Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
Odisha
All about all odisha state news updates
୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ସପ୍ତଦଶ ବିଧାନସଭାର ୫ମ ଅଧିବେଶନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ଅତିରିକ୍ତ ବଜେଟ୍ ମାଧ୍ୟମରେ ଓଡ଼ିଶାର…
ବିଧାନସଭା ଶୀତ ଅଧିବେଶନର ଆଜି ଦ୍ବିତୀୟ ଦିନ ,ଗୃହରେ ଆଗତ ହେବ ଅତିରିକ୍ତ ବଜେଟ
ବିଧାନସଭା ଶୀତ ଅଧିବେଶନର ଆଜି ଦ୍ବିତୀୟ ଦିନ । ଆଜି ଗୃହରେ ଆଗତ ହେବ ଅତିରିକ୍ତ ବଜେଟ । ଅପରାହ୍ନ ୪ଟାରେ ପ୍ରାୟ ୧୦ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ ଗୃହରେ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଆଗତ କରାଯିବ। କଂଗ୍ରେସ…
ଆଜି ମୁଁ ଯେଉଁଠି ଅଛି, ତାହାର ଶ୍ରେୟ ଏହି ଗୃହର
ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଓଡ଼ିଶା ବିଧାନସଭାକୁ ସମ୍ବୋଧିତ କରିଛନ୍ତି । ରାଷ୍ଟ୍ରପତି କହିଥିଲେ, “ଆଜି ମୁଁ ଯେଉଁଠି ଅଛି, ତାହାର ଶ୍ରେୟ ଏହି ଗୃହର। ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନ ଥିଲେ ମୁଁ ଏଠାରେ ପହଞ୍ଚି ପାରି ନ ଥାନ୍ତି।” ସେ ସ୍ମରଣ କରି କହିଥିଲେ ଯେ ସେ…
ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଥମଥର ପାଇଁ ବିଧାନସଭାରେ ଦେବେ ଉଦ୍ବୋଧନ
ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି । ପ୍ରଥମଥର ପାଇଁ ବିଧାନସଭାରେ ଉଦ୍ବୋଧନ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୂର୍ବରୁ କୌଣସି ରାଷ୍ଟ୍ରପତି ବିଧାନସଭାରେ ଉଦ୍ବୋଧନ ଦେଇନଥିଲେ । ତେଣୁ ରାଷ୍ଟ୍ରପତିଙ୍କ…
ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ, ଶୋକ ପ୍ରସ୍ତାବ ଆଗତ ପରେ ଗୃହ ମୁଲତବୀ
ଆଜିଠାରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଆରମ୍ଭ ରୁ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇ ପୂର୍ବତନ ସଦସ୍ୟଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହୋଇଛି। ପୂର୍ବତନ ସଦସ୍ୟ ହେମେନ୍ଦ୍ର…
ବେଆଇନ ବାଲି ଉଠାଣ ଉପରେ ବାଲେଶ୍ବର ଜିଲ୍ଲାପାଳଙ୍କ ରେଡ୍, ୩୨ଟି ହାଇଓ୍ବା ଜବତ ସହ ୧୦ ଅଟକ
ବେଆଇନ ବାଲି ଉଠାଣ ଉପରେ ବାଲେଶ୍ବର ଜିଲ୍ଲାପାଳଙ୍କ ରେଡ୍ । ଅବୈଧ ବାଲି ଉଠାଣ ଓ ପରିବହନ ବିରୋଧରେ ଜିଲ୍ଲାପାଳଙ୍କ ନେତୃତ୍ବରେ ଅକସ୍ମାତ୍ ଚଢ଼ାଉ । ଚଢ଼ାଉ ବେଳେ ୩୨ଟି ହାଇଓ୍ବା ଜବତ ସହ ୧୦ ଅଟକ। ସୂଚନା ଅନୁସାରେ, ସୁବର୍ଣ୍ଣରେଖା ନଦୀରୁ ବେଆଇନ ବାଲି ଉତ୍ତୋଳନ କରି ଚୋରା ଚାଲାଣ ହେଉଥିବା ନେଇ…
ଲୋକଙ୍କ ସମସ୍ୟା ଓ ସରକାରଙ୍କ ଅପାରଗତା ଉପରେ ବିଧାନ ସଭାରେ ସ୍ୱର ଉଠାଇବ ବିଜେଡି ।
ବିଜେଡି ବିଧାୟକ ଦଳର ବୈଠକ ଶଙ୍ଖ ଭବନଠାରେ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟର ସାଂପ୍ରତିକ ରାଜନୈତିକ ପରିସ୍ଥିତି ଓ ଲୋକଙ୍କର ବିଭିନ୍ନ ସମସ୍ୟା ଉପରେ ଆଲୋଚନା ହୋଇଥିଲା ।
ଏହି ବୈଠକରେ ଉଦ୍ବୋଧନ ଦେଇ ବିରୋଧୀ ଦଳ ନେତା ଶ୍ରୀ…
ବେଗୁନିଆ – ବୋଲଗଡ ନିର୍ବାଚନ ମଣ୍ଡଳୀର ବିଜେଡି ସମର୍ଥିତ ସରପଂଚ, ସମିତିସଭ୍ୟ ଏବଂ ଜନପ୍ରତିନିଧିଙ୍କ ବିଜେପିରେ…
ବିଜେପିର ଅନ୍ୟନାମ ବିକାଶ । ବିକାଶକୁ ତ୍ୱରାନ୍ୱିତ କରିବା ଦାୟିତ୍ୱ ଆମ ସମସ୍ତଙ୍କର । ଏହି କାରଣରୁ ବିଜେପି ଆଜି ସମଗ୍ର ଭାରତବର୍ଷରେ ଆଦୃତ ହୋଇ ବିଶ୍ୱର ସର୍ବବୃହତ୍ ରାଜନୈତିକ ଦଳ ଭାବେ ପ୍ରତିଷ୍ଠା ଲାଭ କରିଛି । ରାଜ୍ୟରେ ପ୍ରଥମଥର ପାଇଁ ବିଜେପି ଏକାକୀ ସରକାର ଗଠନ କରିବା ପରେ “ନିର୍ବାଚନୀ…
୧୬ ମାସର ବିଜେପି ସରକାରର ସମସ୍ତ ଉପଲବ୍ଧିକୁ ଆମେ ଲୋକଙ୍କ ସମ୍ମୁଖରେ ଉପସ୍ଥାପନା କରିବୁ: ଡ.ମୁକେଶ ମହାଲିଙ୍ଗ
ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳିନ ଅଧିବେସନ । ଏହି ଅଧିବେସନ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା କାଲି ପ୍ରଥମ ଦିବସରେ ପ୍ରଥମ ଥର ପାଇଁ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌାପଦୀ ମୁର୍ମୁ ରାଜ୍ୟ ବିଧାନସଭାକୁ ସମ୍ବୋଧିତ କରିବେ । ଏହା ନିଶ୍ଚିତ ଭାବେ ଆମ ସମସ୍ତଙ୍କ…
ଆଜି ରାଷ୍ଟ୍ରପତି ବିଧାନସଭାରେ ବିଧାୟକଙ୍କୁ ସମ୍ବୋଧିତ କରିବେ
ଶୀତ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହେଉଛି। ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍ ୨୯ଟି କାର୍ଯ୍ୟଦିବସ ରହିଛି। ଗୁରୁବାର ପୂର୍ବାହ୍ଣରେ ଗୃହକାର୍ଯ୍ୟ ଆରମ୍ଭ ହୋଇ ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକପ୍ରସ୍ତାବ ଆସିବ। ପରେ ଗୃହ ମୁଲତବୀ ରହିବ। ଅପରାହ୍ଣରେ…