Trending
- କେନ୍ଦ୍ର ସରକାର କର୍ମଚାରୀମାନଙ୍କୁ ମିଳିଲା ଦୀପାବଳି ବୋନସ
- ନୂଆପଡ଼ା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
Browsing Category
Odisha
All about all odisha state news updates
ଓଡ଼ିଶାରେ UG, PG ପାଠ୍ୟକ୍ରମ ପଢ଼ୁଥିଲେ ପାଇବେ ଛାତ୍ରବୃତ୍ତି
ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । UG ,PG, ବୈଷୟିକ/ବୃତ୍ତିଗତ ପାଠ୍ୟକ୍ରମ ପଢ଼ୁଥିବା ଓଡ଼ିଆ ଛାତ୍ରଛାତ୍ରୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ । ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ‘ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା’ର ଆରମ୍ଭ ହେଲା ଅନଲାଇନ୍ ଆବେଦନ ପ୍ରକ୍ରିୟା । ଏହି ଛାତ୍ର ବୃତ୍ତି…
ସତର୍କ ରହିବା ଏବଂ ଅନ୍ୟମାନଙ୍କୁ ସତର୍କ କରାଇବା ପାଇଁ ନିର୍ଦେଶ ଦେଲେ ମନମୋହନ ସାମଲ
ବାତ୍ୟା ‘ଦାନା’ର ପ୍ରଭାବ ଓଡିଶା ଉପରେ ପଡିବ ବୋଲି ଆକଳନ କରାଯାଇଛି । ଆମେ ସତର୍କ ରହିବା ଏବଂ ଅନ୍ୟମାନଙ୍କୁ ସତର୍କ କରାଇବା । ଏହି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଓ ପ୍ରସ୍ତୁତି ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ପ୍ରଶାସନ, ସରକାର, ଅଗ୍ନିଶମ, ଏନଡିଆରଏଫ, ଏସଡିଆରଏଫ ଉଦ୍ଧାରକାରୀ ଦଳ…
ମହିଳା ମାଓବାଦୀ କଲେ ଆତ୍ମସମର୍ପଣ
କଳାହାଣ୍ଡି ପୋଲିସ ନିକଟରେ ଜଣେ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମ ଦେବୀ ସୋରୀ ଓରଫ ଗୀତା ହୋଇଥିବାବେଳେ ସେ ଛତିଶଗଡ଼ ରାଜ୍ୟ ସୁକ୍ମା ଅଞ୍ଚଳର ବୋଲି ଜଣାପଡ଼ିଛି। ଏ ନେଇ ବୁଧବାର ଅପରାହ୍ନରେ ଭବାନୀପାଟଣାସ୍ଥିତ କଳାହାଣ୍ଡି ଏସ୍ପିଙ୍କ କାର୍ଯ୍ୟାଳୟରେ ଏକ ଖବରଦାତା…
ଜାଣନ୍ତୁ କେଉଁ ୪ଜିଲ୍ଲାରେ ବାତ୍ୟା ରଚିବ ତାଣ୍ଡବ ?
ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ଅଞ୍ଚଳରେ ବାତ୍ୟାର ବାହ୍ୟ ବଳୟ ସ୍ପର୍ଶ । କାଲି ରାତିରୁ ୨୫ ପୂର୍ବାହ୍ଣ ଯାଏ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଚାଲିବ ବୋଲି ସୂଚନା ଦେଇଛନ୍ତି ଆଇଏମଡି ଡିଜି ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର |
ବାତ୍ୟା ପାଇଁ OAS ପ୍ରିଲିମ ପରୀକ୍ଷା ସ୍ଥଗିତ…
ସାଟେଲାଇଟ ଚିତ୍ରରେ ଦେଖା ଗଲା ବାତ୍ୟା
ସୃଷ୍ଟି ହେଲା ବାତ୍ୟା ।ବାତ୍ୟାର ରୂପ ନେଲା ଗଭୀର ଅବପାତ । ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଦାନା । ପାରାଦୀପ ରାଡାରରେ ବାତ୍ୟାର ଚିତ୍ର ଅନୁମାନ । ସାଟେଲାଇଟ ଚିତ୍ରରେ ଦେଖା ଗଲା ବାତ୍ୟାର ଆଖି । କାଲି ସୁଦ୍ଧା ଭୀଷଣ ବାତ୍ୟାର ରୂପ ନବ ।ଗତ ୬ ଘଣ୍ଟାହେବ ଘଣ୍ଟାପ୍ରତି ୩ କିଲୋମିଟର…
ଓଡିଶା ଏଫସି ୨-୧ ଗୋଲ୍ରେ ଇଷ୍ଟ୍ବେଙ୍ଗଲ ଏଫ୍ସିକୁ ପରାସ୍ତ କରିଛି
ଚଳିତ ଆଇଏସ୍ଏଲ୍ ଫୁଟ୍ବଲ୍ ପ୍ରତିଯୋଗିତାରେ ଓଡ଼ିଶା ଏଫ୍ସି ମଙ୍ଗଳବାର ଦ୍ବିତୀୟ ବିଜୟ ପାଇଛି। କଳିଙ୍ଗ ଷ୍ଟାଡିୟମ୍ରେ ଖେଳାଯାଇଥିବା ମ୍ୟାଚ୍ରେ ଘରୋଇ ଦଳ ୨-୧ ଗୋଲ୍ରେ ଇଷ୍ଟ୍ବେଙ୍ଗଲ ଏଫ୍ସିକୁ ପରାସ୍ତ କରିଛି। ମ୍ୟାଚ୍ର ୨୨ତମ ମିନିଟ୍ରେ ଇସାକ୍ ରାଲ୍ଟେଙ୍କ ପାସ୍କୁ ରୟ…
ବିର୍ସା ମୁଣ୍ଡା ଷ୍ଟାଡିୟମରେ ବିରାଟ ଜନସଭାରେ ଯୋଗଦେବେ ପ୍ରଧାନମନ୍ତ୍ରୀ ମୋଦୀ
ଆସନ୍ତା ନଭେମ୍ବର ୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନିକିଆ ରାଉରକେଲା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ସେ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ କରିବା ସହ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ବିର୍ସା ମୁଣ୍ଡା ଆଥଲେଟିକ୍…
ରାଜ୍ୟବାସୀଙ୍କୁ ଧର୍ଯ୍ୟର ସହ ବାତ୍ୟା ମୁକାବିଲା କରିବା ପାଇଁ ଆହ୍ୱାନ ଦେଲେ ମନମୋହନ ସାମଲ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ‘ଦାନା’ ଭୀଷଣ ବାତ୍ୟା ରୂପ ନେଇ ୨୪ ତାରିଖ ମଧ୍ୟରାତ୍ରିରେ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସମୟରେ ପବନର ବେଗ ଘଂଟା ପ୍ରତି ୧୦୦ରୁ ୧୨୦ କିମି ରହିବା ସହିତ ଅତି…
ବାତ୍ୟା ‘ଦାନା’ର ମୁକାବିଲା ଲାଗି ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡିକରେ ନିୟୋଜିତ ହେବେ ୧୭ ଓଡ୍ରାଫ ଟିମ
ବାତ୍ୟାର ମୁକାବିଲା ଲାଗି ଅଧିକ ଏନଡିଆରଏଫ ଟିମ୍ ମାଗିଲେ ରାଜ୍ୟ ସରକାର। ଅତିରିକ୍ତ ୧୦ ଏନଡିଆରଏଫ ଟିମ ପଠାଇବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ରାଜ୍ୟ ସରକାର। ଟିମ୍ ମୁତୟନ ଆଇନଶୃଙ୍ଖଳା ଏଡ଼ିଜିଙ୍କୁ ଚିଠି ଲେଖି ଅଵଗତ କରିଛନ୍ତି ଅତିରିକ୍ତ ସ୍ୱତନ୍ତ୍ର ରିଲିଫ କମିଶନର ପଦ୍ମନାଭ…
ମୁଖ୍ୟଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁଙ୍କ ଘର ସମେତ ୧୦ଟି ସ୍ଥାନରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୈତରଣୀ ବେସିନର ମୁଖ୍ୟଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। କୈଳାସଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ଆଜି ସକାଳେ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ କୈଳାସଙ୍କର ୩୬ଟି ପ୍ଲଟ୍ , ୩ଟି ଫ୍ଲାଟ୍ ଓ…