Browsing Category

Odisha

All about all odisha state news updates

ବିଜେପି ରାଜ୍ୟ ସଭାପତି ସସ୍‌ପେନ୍ସ

ଓଡ଼ିଶାରେ ବିଜେପି ର ସଭାପତି କିଏ ହେବ।  ପ୍ରଥମଥର ପାଇଁ ସରକାର ଗଠନ କରିଥିବାରୁ ପାର୍ଟିର ଶୀର୍ଷ ନେତୃତ୍ବ ଓ ଆର୍‌ଏସ୍‌ଏସ୍‌ ଏହାର ସଦୁପଯୋଗ କରିବାକୁ ଚାହୁଛି। ବିଜେପି କିପରି ବହୁବର୍ଷ ଓଡ଼ିଶାରେ ଶାସନ କରିବ ସେନେଇ ରଣନୀତି ପ୍ରସ୍ତୁତ କରିବାକୁ କୁହାଯାଇଛି। କିନ୍ତୁ ସରକାର ଓ ସଂଗଠନ…

ନୂଆ ରୂପ ନେବ ତାରିଣୀ ମନ୍ଦିର

ମା’ ତାରିଣୀ ମନ୍ଦିରର ବିକାଶ ସହ ଚାରିପାର୍ଶ୍ୱର ସୌନ୍ଦର୍ଯ୍ୟୀକରଣ ହେବ। ଏଥିପାଇଁ ୨୧୪ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବ୍ୟତୀତ ବଡବିଲ୍ ପାଇଁ ଏକ ରିଙ୍ଗ୍ ରୋଡ୍ ନିର୍ମାଣ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପୂର୍ତ୍ତ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମୀକ୍ଷା କରିବା…

ଆଜି ଠାରୁ ଗାଡ଼ି ବୀମା ନଥିଲେ କଟିବ ଇ – ଚାଲାଣ , ଗଣିବେ ଜରିମାନା

ମୋଟର ଯାନରେ ବୀମା ନ ଥିଲେ ଟୋଲ୍‌ ଗେଟ ସ୍ବୟଂକ୍ରିୟ ପ୍ରଣାଳୀରେ ଧରାପଡ଼ିବ। ଇ- ଡିଟେକ୍ସନ ପ୍ରକ୍ରିୟାରେ ଜାରି କରିବ ଇ-ଚାଲାଣ। ଫେବୃଆରୀ ଆଜିଠାରୁ ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ୨୨ଟି ଟୋଲ୍‌ଗେଟରେ ଏହା କାର୍ଯ୍ୟକାରୀ ହେବ। ଏ ନେଇ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ସମସ୍ତ…

ଇଣ୍ଡିଆ-ଇଂଲଣ୍ଡ ମ୍ୟାଚ ପାଇଁ ବାରବାଟୀରେ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଫେବୃଆରୀ ୯ରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଇଣ୍ଡିଆ-ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବାରବାଟୀ ଷ୍ଟାଡିୟମରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ପ୍ରସ୍ତୁତି ସନ୍ତୋଷଜନକ ରହିଥିବା…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କଲେ ଜୟଶଙ୍କର

ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଚିଠି ଲେଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଶଂସା କରିଛନ୍ତି। ରାଜ୍ୟ ସରକାରଙ୍କ ଆତିଥେୟତାକୁ ନେଇ ଯୋଗ ଦେଇଥିବା ପ୍ରବାସୀ ପଜିଟିଭ ଫିଡବ୍ୟାକ ଦେଇଛନ୍ତି। ଭବିଷ୍ୟତରେ…

ଦାୟିତ୍ବ ନେଲେ ନୂଆ ନିର୍ବାଚନ କମିଶନର

ରାଜ୍ୟ ନିର୍ବାଚନ କମିଶନର ଭାବେ ଶୁକ୍ରବାର ଦାୟିତ୍ୱ ନେଇଛନ୍ତି ମଧୁସୂଦନ ପାଢ଼ୀ। ତୋଷାଳୀ ଭବନରେ ବିଧିବଦ୍ଧ ଭାବେ ସେ ଦାୟିତ୍ୱ ନେଇଛନ୍ତି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ କମିଶନର ପଦ ଖାଲି ପଡ଼ିଥିଲା ।  ଏବେ ଦାୟିତ୍ୱର ଭାର ମଧୁସୂଦନ  ପାଢୀଙ୍କ ହାତକୁ ହସ୍ତାନ୍ତର କରାଯାଇଛି।…

୪ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

୪ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ପ୍ରଥମ ପର୍ଯ୍ୟାୟରେ ଫେବୃଆରୀ ୨ ଓ ୩ ତାରିଖରେ ଏବଂ ଦ୍ଵିତୀୟ ପର୍ଯ୍ୟାୟରେ ୫ ଓ ୬ ତାରିଖରେ ବନ୍ଦ ରହିବ ମରାମତି କାର୍ଯ୍ୟ। ଶ୍ରୀପଞ୍ଚମୀ ତଥା ବନକଲାଗି ବିଶେଷ ନୀତିକୁ ନଜରରେ ରଖି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ। ଏହି ଦିନ…

ଭାଗବତଙ୍କୁ କଳାପତାକା ଦେଖାଇଲା ଛାତ୍ର କଂଗ୍ରେସ

ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌) ସରସଂଘଚାଳକ ମୋହନ ଭାଗବତଙ୍କୁ ମଞ୍ଚେଶ୍ୱରଠାରେ ଛାତ୍ର କଂଗ୍ରେସ ପକ୍ଷରୁ କଳାପତାକା ଦେଖାଯାଇ ବିରୋଧ ପ୍ରଦର୍ଶନ କରାଯାଇଛି। ଭାଗବତ ସୂଚନା ଭବନଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଫେରିବାବେଳେ ଛାତ୍ର କଂଗ୍ରେସ ସଭାପତି ଉଦିତ୍‌ ପ୍ରଧାନଙ୍କ…

ଆତ୍ମସମର୍ପଣ କଲେ ୨୯ ମାଓବାଦୀ

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲ୍ଲା SP ଙ୍କ ନିକଟରେ ୨୯ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । କୁତୁଲ ଏରିଆ କମ୍ମିଟି ମାଓ ସଙ୍ଗଠନର ଏମାନେ ସମସ୍ତେ ସକ୍ରିୟ ସଦସ୍ୟ ଥିଲେ । ଏମାନଙ୍କ ମଧ୍ୟରୁ ୨୦ ଜଣ ପୁରୁଷ ଏବଂ ୭ ଜଣ ମହିଳା ମାଓବାଦୀ ଥିଲେ । ପୋଲିସ ତରଫରୁ ସମସ୍ତଙ୍କୁ…

ଭିଜିଲାନ୍ସ ଜାଲରେ ITDA ପିଏ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଣାଇ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁଙ୍କ ଘର ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢାଉ। ଆୟ ବର୍ହିଭୁତ ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚାଲିଛି ରେଡ୍ । ଯାଜପୁର ଟାଉନରେ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚାଲିଛି ରେଡ଼ | ଭୁବନେଶ୍ୱର,…