Trending
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
Browsing Category
Odisha
All about all odisha state news updates
ଦିବାରାତ୍ର ଗୁରୁପ୍ରସାଦ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ ନିରାକରପୁରରେ ଅନୁଷ୍ଠିତ ହୋଇଯାଇଛି
ଖୋର୍ଦ୍ଧା ଜିଲ୍ଲା ନିରାକାରପୁର କ୍ରିକେଟ କ୍ଲବ ଆନୁକୂଲ୍ୟରେ ସ୍ଥାନୀୟ ବାଳିକା ବିଦ୍ୟାଳୟ ପଡିଆଠାରେ ତୃତୀୟବାର୍ଷିକ ଗୁରୁପ୍ରସାଦ ମେମୋରିଆଲ ଦିବାରାତ୍ର କ୍ରିକେଟ ଟୁର୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି |ଏହି ଟୁର୍ଣାମେଣ୍ଟରେ 16 ଟି ଦଳ ଅଂଶଗ୍ରହଣ କରିଥିଲେ | ଶେଷରେ ରସୁଲଗଡ ଓ ଗ୍ରୀନ ଷ୍ଟାର…
ଆଜି ପୂରୁଛି ରାସନ କାର୍ଡ ଇ-କେଓ୍ବାଇସି ଡେଡଲାଇନ୍
ରାସନ କାର୍ଡ ଇ-କେଓ୍ବାଇସି ପାଇଁ ଆଜି ପୂରୁଛି ଡେଡଲାଇନ୍ । ତେଣୁ ଯେଉଁ ହିତାଧିକାରୀମାନେ ଇ-କେଓ୍ବାଇସି କରିନାହାନ୍ତି। ଆଜି ହିଁ କରିଦିଅନ୍ତୁ। ଆଉ ଯେଉଁମାନେ ନ କରିବେ , ତାକୁ ସରେଣ୍ଡର କରାଗଲା ବୋଲି ଧରିନିଆଯିବ। ସେହି ଜାଗାରେ ନୂଆ ଲୋକଙ୍କୁ ଦିଆଯିବ ବୋଲି ପୂର୍ବରୁ ସ୍ପଷ୍ଟ କରିଥିଲେ…
ବିଜେବି କଲେଜକୁ ମିଳିଲା `NAAC A’ ମାନ୍ୟତା
ପୁଣି ବିଜେବି କଲେଜକୁ ମିଳିଛି ନାକ ମାନ୍ୟତା। ଚଳିତଥରକୁ ମିଶାଇଲେ ବିଜେବି କଲେଜକୁ ତୃତୀୟଥର ପାଇଁ ନାକ ଏ ମାନ୍ୟତା ମିଳିଛି। ବିଜେବି କଲେଜକୁ ମିଳିଲା `A' ଗ୍ରେଡ। ନାକ ମାନ୍ୟତା ହାସଲରେ ଲଗାତାର ତୃତୀୟ ଥରରେ A ଗ୍ରେଡ ନେଲା ବିଜେବି ସ୍ବୟଂ ଶାସିତ ମହାବିଦ୍ୟାଳୟ। CGPA ରିପୋର୍ଟ ଅନୁସାରେ…
ଆଜି ବିଧାନସଭାର ବଜେଟ୍ ଅଧିବେଶନ, ମଧ୍ୟାହ୍ନ ୧୨ଟା ଯାଏ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି
ଆଜି ବିଧାନସଭାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ। ପୂର୍ବାହ୍ନ ୧୦ଟା ୩୦ ମିନିଟ ସମୟରେ ଆରମ୍ଭ ହୋଇଥିଲା। ପ୍ରଶ୍ନକାଳ ଆରମ୍ଭରୁ ଏକାଧିକ ପ୍ରସଙ୍ଗ ନେଇ ବିଧାନସଭାରେ ବିରୋଧୀ ବିଜେଡି ଏବଂ କଂଗ୍ରେସ ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ଏହାପରେ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମଧ୍ୟାହ୍ନ ୧୨ଟା…
୨୦୪୭ ସୁଦ୍ଧା ବିକଶିତ ଭାରତରେ ଓଡିଶାର ଭୂମିକା ରହିବ
ବିଧାନସଭାର ବଜେଟ୍ ଅଧିବେଶନ। ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ଅଧିବେଶନ। ଜୟ ଜଗନ୍ନାଥ କହି ନିଜ ଅଭିଭାଷଣ ଆରମ୍ଭ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପାଟି। ପ୍ରଥମ ଅଭିଭାଷଣରେ ରାଜ୍ୟ ସରକାରଙ୍କ ବିକାଶର କଥା ବଖାଣିଛନ୍ତି। କହିଛନ୍ତି ମାତ୍ର ୮ମାସରେ ମୋ ସରକାର ମାଇଲଖୁଣ୍ଟ ସୃଷ୍ଟି…
ବିଜୟୱାଡାରୁ ଧରାପଡିଲା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି କରିଥିବା ଚୋର
ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ମାମଲାରେ କମିଶନରେଟ ପୋଲିସକୁ ସପଳତା । ୧୯ ଦିନ ପରେ ଧରାପଡିଲା ଚୋର। ଆନ୍ଧ୍ରପ୍ରଦେଶର ବିଜୟୱାଡାରୁ ଧରିଛି ନୟାପଲ୍ଲୀ ପୋଲିସ । ତାକୁ ଏବେ ଭୁବନେଶ୍ୱରର ଏକ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରାଯାଛି । ଆଜି ତାକୁ କୋର୍ଟରେ ହାଜର…
ଅମୃତ ଅନ୍ନରେ ରନ୍ଧାହେବ ମହାପ୍ରଭୁଙ୍କ ଅବଢ଼ା ମହାପ୍ରସାଦ
ଅମୃତ ଅନ୍ନରେ ରନ୍ଧାହେବ ମହାପ୍ରଭୁଙ୍କ ଅବଢ଼ା ମହାପ୍ରସାଦ । ସମ୍ପୂର୍ଣ୍ଣ ଜୈବିକ ପ୍ରଣାଳୀରେ ପ୍ରସ୍ତୁତ ହୋଇ ଏହି ଅମୃତ ଅନ୍ନ ମହାପ୍ରସାଦ ରନ୍ଧନରେ ବ୍ୟବହୃତ ହେବ । ଏଣିକି ରାସାୟନିକଯୁକ୍ତ ଚାଉଳରେ ହେବନି ଅବଢ଼ା ମହାପ୍ରସାଦ । ମହାପ୍ରସାଦରେ ରାସାୟନିକ ମୁକ୍ତ ଚାଉଳ ଡାଲି ବ୍ୟବହାର ପାଇଁ…
ଭିଜିଲାନ୍ସ ଜାଲରେ କୋଟପାଡ଼ ବ୍ଳକ ADEO ପାର୍ଥସାରଥୀ ବିଶୋଇ
କୋରାପୁଟ ଜିଲା କୋଟପାଡ଼ ବ୍ଲକ ଅନ୍ତର୍ଗତ ବତାଶନା ପଞ୍ଚାୟତର କାର୍ଯ୍ୟରତ ଏଡିଇଓ ପାର୍ଥସାରଥୀ ବିଶୋଇଙ୍କ ଘରେ ଭିଜିଲାନ୍ସ ଚଡାଉ କରିଛି। ଗୁରୁବାର ସକାଳେ ତାଙ୍କର ବୋରିଗୁମ୍ମା ବ୍ଲକ ଚମ୍ପିଆରେ ଥିବା ପୈତୃକ ଘର ସହ ୭ଟି ସ୍ଥାନରେ ଜୟପୁର ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୁତ ସମ୍ପତି ଠୁଳ…
ବଜେଟ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡ଼ିଜିପି
ବିଧାନସଭାରେ ଗୁରୁବାରଠାରୁ ଚଳିତବର୍ଷର ବଜେଟ ଅଧିବେଶନ ଆରମ୍ଭ ହେବ। ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତ୍ରିସ୍ତରୀୟ ସୁରକ୍ଷା ବଳୟରେ ବିଧାନସଭା ରହିଛି। ବୁଧବାର ଅପରାହ୍ନରେ ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ବିଧାନସଭା ପରିସରରେ…
କ୍ଳିନ ସୁଇପ ଲକ୍ଷ୍ୟରେ ଭାରତ
ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଶେଷ ମ୍ୟାଚ୍ ବୁଧବାର ଅହମଦାବାଦସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମ୍ରେ ଖେଳାଯିବ। ଶୃଙ୍ଖଳାକୁ ଘରୋଇ ଦଳ ୨-୦ରେ ଆଗୁଆ ଜିତି ସାରିଥିବାରୁ ଏବେ ମୂଳପୋଛ ସହ ଦୃଢ଼ ମନୋବଳ ନେଇ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ଲକ୍ଷ୍ୟ ରଖିଛି। ୨୦୨୩…