Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
Odisha
All about all odisha state news updates
ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭୁବନେଶ୍ୱରରେ ଭବ୍ୟ ସ୍ୱାଗତ
ଭୁବନେଶ୍ୱର, ନଭେମ୍ବର ୨୧: ବିହାର ବିଧାନସଭା ନିର୍ବାଚନରେ ଏନଡିଏର ଚମତ୍କାର ବିଜୟର ମୁଖ୍ୟ ରଣନୀତିଜ୍ଞ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ବିହାରରେ ଏନଡିଏକୁ ସ୍ପଷ୍ଟ ଏବଂ ପ୍ରବଳ ବହୁମତ…
ବିଲ୍ ଅନୁମୋଦନ କରିବା ସମୟରେ ରାଷ୍ଟ୍ରପତି ଓ ରାଜ୍ୟପାଳମାନେ ସମୟସୀମା ମଧ୍ୟରେ ବନ୍ଧା ହୋଇପାରିବେ ନାହିଁ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପକ୍ଷରୁ ଦାୟର ସ୍ବତନ୍ତ୍ର ରେଫରେନ୍ସ ଉପରେ ସୁପ୍ରିମକୋର୍ଟଙ୍କ ସାମ୍ବିଧାନିକ ପୀଠ ତାଙ୍କ ରାୟ ପ୍ରକାଶ କରିଛନ୍ତି। ବିଲ୍ ଅନୁମୋଦନ ନିମନ୍ତେ ରାଷ୍ଟ୍ରପତି ଓ ରାଜ୍ୟପାଳଙ୍କୁ ସମ୍ବିଧାନ ପ୍ରଦତ୍ତ ସ୍ବତନ୍ତ୍ର କ୍ଷମତା ସମ୍ପର୍କିତ କେତେକ ପ୍ରଶ୍ନ ଉପରେ ଉତ୍ତର…
ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ
ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଦ୍ୱିତୀୟ ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ରତ୍ନ ଅଳଙ୍କାର ଗଣତିମଣତି କେବେ ହେବ ତା ଉପରେ ହେବ ବିସ୍ତୃତ ଆଲୋଚନା । ଅସ୍ଥାୟୀ ରତ୍ନଭଣ୍ଡାରରୁ ସ୍ଥାୟୀ ରତ୍ନଭଣ୍ଡାରକୁ ଅଳଙ୍କାର ସ୍ଥାନାନ୍ତର କରାଯାଇଛି । ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ ଉପରେ ହେବ ଆଲୋଚନା…
ଶପଥ ନେଲେ ନବ ନିର୍ବାଚିତ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ
ନବ ନିର୍ବାଚିତ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଗୁରୁବାର ମଧ୍ୟାହ୍ନରେ ବାଚସ୍ପତି ସୁରମା ପାଢୀ ତାଙ୍କ ଶପଥ ପାଠ କରାଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ଢୋଲକିଆଙ୍କ ମା, ପତ୍ନୀଙ୍କ ସମେତ ବିଜେପିର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ। ଜୟ…
ଆଜି ବିଧାୟକ ଭାବେ ଶପଥ ନେବେ ଜୟ ଢୋଲକିଆ
ଶପଥ ନେବେ ଜୟ ଢୋଲକିଆ । ବିଧାୟକ ଭାବେ ଆଜି ପଦ ଓ ଗୋପନୀୟତାର ଶପଥ ନେବେ ଜୟ ଢୋଲକିଆ । ଗୁରୁବାର ମଧ୍ୟାହ୍ନ ବାଚସ୍ପତି ସୁରମା ପାଢୀ ଜୟ ଢୋଲକିଆଙ୍କ ଶପଥ ପାଠ କରାଇବେ ।
୨୦୨୪ ବିଧାନସଭା ନିର୍ବାଚନରେ ରାଜେନ୍ଦ୍ର ଢୋଲକିଆ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ହେଲେ ୨୦୨୫ ମସିହାରେ…
ଦୀପାବଳି ନୀତିକୁ ନେଇ ଶ୍ରୀକ୍ଷେତ୍ରରେ ଭକ୍ତିମୟ ପରିବେଶ ସୃଷ୍ଟି
ଶ୍ରୀମନ୍ଦିର ରେ ମଙ୍ଗଳବାରଠାରୁ ତିନିଦିନ ବ୍ୟାପି ମହାପ୍ରଭୁଙ୍କ ଦେବଦୀପାବଳି ନୀତି ଆରମ୍ଭ ହୋଇଛି । ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିଥିବା ଶ୍ରାଦ୍ଧ ନୀତି ଅନୁଷ୍ଠିତ ହେଉଛି । ଗତକାଲି ଚତୁର୍ଦଶୀରେ ମହାପ୍ରଭୁ ଅଦିତି ଓ କଶ୍ୟପଙ୍କ ଉଦେଶ୍ୟରେ ଦୀପଦାନ ଓ…
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ଶିଳ୍ପ ମନ୍ତ୍ରୀ ଶ୍ରୀ ଏଚ୍.ଡି କୁମାରସ୍ବାମୀ
କେନ୍ଦ୍ର ଭାରି ଶିଳ୍ପ ତଥା ଇସ୍ପାତ ମନ୍ତ୍ରୀ ଶ୍ରୀ ଏଚ୍.ଡି କୁମାରସ୍ବାମୀ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଉରକେଲା ଷ୍ଟିଲ ପ୍ଲାଣ୍ଟର ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ…
ସାପ କାମୁଡା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷ !
ସାପ କାମୁଡା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷକୁ ବୃଦ୍ଧି ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛନ୍ତି, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଏବେ ୪ ଲକ୍ଷ ମିଳୁଛି କ୍ଷତିପୂରଣ, ୧୦ ଲକ୍ଷକୁ ବୃଦ୍ଧି ସୁପାରିସ ହୋଇଛି । ଏନେଇ ସୁପ୍ରିମ କୋର୍ଟଙ୍କ ଗାଇଡ ଲାଇନ ଆସିଥିବା ସୂଚନା ରହିଛି ।…
ରାଜୁ ଜିଲ୍ଲା ସୀମାନ୍ତରେ ଗୁଳିବିନିମୟ – ୭ ମାଉବାଦୀ ମୃତ
ସୁରକ୍ଷାକର୍ମୀମାନେ ଯେଉଁ ଭଳି ନକ୍ସଲମାନଙ୍କୁ ନିପାତ କରୁଛନ୍ତି ଓ ନକ୍ସଲମାନେ ବହୁ ସଂଖ୍ୟାରେ ଆତ୍ମସମର୍ପଣ କରୁଛନ୍ତି, ତାହା ଦେଖିଲେ ଲାଗୁଛି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଦେଇଥିବା ଟାର୍ଗେଟ ପୂରଣ ହେବ। ୨୦୨୬ ମାର୍ଚ୍ଚ ସୁଦ୍ଧା ନକସଲମୁକ୍ତ ଭାରତ ଗଠନ ସମ୍ଭବ ହେବ।…
ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ଆଜି କୋଣାର୍କ ସୂର୍ଯ୍ୟମନ୍ଦିର ପ୍ରବେଶ ଶୁଳ୍କ ଛାଡ଼
ବିଶ୍ୱ ଐତିହ୍ୟ ସପ୍ତାହ ଅବସରରେ ବୁଧବାର କୋଣାର୍କ ସୂର୍ଯ୍ୟମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି । ଏଏସଆଇ ପକ୍ଷରୁ ଏହି ସୂଚନା ଦିଆଯାଇଛି । ବିଶ୍ୱ ଐତିହ୍ୟ ସପ୍ତାହ ସମାରୋହ ପାଳନ ସହିତ ପର୍ଯ୍ୟଟକଙ୍କୁ ଗୋଟିଏ ଦିନ ପାଇଁ ପ୍ରବେଶ ଶୁଳ୍କ ଛାଡ଼ ହୋଇଥିବା କୋଣାର୍କ ସଂରକ୍ଷଣ ଅଧିକାରୀ…