Browsing Category

Odisha

All about all odisha state news updates

ପ୍ରଥମଥର ଓଡିଶା ଉପକୂଳରେ ଥିବା ୧୦ ଦ୍ଵୀପରେ ସାଧାରଣତନ୍ତ୍ର ଦିବସ ପାଳିତ

ଆଜି ଦେଶବ୍ୟାପୀ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଛି।  ପ୍ରଥମଥର ଓଡିଶା ଉପକୂଳରେ ଥିବା ୧୦ ଦ୍ଵୀପରେ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ବାଲେଶ୍ବରର ସୁବର୍ଣ୍ଣ ଦ୍ବୀପ, ଭଦ୍ରକର ନୟାଟାପୁର, ଉଡ଼ାବାଲି, କନିକା ଦ୍ବୀପ, ଲଙ୍ଗ ହୁଇଲର ଦ୍ବୀପ, ସର୍ଟ ଆଇଲାଣ୍ଡ ଓ ସ୍ମଲ ହୁଇଲର ଦ୍ବୀପ…

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ବିଡ଼ାନାସୀଠାରେ ପତାକା ଉତ୍ତୋଳନ କରିଛନ୍ତି

ରବିବାର ସାରା ରାଜ୍ୟରେ ପାଳନ ହେଉଛି ୭୬ତମ ସାଧାରଣତନ୍ତ୍ର ଦିବସ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ବିଡ଼ାନାସୀଠାରେ ପତାକା ଉତ୍ତୋଳନ କରିଛନ୍ତି। ଦେଶର ସୁରକ୍ଷା ପାଇଁ ପ୍ରାଣବଳି ଦେଇଥିବା ମହାନ ସଂଗ୍ରାମୀ ଏବଂ ଯବାନଙ୍କ ପ୍ରତି ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

ଦେଶ ପାଳୁଛି ୭୬ ତମ ସାଧାରଣତନ୍ତ୍ର ଦିବସ, ଗାନ୍ଧୀ ମାର୍ଗରେ ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ

୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ ଭୁବନେଶ୍ବରର ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡରେ ରାଜ୍ୟପାଳ ଡ.ହରିବାବୁ କମ୍ଭମପତି ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି।୧୨୦ ବାଟାଲିୟନ, ବିଏସଏଫ, ଆଇଟିବିପି, ସିଆରପିଏଫ, ସିଆରପିଏଫ ବ୍ୟାଣ୍ଡ, ଭୁବନେଶ୍ୱର ଏସଏସବିଏନ, ଏସଓଜି ଚନ୍ଦକା,…

ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ୨୮ରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଓଡ଼ିଶା ହେବ ଭାରତ ବର୍ଷର ଶ୍ରେଷ୍ଠ ନିବେଶ କ୍ଷେତ୍ର । ଓଡ଼ିଶାରେ ସାଢେ ୩ ଲକ୍ଷରୁ ଅଧିକ ନିଯୁକ୍ତି କ୍ଷେତ୍ର ସୃଷ୍ଟି କରିବ । ୧୦୦ରୁ ଅଧିକ ନିବେଶକାରୀ ସ୍ୱାକ୍ଷର କରିବେ ଚୁକ୍ତିପତ୍ର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜନତା ମଇଦାନରେ ସ୍ଥିତି ସମୀକ୍ଷା କରି ଏହା କହିଛନ୍ତି । ଉତ୍କର୍ଷ ଓଡ଼ିଶା…

ଓଡ଼ିଶାରେ ୧୯ ଜଣଙ୍କୁ ପୁଲିସ ସେବା ପଦକ , ୨ ପୋଲିସଙ୍କୁ ମିଳିବ ରାଷ୍ଟ୍ରପତି ପୁରସ୍କାର

ଓଡ଼ିଶାରେ ୧୯ ଜଣଙ୍କୁ ପୁଲିସ ସେବା ପଦକ। ୨ ପୋଲିସଙ୍କୁ ମିଳିବ ରାଷ୍ଟ୍ରପତି ପୁରସ୍କାର। ପୋଲିସ ସୁପରିଟେଡେଣ୍ଟ ସରୋଜ ସମାଲଙ୍କୁ ମିଳିବ ରାଷ୍ଟ୍ରପତି ପୁରସ୍କାର। କନଷ୍ଟେବଳ ସତ୍ୟବାଦୀ ମଲ୍ଲିକଙ୍କୁ ରାଷ୍ଟ୍ରପତି ପୁରସ୍କାର। ୬ ପୋଲିସ କର୍ମଚାରୀଙ୍କୁ ସାହସିକତା ପୁରସ୍କାର। ୩ ଜଣ କନଷ୍ଟେବଳ, ୨…

ଖଣ୍ଡଗିରି ଯାତ୍ରାରେ ଅଶ୍ଲିଳ ନୃତ୍ୟ ପରିବେଷଣ କଲେ ଠେଙ୍ଗାପାହାର

ପୁଣି ସୀମା ଟପିଲେ ନିଶା ମହାରଣା, ଯାତ୍ରା ମଞ୍ଚରେ କଲେ ଅଶ୍ଲୀଳ ନୃତ୍ୟ ପ୍ରଦର୍ଶନ । କୋରାପୁଟ ବୈପାରୀଗୁଡା ସଦର ମହକୁମା ଠାରେ ଅନୁଷ୍ଠିତ ହେଉଥିବା ପାର୍ବତୀ ଗଣନାଟ୍ୟର ଯାତ୍ରା ମଞ୍ଚ ଉପରେ ନିଶା ମହାରଣା ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କରିଛନ୍ତି । ଗୁରୁବାର ରାତିରେ ଏଭଳି ଘଟଣା ଘଟିଥିବା ବେଳେ…

ଓଡ଼ିଶା ଭାରତବର୍ଷର ଶ୍ରେଷ୍ଠ ନିବେଶ କ୍ଷେତ୍ର ହେବ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଜାନୁଆରୀ ୨୮-୨୯, ଦୁଇଦିନ ଧରି ଉତ୍କର୍ଷ ଓଡିଶା- ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫ ଅନୁଷ୍ଠିତ ହେବ ।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ଥାନୀୟ ଜନତା ମଇଦାନରେ ଏହାର ପ୍ରସ୍ତୁତି ଅନୁଧ୍ୟାନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମର ସମସ୍ତ ପ୍ରସ୍ତୁତି ଶେଷ…

ଟଙ୍କା ସହ ଏଟିଏମ ମେସିନ ତାଡ଼ି ନେଲେ ଲୁଟେରା

କିଛିଦିନ ବ୍ୟବଧାନ ପରେ ରାଜଧାନୀ ଭୁବନେଶ୍ବରରେ ପୁଣି ମାତିଛନ୍ତି ଏଟିଏମ୍‌ ଲୁଟେରା। ଆଜି ସକାଳୁ ସକାଳୁ ଭୁବନେଶ୍ବରର ଲିଙ୍ଗରାଜ ଥାନା ଅଧିନ ସାମନ୍ତରାପୁର ଶ୍ରୀରାମନଗରରେ ଥିବା ଏକ ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌ ହୋଇଛି। ଆଉ ସବୁଠୁ ବଡ଼ କଥା ହେଉଛି ଲୁଟେରାମାନେ ପୁରା ଏଟିଏମ୍‌ ମେସିନ୍‌କୁ…

ଆଜି ପ୍ରାକ୍ ବଜେଟ୍ ପାଇଁ ବୈଠକ

ଆଜି ପ୍ରାକ୍ ବଜେଟ୍ ପାଇଁ ବୈଠକ। ଆଥିର୍କ ବର୍ଷ ୨୦୨୫-୨୬ ପାଇଁ ଆସନ୍ତା ଫେବ୍ରୁଆରି ୧୩ ତାରିଖ ଠାରୁ ଓଡ଼ିଶା ସରକାରଙ୍କର ବଜେଟ୍‌ ଅଧିବେଶନ ଆରମ୍ଭ ହେବ। ରାଜ୍ୟ ସରକାର ଫେବ୍ରୁଆରି ୧୭ ତାରିଖରେ ସାଧାରଣ ବଜେଟ୍‌ ଉପସ୍ଥାପନ କରିବେ। ଅର୍ଥ ବିଭାଗର ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ତ୍ରିନଗରୀ ଯୋଜନା କାର୍ଯ୍ୟକାରୀ କରାଯିବ : ମନ୍ତ୍ରୀ

ଓଡ଼ିଶା ସରକାର ରାଜଧାନୀ ବିସ୍ତାର ଯୋଜନା କରିଛନ୍ତି । ଏହି କ୍ରମରେ ଭୁବନେଶ୍ୱରକୁ ଏକ ସନ୍ତୁଳିତ ଉପାୟରେ ସମ୍ପ୍ରସାରଣ ସୁନିଶ୍ଚିତ କରି ଏକ ଆଦର୍ଶ ସହରରେ ପରିଣତ କରିବା ପାଇଁ ଠୋସ୍ ପଦକ୍ଷେପ ନେଉଛନ୍ତି। ଉନ୍ନତ ଭିତ୍ତିଭୂମି ଏବଂ ସଂଯୋଗୀକରଣ ପାଇଁ ଏକ ରିଙ୍ଗ ରୋଡ୍ ନିର୍ମାଣ ଏବଂ…