Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Browsing Category
Odisha
All about all odisha state news updates
ଆସନ୍ତା କାଲି ଓଡ଼ିଶା ବନ୍ଦ ଡ଼ାକରା ଦେଇଛି ନବନିର୍ମାଣ କୃଷି ସଂଘ, ସମର୍ଥନ କରିଛି କଂଗ୍ରେସ
ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ନବନିର୍ମାଣ କୃଷି ସଂଘ ଦ୍ୱାରା ଏହି ଡାକରା ଦିଆଯାଇଛି। ନବନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ପାଇଁ ଆହ୍ବାନ ଦେଇଛନ୍ତି। ଏହା ଅଧୀନରେ, ସ୍କୁଲ, ଅଫିସ ଓ ବିଭିନ୍ନ ବ୍ୟବସାୟ ସମେତ ଅନେକ ଜିନିଷ ସିଧାସଳଖ ପ୍ରଭାବିତ ହେବାର ସମ୍ଭାବନା ଅଛି।
ସେପଟେ,…
ଦୁର୍ନୀତିଗ୍ରସ୍ତ ସରକାରୀ ଚାକିରିଆଙ୍କୁ ରାଜନୈତିକି ସୁରକ୍ଷା ଦିଆଯିବ ନାହିଁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ସାରା ଦେଶ ପାଳୁଛି ୭୭ତମ ଗଣତନ୍ତ୍ର ଦିବସ ।ଏହି ଅବସରରେ ଜିଲ୍ଲାସ୍ତରୀୟ ଗଣତନ୍ତ୍ର ଦିବସ ପାଳିତ ହୋଇଛନ୍ତି । କଟକ ବାରବାଟୀ ଷ୍ଟାଡିୟମରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସମ୍ବିଧାନ ଆମ ଜୀବନର ମାନଦଣ୍ଡ । ଆମ…
୭୭ତମ ସାଧାରଣତନ୍ତ୍ର ଦିବସ : ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ
ଆଜି ସାରା ଦେଶରେ ୭୭ତମ ସାଧାରଣତନ୍ତ୍ର ଦିବସ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରବାଟୀ ଷ୍ଟାଡିୟମରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି କହିଛନ୍ତି, ମହାପୁରୁଷଙ୍କୁ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି…
ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ : ଗାନ୍ଧିମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ
ରାଜଧାନୀ ଭୁବନେଶ୍ୱରରେ ପାଳିତ ହୋଇଛି ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ । ଗାନ୍ଧିମାର୍ଗରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି । ଭବ୍ୟ ପରେଡ ଅଭିବାଦନ ଗ୍ରହଣ କରିଛନ୍ତି ରାଜ୍ୟପାଳ । ପରେଡରେ ୫୪ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିଛନ୍ତି । ଯେଉଁଥିରେ ବିଭିନ୍ନ…
୨୦୨୫ ପାଇଁ ଗୃହ ବିଭାଗ ପକ୍ଷରୁ ରାଜ୍ୟପାଳ ପଦକ ଘୋଷଣା, ମୋଟ ୨୦ ଜଣଙ୍କୁ ମିଳିବ ପଦକ
ରାତି ପାହିଲେ ସାଧାରଣତନ୍ତ୍ର ଦିବସ। ଏହାକୁ ଦୃଷ୍ଟିରେ ରଖି ୨୦୨୫ ପାଇଁ ଗୃହ ବିଭାଗ ପକ୍ଷରୁ ରାଜ୍ୟପାଳ ପଦକ ଘୋଷଣା କରାଯାଇଛି। ମୋଟ ୨୦ ଜଣଙ୍କୁ ପଦକ ମିଳିବ ବୋଲି ଜଣାପଡ଼ିଛି। ତେବେ ସେମାନଙ୍କ ମଧ୍ୟରେ ଆଇଜି ନୀତି ଶେଖର, ସତ୍ୟଜିତ ନାୟକଙ୍କ ସମେତ ପୁରୀ ଏସ୍ପି ପ୍ରତୀକ ସିଂ, ଭିଜିଲାନ୍ସ…
ଅଭିଜିତ ମଜୁମଦାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଅଭିଜିତ ମଜୁମଦାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତାଙ୍କ ବିୟୋଗ ସଙ୍ଗୀତ, ସିନେମା ଓ ସଂସ୍କୃତି ପାଇଁ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।
ସେହିପରି ଅଭିଜିତ ମଜୁମଦାରଙ୍କ ବିୟୋଗରେ…
ମୋଟ୍ ୩୧ ଜଣ ରାଷ୍ଟ୍ରପତି ପୋଲିସ ସେବା ପଦକରେ ସମ୍ମାନିତ ହେବେ , ଓଡ଼ିଶାରୁ ୪ ଜଣ ପାଇବେ ପୋଲିସ ପଦକ
ସାହସିକତା ପାଇଁ ଓଡ଼ିଶାରୁ ୪ ଜଣ ପାଇବେ ପୋଲିସ ପଦକ । ଘୋଷଣା ହୋଇଛି ପୋଲିସ ସେବା ପଦକ । DSP ଅତୁଲ କ୍ରିଷ୍ଣା ଦାସ, ASI ପୂର୍ଣ୍ଣଚନ୍ଦ୍ର ପ୍ରଧାନ ପାଇବେ ସାହସିକତା ପଦକ । ୨ କନଷ୍ଟେବଲ ଘନଶ୍ୟାମ ସାହୁ ଓ ଥବିର ମାଝୀ ପାଇବେ ସାହସିକତା ପଦକ । ବିଶିଷ୍ଟ ସେବା ପାଇଁ ଓଡ଼ିଶାରୁ ୨ ଜଣଙ୍କୁ…
ରାଜ୍ୟରେ ଆଗୁଆ ପଞ୍ଚାୟତ ନିର୍ବାଚନ ସମ୍ଭାବନା – ରାଜ୍ୟ ସଭାପତି ମନମୋହନ ସାମଲ
ରାଜ୍ୟରେ ଆଗୁଆ ପଞ୍ଚାୟତ ନିର୍ବାଚନ ସମ୍ଭାବନା ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଆସନ୍ତାବର୍ଷ ଜନଗଣନା ହେବାର ଥିବାରୁ ସେଥିଲାଗି ଆଗୁଆ ପଞ୍ଚାୟତ ନିର୍ବାଚନ ହେବାର ସମ୍ଭାବନା ରହିଛି। ନିର୍ଦ୍ଧାରିତ ସମୟର ଦୁଇରୁ ତିନିମାସ ପୂର୍ବରୁ ହୋଇପାରେ…
ମହାନ ବିପ୍ଳବୀ ବକ୍ସି ଜଗବନ୍ଧୁଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ,ଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ମାଲ୍ୟାର୍ପଣ…
ଇଂରେଜ ଶାସନର ଅନ୍ୟାୟ, ଅତ୍ୟାଚାର ଓ ଶୋଷଣ ବିରୋଧରେ ଓଡ଼ିଶାର ମାଟିରୁ ସ୍ୱାଧୀନତା ସଂଗ୍ରାମର ଅଗ୍ନିଶିଖା ପ୍ରଜ୍ୱଳିତ କରିଥିବା ପାଇକ ବିଦ୍ରୋହର ଅମର ନାୟକ, ମହାନ ବିପ୍ଳବୀ ବକ୍ସି ଜଗବନ୍ଧୁଙ୍କ ଅଦମ୍ୟ ସାହସ, ଅସୀମ ବୀରତ୍ୱ, ଅପୂର୍ବ ରଣକୌଶଳ ଓ ମାଟି ମା’ ପାଇଁ ନିସ୍ୱାର୍ଥ ସେବା ଓଡ଼ିଶା ସହ…
ମୋ ସମ୍ପର୍କରେ ଯାହା ଅଭିଯୋଗ ହୋଇଛି ସବୁ ମିଛ ଓ ମନଗଢ଼ା କାହାଣୀ,ନିଜେ ନବୀନ ବାବୁ ମିଛ କହୁଛନ୍ତି -ପୂର୍ବତନ ବିଧାୟକ…
ନିଲମ୍ବନ ପ୍ରସଙ୍ଗରେ ପୁଣି ଥରେ ମୁହଁ ଖୋଲିଛନ୍ତି ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର । ଶନିବାର ନିଜ ନିର୍ବାଚନମଣ୍ଡଳୀରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିବା ବେଳେ ଗଣମାଧ୍ୟମର ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ଅରବିନ୍ଦ କହିଛନ୍ତି, ମୋ ସମ୍ପର୍କରେ ଯାହା ଅଭିଯୋଗ ହୋଇଛି ସବୁ ମିଛ ଓ…