Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
Odisha
All about all odisha state news updates
ଆଜି ଆସିବ ପିଏମ କିଷାନ ଟଙ୍କା
ଚାଷୀଙ୍କ ପାଇଁ ଖୁସୀ ଖବର। ଆଜି ଆସିବ ପିଏମ କିଷାନ ଟଙ୍କା । ଚାଷୀଙ୍କ ଆକାଉଣ୍ଟକୁ ଯିବ ୨୦୦୦ ଲେଖାଏଁ ଟଙ୍କା । ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ୨୧ତମ କିସ୍ତି ପ୍ରଦାନ କରାଯିବ । ୯ କୋଟି କୃଷକଙ୍କ ପାଖକୁ ପଠାଯିବ ୧୮ହଜାର କୋଟି ଟଙ୍କା । ଭାରତ ସରକାରଙ୍କ କୃଷି ମନ୍ତ୍ରଣାଳୟ…
ସରକାରୀ ଦପ୍ତରରେ ଓଡ଼ିଆ ଭାଷାର କାର୍ଯ୍ୟକାରିତାକୁ ନେଇ ଉଦବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଦୁଇ ଦିନିଆ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକ ସମ୍ମିଳନୀ ଭୁବନେଶ୍ବରଠାରେ ଆରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିଭାଷଣ ରଖି ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ଲକ୍ଷ୍ୟରେ ବିଭିନ୍ନ ପରାମର୍ଶ ଦେଇଛନ୍ତି। ଏଥିରେ ସେ ଜିଲ୍ଲାପାଳମାନଙ୍କୁ ୯ଟି ପରାମର୍ଶ ଦେଇଛନ୍ତି।…
ସାଲିଆ ସାହିରେ ଉଚ୍ଛେଦ, ଉଚ୍ଛେଦକୁ ବିରୋଧ କରି ରାସ୍ତାରେ ବସିଲେ ବସ୍ତି ବାସିନ୍ଦା
ଉଚ୍ଛେଦ ହେବ ସାଲିଆ ସାହି । ଏଥିପାଇଁ ପାଞ୍ଚ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । ଉଚ୍ଛେଦକୁ ବିରୋଧ କରି ରାସ୍ତାରେ ବସିଲେ ବସ୍ତି ବାସିନ୍ଦା । ବିଏମସି ଓ ବିଡିଏ ପକ୍ଷରୁ ମିଳିତ ଭାବରେ ଉଚ୍ଛେଦ ହେବ ସାଲିଆ ସାହିର କିଛି ଅଞ୍ଚଳ । ଏକାମ୍ର କାନନରୁ ଅନ୍ଧାରୁଆ ୧୩ କିଲୋମିଟର ପର୍ଯ୍ୟନ୍ତ…
ବାଂଲାଦେଶୀ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି – ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
ରାଜ୍ୟରୁ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାହାର କରିବା ପାଇଁ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଏନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ବାଂଲାଦେଶୀ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି ଏବଂ ସେମାନଙ୍କ ବିରୁଦ୍ଧରେ ସରକାରଙ୍କ ଆଭିମୁଖ୍ୟ…
ଆନ୍ଧ୍ର -ଓଡ଼ିଶା ଓ ଛତିଶଗଡ଼-ଓଡ଼ିଶା ସୀମାରେ ବଡ଼ ଏନକାଉଣ୍ଟର,ବର୍ତ୍ତମାନ ସୁଦ୍ଧା ୭ ନକ୍ସଲ ନିହତ
ଆନ୍ଧ୍ର -ଓଡ଼ିଶା ଓ ଛତିଶଗଡ଼-ଓଡ଼ିଶା ସୀମାରେ ବଡ଼ ଏନକାଉଣ୍ଟର। ବର୍ତ୍ତମାନ ସୁଦ୍ଧା ୭ ନକ୍ସଲ ନିହତ ହେଲେଣି। ମୃତକଙ୍କ ଭିତରେ କୁଖ୍ୟାତ ମାଓ ନେତା ହିଡମା ଏବଂ ତାଙ୍କ ପତ୍ନୀ ରାଜେ ଥିବାର ସୂଚନା ରହିଛି। ବାଟାଲିୟନ ନମ୍ବର ୧ର ମୁଖ୍ୟ ଥିଲା ହିଡ଼ମା। ହିଡ଼ମା ନାମରେ କୋଟିଏ ଟଙ୍କାର ପୁରସ୍କାର…
ଟିଟିଲାଗଡରେ ହେବ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଶେଷ କୃତ୍ୟ ସମ୍ପନ୍ନ
ଅଫେରା ରାଇଜରେ ଓଲିଉଡ ଜଗତର ଚର୍ଚ୍ଚିତ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଗତକାଲି ରାତିରେ ଭୁବନେଶ୍ୱର ସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମେଡିକାଲରୁ ହ୍ୟୁମାନଙ୍କ ପାର୍ଥିବ ଶରୀର କଟକ ସ୍ଥିତ ବାସଭବନକୁ ନିଆଯାଇଥିଲା, ସେଠାରେ ବହୁ ବିଶିଷ୍ଠ ବ୍ୟକ୍ତି ତାଙ୍କ…
ହସ୍ପିଟାଲ ବେଡରେ ଆଖି ବୁଜିଦେଲେ ହ୍ୟୁମାନ ସାଗର
ଜୀବନ ଯୁଦ୍ଧରେ ହାରିଗଲେ ହ୍ୟୁମାନ ସାଗର । ହସ୍ପିଟାଲ ବେଡରେ ଆଖି ବୁଜିଦେଲେ ଓଡ଼ିଶାର ଅରିଜିତ ସିଂ । କିଡନି ଓ ଲିଭର ଜନିତ ରୋଗରେ ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ହ୍ୟୁମାନ ଆଜି ସମସ୍ତଙ୍କୁ ଛାଡ଼ି ଚାଲି ଯାଇଛନ୍ତି, ଆଧୁନିକ ଓଡ଼ିଆ ସଂଗୀତ ଜଗତ ହ୍ୟୁମାନଙ୍କୁ ହରାଇ ସ୍ତବ୍ଧ ହୋଇଯାଇଛି ।ଗତ…
ମୋଟର ଯାନ ଯାଞ୍ଚ୍ ପାଇଁ ପୁଲିସ ବିଭାଗକୁ ଅତିରିକ୍ତ କ୍ଷମତା ପ୍ରଦାନ ପ୍ରତିବାଦରେ ଡିସେମ୍ବର ୧ ତାରିଖରୁ ଘରୋଇ ବସ…
ଡିସେମ୍ବର ୧ ତାରିଖରୁ ଘରୋଇ ବସ ଧର୍ମଘଟ ଚେତାବନୀ । ମୋଟର ଯାନ ଯାଞ୍ଚ୍ ପାଇଁ ପୁଲିସ ବିଭାଗକୁ ଅତିରିକ୍ତ କ୍ଷମତା ପ୍ରଦାନ ପ୍ରତିବାଦରେ ଅଲ୍ ଓଡ଼ିଶା ବସ୍ ମାଲିକ ସଂଘ ଡିସେମ୍ବର ୧ରୁ ରାଜ୍ୟବ୍ୟାପୀ ଧର୍ମଘଟ ଧମକ ଦେଇଛି। ୧୪ ହଜାର ଘରୋଇ ବସ୍ ଏହି ଆନ୍ଦୋଳନରେ ସାମିଲ ହେବେ। ପୁଲିସକୁ ଏମଭି…
କଂଗ୍ରେସର ବିଭୀଷଣ କିଏ ?
କଂଗ୍ରେସ ପିସିସି ସଭାପତି ଭକ୍ତ ଦାସ ନୂଆପଡ଼ାରେ କଂଗ୍ରେସର ଶୋଚନୀୟ ପରାଜୟକୁ ନେଇ କହିଛନ୍ତି, ସବୁ ଦଳରେ ବିଭୀଷଣ ଅଛନ୍ତି। ଆଉ ଆମ ଦଳ କଂଗ୍ରେସରେ ବି ବିଭୀଷଣ ଅଛନ୍ତି। ଯେଉଁମାନଙ୍କ ପାଇଁ ଦଳକୁ ଆଶାନୁରୂପ ସଫଳତା ମିଳିଲାନି। ଏହି କାରଣରୁ ବିଭୀଷଣମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ।…
ବ୍ରହ୍ମପୁରରେ ପହଞ୍ଚିଲା ସିବିଆଇ ଟିମ୍
ସିବିଆଇ ଟିମ୍ ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ(ଓପିଆର୍ବି) ଦ୍ବାରା ପରିଚାଳିତ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲାର ଅଧିକ ତଦନ୍ତ ଲାଗି ବ୍ରହ୍ମପୁରରେ ପହଞ୍ଚିଛି। ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ(ଓପିଆର୍ବି) ଦ୍ବାରା ପରିଚାଳିତ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲାର ତଦନ୍ତ…