Trending
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
Browsing Category
Odisha
All about all odisha state news updates
କୁନି ଝିଅ ପରେ ପ୍ରାଣ ହାରିଲେ ମା’ ରେବତୀ ରାଉଳ
କୁନି ଝିଅ ପରେ ପ୍ରାଣ ହାରିଲେ ମା’ । ଦୁର୍ଘଟଣାରେ ୮ ବର୍ଷର ଝିଅ ପ୍ରାଣ ହରାଇଥିବା ବେଳେ ଆଜି ମା’ ପ୍ରାଣ ହରାଇଛନ୍ତି । ମୃତ ମହିଳାଙ୍କ ନାଁ ରେବତୀ ରାଉଳ । ରାକ୍ଷୀ ପୂର୍ଣ୍ଣିମା ଦିନ ଭୁବନେଶ୍ବର ପାତ୍ରପଡା ଠାରେ ଘଟିଥିଲା ମର୍ମନ୍ତୁଦ ସଡକ ଦୁର୍ଘଟଣା । ଘଟଣାସ୍ଥଳରେ ପ୍ରାଣ ହରାଇଥିଲା ୮…
୧୩ ବର୍ଷ ବୟସ୍କା ନାବାଳିକା ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ
ଆଖି ବୁଜିଲେ ବରଗଡ଼ର ଅର୍ଦ୍ଧଦଗ୍ଧ ନାବାଳିକା । ବରଗଡ଼ ଦାୟିତ୍ବରେ ଥିବା ବଲାଙ୍ଗିର ଏସ୍ପି ଅଭିଳାଷ.ଜିଙ୍କ ସୂଚନା । ଡାକ୍ତର ମୃତ ଘୋଷଣା କରିଥିବା କହିଲେ ଭାରପ୍ରାପ୍ତ ଏସ୍ପି । ବୁର୍ଲା ମେଡିକାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ମାମୁ ଘର ପଛ ପଟରେ ଥିବା ଫୁଟବଲ୍…
ରାଶିଫଳ : ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତ ରୁହନ୍ତୁ
ମେଷ:-କାମକୁ ପୂରା କରିବା ଲାଗି ଅଧିକ ପରିଶ୍ରମ କରିବାକୁ ହେବ। ଅଫିସରେ ଆପଣଙ୍କ କାମରେ କତୃପକ୍ଷ ପ୍ରଭାବିତ ହେବେ। ଲେଖକ ସମାରୋହରେ ଅଂଶ ଗ୍ରହଣ କରିବାର ମଉକା ପାଇବେ। ରାଶିଫଳ : ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତ ରୁହନ୍ତୁ
ବୃଷ:-ବ୍ୟବସାୟରେ ଯଥେଷ୍ଟ ଲାଭ ହେବ। କୌଣସି ଅସହାୟଙ୍କୁ ସାହାଯ୍ୟ…
କୋରାପୁଟ ରୁ ମୋହନଙ୍କ ବଡ଼ ଘୋଷଣା ,4 ଜିଲ୍ଲାରେ ଖୋଲିବ ମେଡ଼ିକାଲ କଲେଜ
ଦୁଇ ଦିନ ହେଲା ମୁଖ୍ୟମନ୍ତ୍ରୀ କୋରାପୁଟ ଗସ୍ତରେ ଥିବାବେଳେ ଗଞ୍ଜାମରେ ଡେରା ପକାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅନ୍ୟପଟେ ପ୍ରଭାତୀ ପରିଡ଼ା ଆଜି ନବରଙ୍ଗପୁର ଜିଲ୍ଲାରେ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି ।
କୋରାପୁଟରୁ ମୋହନଙ୍କ ବଡ଼ ଘୋଷଣା
୪…
ପୁରୁଷ ବନ୍ଧୁ ଗିରଫ
କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇରେ ଛାତ୍ରୀ ମୃତ୍ୟୁ ଘଟଣାରେ ପୁରୁଷ ବନ୍ଧୁ ଗିରଫ । ମୃତ ଛାତ୍ରୀଙ୍କ ବାପାଙ୍କ ଏତଲା ଆଧାରରେ ମାମଲା ରୁଜୁ କରିଛି ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ପୋଲିସ। ଛାତ୍ରୀଙ୍କ ପୁରୁଷ ବନ୍ଧୁଙ୍କ ନାଁରେ ମାମଲା ରୁଜୁ କରି ବିଏନଏସର ଧାରା 296, 75, 78, 108, 66e, 67a ପରି…
ଜବତ ହେଲା କିଲର ଥର୍
କାଲି ରାତିରେ ଜାତୀୟ ରାଜପଥ ଉପରେ ସ୍ପିଡ ଡ୍ରାଇଭ ବେଳେ ଘଟିଥିଲା ଦୁର୍ଘଟଣା। ଯେଉଁଥିରେ ଜଣେ ୮ ବର୍ଷର ଝିଅର ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ଜଟଣୀରୁ ଜବତ ହୋଇଛି ଗାଡି । ୧୫ କିଲୋମିଟର ଗୋଡ଼ାଗୋଡି ପରେ ଘଟାଇଥିଲା ଦୁର୍ଘଟଣା।
ମାମୁଁ ଘରୁ ମା ଓ ସାନ ଭାଇ ସହ ଘରକୁ ଫେରୁଥିଲା କୁନି ଝିଅ।…
ଗଠନ ହେବ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଜୟପୁରରେ ସୁଭଦ୍ରା ତୃତୀୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଆଗକୁ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବାକୁ ଯାଉଛି । ଏନେଇ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ନେତୃତ୍ୱରେ ଟାସ୍କ ଫୋର୍ସ ଗଠନ ହୋଇଛି । ପୂର୍ବ ସରକାର…
ରକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରାର ତୃତୀୟ କିସ୍ତି ହିତାଧିକାରୀଙ୍କ ଖାତାକୁ ଆସିଛି
କଥା ଦେଇ କଥା ରଖିଛନ୍ତି ମୋହନ ସରକାର । ରକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରାର ତୃତୀୟ କିସ୍ତି ହିତାଧିକାରୀଙ୍କ ଖାତାକୁ ଆସିଛି । କୋରାପୁଟର ଜୟପୁରରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ୧କୋଟିରୁ ଅଧିକ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ…
ରାତି ପାହିଲେ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା
ରାତି ପାହିଲେ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା। ରାଜ୍ୟ ସରକାର ରାକ୍ଷୀ ପୂର୍ଣ୍ଣିମାରେ ଖାତାକୁ ସୁଭଦ୍ରା କିସ୍ତି ଟଙ୍କା ପଠାଇବେ । ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା । ଏ ନେଇ ପୂର୍ବରୁ ଘୋଷଣା କରିସାରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।…
ହସ୍ତତନ୍ତ ଆତ୍ମନିର୍ଭରଶୀଳତାର ପ୍ରତୀକ; ଶ୍ରୀ ଶିବରାଜ ସିଂହ
ଜାତୀୟ ହସ୍ତତନ୍ତ ଦିବସ ଅବସରରେ କେନ୍ଦ୍ର ଗ୍ରାମୀଣ ବିକାଶ ଏବଂ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ନୂଆଦିଲ୍ଲୀର କୃଷି ଭବନରୁ ଲକ୍ଷ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀ (ଏସ୍ଏଚଜି) ମହିଳା ସଦସ୍ୟଙ୍କ ସହ ଭର୍ଚୁଆଲ ମାଧ୍ୟମରେ ମତ ବିନିମୟ କରିଥିଲେ। ଗ୍ରାମୀଣ ବିକାଶ…