Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
Odisha
All about all odisha state news updates
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି , ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ କରାଯିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ସୂଚନାଯୋଗ୍ୟ,…
ନୂଆପଡ଼ା ଉପନିର୍ବାଚନ ଫଳାଫଳରେ କାରସାଦି ହୋଇଥିବା ଅଭିଯୋଗ କରି ଫଳାଫଳକୁ ଖଣ୍ଡନକରିଛନ୍ତି ସ୍ନେହାଙ୍ଗିନୀ ଛୁରିଆ
ନୂଆପଡ଼ା ଉପନିର୍ବାଚନ ଫଳାଫଳକୁ ନେଇ ବିଜେଡି ସଙ୍ଗୀନ ଅଭିଯୋଗ ଆଣିଛି। ବିଜେଡି ନେତ୍ରୀ ତଥା ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ କାରସାଦି ହୋଇଥିବା ଅଭିଯୋଗ କରି ଫଳାଫଳକୁ ଖଣ୍ଡନ କରିବା ସହ ନିର୍ବାଚନ କମିଶନଙ୍କୁ କଡ଼ା ନିନ୍ଦା କରିଛନ୍ତି। ଛୁରିଆ କହିଛନ୍ତି, “ଯେଉଁ ଭୋଟ୍ ମେସିନ୍ରେ…
ଆଜିଠୁ ୩୦ ପର୍ଯ୍ୟନ୍ତ ରାଜ୍ୟରେ ଶୂନ୍ୟ ମୃତ୍ୟୁ ପକ୍ଷ ପାଳନ
ଓଡ଼ିଶା ସରକାରଙ୍କ ପକ୍ଷରୁ ଆଜିଠୁ ୩୦ ପର୍ଯ୍ୟନ୍ତ ରାଜ୍ୟରେ ଶୂନ୍ୟ ମୃତ୍ୟୁ ପକ୍ଷ ପାଳନ କରାଯାଉଛି । ଏହି ଅଭିଯାନ ସଡ଼କ ଦୁର୍ଘଟଣା ଓ ମୃତ୍ୟୁ ହାର କମାଇବାକୁ ଲକ୍ଷ୍ୟ ରଖି ଆୟୋଜନ କରାଯାଇଛି । ୧୫ ଦିନ ଧରି ବ୍ୟାପକ ସଚେତନତା କାର୍ଯ୍ୟକ୍ରମ, ଚଢ଼ଉ, ସଡ଼କ ସୁରକ୍ଷା ଆଦି କାର୍ଯ୍ୟକ୍ରମ…
ଆତ୍ମସମୀକ୍ଷା ପରେ ଦଳରେ ଥିବା ବିଭୀଷଣମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ – ପିସିସି ସଭାପତି ଭକ୍ତ ଦାସ
ନୂଆପଡ଼ା ଜନାଦେଶକୁ ନେଇ ପିସିସି ସଭାପତି ଭକ୍ତ ଦାସ ଦେଇଛନ୍ତି ବଡ଼ ବୟାନ । କହିଛନ୍ତି, ଆତ୍ମସମୀକ୍ଷା ପରେ ଦଳରେ ଥିବା ବିଭୀଷଣମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ସବୁ ଦଳରେ ବିଭୀଷଣ ରହିଥିବା ବେଳେ ଆମ ଦଳରେ ମଧ୍ୟ ଏଭଳି କିଛି ତତ୍ତ୍ୱ ଅଛନ୍ତି, ଯେଉଁମାନେ ନିର୍ବାଚନରେ ଆମ…
ନୂଆପଡ଼ାରେ ‘ଶଙ୍ଖ’ ଶୁଭିଲାନି: ବିଜେଡ଼ିକୁ କଟାକ୍ଷ କଲେ ଶ୍ରୀମୟୀ ଓ ଏଲିନା
ନୂଆପଡ଼ାରେ ‘ଶଙ୍ଖ’ ଶୁଭିଲାନି ବୋଲି ଏବେ ସୋସିଆଲ ମିଡିଆରେ ସମାଲୋଚନା ପରେ ସମାଲୋଚନାର ସାମନା କରୁଛି ବିଜେଡି । ବିଜେଡିରୁ ନିଲମ୍ବିତ ନେତ୍ରୀ ଶ୍ରୀମୟୀ ମିଶ୍ର ବାରମ୍ବାର ସର ମାରୁଥିବାବେଳେ, ଏବେ ଶ୍ରୀମୟୀଙ୍କ ସମାଲୋଚନା ତାଳରେ ତାଳ ମିଳାଇଛନ୍ତି ଆଉ ଜଣେ ମହିଳା ନେତ୍ରୀ । ଦଳ ଭିତରୁ ନିଜ…
‘ଜନଜାତୀୟ ଗୌରବ ଦିବସ’ ଅବସରରେ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଉରକେଲା ଠାରେ ଆୟୋଜିତ ଶହୀଦ ବିର୍ସା ମୁଣ୍ଡାଙ୍କ ରାଜ୍ୟ ସ୍ତରୀୟ ୧୫୧ତମ ଜୟନ୍ତୀ ‘ଜନଜାତୀୟ ଗୌରବ ଦିବସ’ ଅବସରରେ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଆଜି…
ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
ରାଜ୍ୟ ବିଜେପି କାର୍ଯ୍ୟାଳୟରେ ନୂଆପଡ଼ା ବିଧାନସଭାର ଉପନିର୍ବାଚନରେ ବିଜୟୀ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ଜୟଙ୍କ ମାଆ କଳ୍ପନା ଢୋଲକିଆ ପ୍ରମୁଖ ଉପସ୍ଥିତ ଅଛନ୍ତି।…
ନୂଆପଡ଼ାବାସୀଙ୍କୁ ଧନ୍ୟବାଦ ଜଣାଇବା ସହିତ ଜୟ ଢୋଲକିଆଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…
ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟିର ବୃହତ୍ ବିଜୟ ହୋଇଛି। ଏଠାରେ କଂଗ୍ରେସ ହାତରୁ ବିଜେପି ଆସନ ଛଡ଼ାଇ ଆଣିଛି। ବିଜେପିର ଏହି ସଫଳତା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିକ୍ରିୟା ଦେଇଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ମୋହନ ଚରଣ ମାଝୀ ନୂଆପଡ଼ାବାସୀଙ୍କୁ ଧନ୍ୟବାଦ…
ନୂ୍ଆପଡ଼ାରେ ଭାରତୀୟ ଜନତା ପାର୍ଟି ବାଜି ମାରିଛି
ନୂଆପଡ଼ାରେ ପୁଣି ଥରେ ପଦ୍ମ ଫୁଟିଛି। ଏହା ପୁଣି ୧୦ ବର୍ଷ ପରେ। ନୂଆପଡ଼ାର ଜନତା ଭାରତୀୟ ଜନତା ପାର୍ଟିକୁ ପୁଣି ଥରେ ବିପୁଳ ଭୋଟ୍ ଦେଇଛନ୍ତି। ବିଜୟୀ ପ୍ରାର୍ଥୀ ଜୟ ଢୋଲକିଆ ବିଜୟ ଶୋଭାଯାତ୍ରା କରିଛନ୍ତି। ସେ ଖରିଆର ରୋଡ୍ରେ ନିଜ ପରିବାର ଏବଂ ସମର୍ଥକମାନଙ୍କ ସହିତ ଶୋଭାଯାତ୍ରାରେ…
ନୂଆପଡ଼ା ଉପନିର୍ବାଚନ ଫଳାଫଳ: ନିରବ ଶଙ୍ଖ , ଫୁଟିବା ସୁନିଶ୍ଚିତ
ବିଜୟ ଦୌଡ଼ରେ ଆଗରେ ଜୟ ଢ଼ୋଲକିଆ । ବିଜେପି ପ୍ରାର୍ଥୀ ଜୟ ଢ଼ୋଲକିଆଙ୍କୁ ୫୦ ହଜାରରୁ ଅଧିକ ଭୋଟ । ଦଶମ ରାଉଣ୍ଡରେ ୫୦୩୩୩ ଭୋଟ ସହ ସେ ଆଗୁଆ ଅଛନ୍ତି । ସେହିପରି ବିଜେଡି ପ୍ରାର୍ଥୀ ୧୭୧୦୧ ସହ ସେହ୍ନାଙ୍ଗିନୀ ଛୁରିଆ ଦ୍ୱିତୀୟ ରାଉଣ୍ଡରେ ଅଛନ୍ତି । ତୃତୀୟ ସ୍ଥାନରେ କଂଗ୍ରେସ ପ୍ରାର୍ଥୀ…