉଡ୍ରୁ ଉଭାନ ହୋଇଯାଇଥିଲେ। ନିକଟରେ ସେ କେନିଆରୁ ମୁମ୍ବାଇକୁ ଫେରିଥିଲେ। ଉତ୍ତରପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାରେ କିନ୍ନର ଆଖଡ଼ାର ଆଚାର୍ଯ୍ୟ ମହାମଣ୍ଡଳେଶ୍ୱର ଲକ୍ଷ୍ମୀନାରାୟଣ ତ୍ରିପାଠୀ ଗତମାସରେ ତାଙ୍କୁ…