Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
Odisha
All about all odisha state news updates
ଅସନ୍ତୁଷ୍ଟ ନେତାଙ୍କ ଉପରେ ବର୍ଷିଲେ ମନ୍ମଥ, ବିଜେଡିରେ ଗୋଷ୍ଠୀ କନ୍ଦଳ ତୀବ୍ର
ଓଡ଼ିଶାରେ ରାଜନୈତିକ ଦୃଶ୍ୟ ବଦଳିଛି । ଏବେ କ୍ଷମତାରେ ନାହିଁ ବିଜୁ ଜନତା ଦଳ (ବିଜେଡି) । ବିଜେଡି ଏବେ ବିରୋଧୀ ଆସନରେ । ୨୦୨୪ ସାଧାରଣ ନିର୍ବାଚନରେ ଦଳର ପରାଜୟ ପରେ, ଏବେ ଦଳରେ ଆଭ୍ୟନ୍ତରୀଣ କନ୍ଦଳ ଗଣମାଧ୍ୟମରେ ବେଶ ପ୍ରଚାରିତ ହେଉଛି । ନେତାମାନେ ବୟାନବାଜି କରୁଛନ୍ତି । କଂଗ୍ରେସର…
୪ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀସ୍ତରରେ ଅଦଳବଦଳ
ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ୪ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ,ଉଚ୍ଚଶିକ୍ଷା ବିଭାଗ ଯୁଗ୍ମ ସଚିବ ଦୁଃଖବନ୍ଧୁ ନାୟକଙ୍କୁ ମୟୂରଭଞ୍ଜ ଅତିରିକ୍ତ ଜିଲାପାଳ ରୂପେ ବଦଳି…
ଆସୁଛି ଆଉ ଏକ ଲଘୁଚାପ
ଆସୁଛି ଆଉ ଏକ ଲଘୁଚାପ । ଚଳିତ ସପ୍ତାହ ଶେଷ ଆଡକୁ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ।
ସେପଟେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ…
ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
ଚଳିତ ବର୍ଷ ମୋଦିଜୀଙ୍କ ୭୫ ତମ ଜନ୍ମଦିବକୁ ସ୍ମରଣୀୟ ରଖିବା ଉଦ୍ଦେଶ୍ୟରେ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏହି ଅବସରରେ ବୃକ୍ଷଚାରା ରୋପଣଠାରୁ ଆରମ୍ଭ କରି ସ୍ୱାସ୍ଥ୍ୟ ଶିବିର, ରକ୍ତଦାନ ଶିବିର ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ବିଜେପି, ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଆୟୋଜନ କରାଯିବ।…
ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଭୋଟଦାନରୁ ବିରତ ରହିବ । ବିଜେଡି ସମଦୂରତା ରକ୍ଷାକରିବ । ଏହା କହିଛନ୍ତି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର । ଆସନ୍ତା ୯ ସେପ୍ଟେମ୍ବରରେ ଦେଶର ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଭାଗନେବ ନାହିଁ। ବିଜେଡି କାହାକୁ ଭୋଟ ଦେବ, ତା’ ଉପରେ ସମସ୍ତଙ୍କ ନଜର…
ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
ନବୀନ ଆଉ ପାଣ୍ଡିଆନଙ୍କୁ ଟାର୍ଗେଟ କଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ । କହିଲେ ଆମେ ଯାହାକୁ ଅନ୍ଧଭାବେ ଭଲ ପାଇ ଶାସନ କରିବାକୁ କ୍ଷମତା ଦେଲୁ ସେ ରାଜ୍ୟ ପାଇଁ କରିଲେ କଣ । ନବୀନ ବାବୁ 24 ବର୍ଷ ଶାସନ କଲେ । ଓଡ଼ିଶା ପାଇଲା କଣ । ଆମେ ଅନ୍ୟକୁ ଦୋଷ ଦେବା ଜାଣୁ । ପ୍ରକୃତ ଦୋଷୀ ଆଉ ଜଣେ । ଆଉ…
ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
ବିଜେଡି କାହାକୁ ଦେବ ଭୋଟ । ସ୍ପଷ୍ଟ କଲେନି ନବୀନ । ଦିଲ୍ଲୀରେ ଏନେଇ କରିବେ ଘୋଷଣା । ଆଗାମୀ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ସାରା ଦେଶରେ ରାଜନୈତିକ ଗତିବିଧି ଜୋରଦାର ହୋଇଛି। ଓଡ଼ିଶାରେ ମଧ୍ୟ ରାଜନୀତି ସରଗରମ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…
ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ । ଶନିବାର ବିଳମ୍ବିତ ରାତିରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପୁଣି ଦିଲ୍ଲୀ ଯାଇଥିବାବେଳେ, ବିଜେଡି ମୁଖିଆ ନବୀନ ପଟ୍ଟନାୟକ ଆଜି ସକାଳେ ଦିଲ୍ଲୀ ବାହାରିଛନ୍ତି । ତେବେ ଆଗକୁ ଉପରାଷ୍ଟ୍ରପତି…
ନବୀନ କାହାକୁ ସମର୍ଥନ କରିବେ ?
ଆସନ୍ତା ୯ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବ। ନବୀନ କାହାକୁ ସମର୍ଥନ କରିବେ ଘୋଷଣା କରିନାହାଁନ୍ତି । ନିର୍ବାଚନରେ ବିଜେଡି ଏନ୍ଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବ ନା ଇଣ୍ଡି ମେଣ୍ଟ ପ୍ରାର୍ଥୀଙ୍କୁ ସମର୍ଥନ କରିବ ସେନେଇ କିଛି ଚୂଡ଼ାନ୍ତ ନିଷ୍ପତ୍ତି ନେଇପାରୁନି। ଦଳ ସଭାପତି କିଛି…
ପିତୃପକ୍ଷ ଆରମ୍ଭ
ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ସମୟକୁ ବା ପକ୍ଷକୁ ପିତୃପକ୍ଷ କୁହାଯାଏ । ଏହି ସମୟ ପିତୃ ଉପାସନାର ପ୍ରକୃଷ୍ଟ ସମୟ ବୋଲି ଶାସ୍ତ୍ରରେ ଉଲ୍ଲେଖ ଅଛି । ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦ ତିଥି ରୁ ପିତୃପକ୍ଷ ଆରମ୍ଭ ହୁଏ । ହିନ୍ଦୁ ଶାସ୍ତ୍ର ଅନୁଯାୟୀ ମୃତ…