Browsing Category

Odisha

All about all odisha state news updates

ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ,ରୋଡ଼ ସୋ ଦେଖିବାକୁ ମସର୍ଥକଙ୍କ ଭିଡ଼

ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚି ଥିଲେ। ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ…

ଭାରତୀୟ ସଭ୍ୟତାକୁ ଓଡ଼ିଶା ସମୃଦ୍ଧ କରିଛି

ଓଡ଼ିଶା ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଭୁବନେଶ୍ୱରରେ ରାଜ୍ୟ ସ୍ତରୀୟ ସମାରୋହରେ ପ୍ରଧାନମନ୍ତ୍ରୀ ବଡ଼ କଥା କହିଛନ୍ତି । ଓଡ଼ିଶାରେ ପିଏମ ମୋଦୀ ରାଜ୍ୟକୁ ୧୮,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନେକ ବିକାଶମୂଳକ ପ୍ରକଳ୍ପର ଉପହାର ମଧ୍ୟ ଦେଇଥିଲେ। କାର୍ଯ୍ୟକ୍ରମରେ ନିଜ…

୧୨ ମାଓବାଦୀଙ୍କ ଆତ୍ମସମର୍ପଣ

ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦୀ କଥାଗୁଡ଼ିମ ଜିଲ୍ଲା ପୁଲିସ ନିକଟରେ ୧୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ ଡିଭିସିଏମ, ୪ ଜଣ ଏସିଏମ, ପାର୍ଟି ମେମ୍ବର ୨ ଜଣ, ମିସିଲିଆ ସଦସ୍ୟ ୨ ଜଣ ଏବଂ ଆରପିସି ସଦସ୍ୟ ୨ ଜଣ। ତେଲେଙ୍ଗାନା ପୁଲିସ ତରଫରୁ ଲଗାତାର ନକ୍ସଲ ଅପରେସନ…

ଆସନ୍ତାକାଲି ଆସୁଛନ୍ତି ଭୁବନେଶ୍ବର ଆସୁଛନ୍ତି ମୋଦୀ, ସୁରକ୍ଷା ଦୃଷ୍ଟିରୁ ମୁତୟନ ମୋଟ ୧୩୩ ପ୍ଲାଟୁନ୍ ପୁଲିସ ଫୋର୍ସ

ଜୁନ୍ ୨୦ ତାରିଖ ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରାଜ୍ୟ ରାଜଧାନୀ ଭୁବନେଶ୍ୱର ଗସ୍ତ ପୂର୍ବରୁ, କମିସନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।ସୁରକ୍ଷା ଦୃଷ୍ଟିରୁ ମୋଟ ୧୩୩ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯାଇଛି। ଏହା ବ୍ୟତୀତ, ଡେପୁଟି…

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସର୍ଭିକାଲ ଆର୍ଥ୍ରାଇଟିସ୍‌ରେ ପୀଡ଼ିତ, ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ

ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସର୍ଭିକାଲ ଆର୍ଥ୍ରାଇଟିସ୍‌ରେ ପୀଡ଼ିତ ଅଛନ୍ତି। ଏ ସମ୍ପର୍କରେ ଶ୍ରୀ ପଟ୍ଟନାୟକ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି। ଶ୍ରୀ ପଟ୍ଟନାୟକ ଉଲ୍ଲେଖ କରିଛନ୍ତି ଯେ, ସ୍ବାସ୍ଥ୍ୟଜନିତ ସମସ୍ୟା ଯୋଗୁଁ ଚିକିତ୍ସା ପାଇଁ ସେ ମୁମ୍ବଇ ଯିବେ।…

ଗୋପାଳପୁର ଗଣବଳାତ୍କାର ମାମଲାରେ ରିପୋର୍ଟ ମାଗିଲେ ଏନ୍‌ସିଡବ୍ଲ୍ୟୁ

ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମିରେ ସୋମବାର ସନ୍ଧ୍ୟାରେ ଘଟିଥିବା ଗଣଦୁଷ୍କର୍ମ ମାମଲାକୁ ନେଇ ସାରା ଦେଶରେ ନିନ୍ଦା କରାଯାଉଛି ।  ଜଣେ ୨୦ବର୍ଷୀୟା କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାକୁ ଗୁରୁତ୍ୱର ସହ ନେଇଛନ୍ତି ଜାତୀୟ ମହିଳା କମିଶନ(ଏନ୍‌ସିଡବ୍ଲ୍ୟୁ)। କମିଶନ ନିଜ ଆଡ଼ୁ ମାମଲା…

ବିଜେପି ବର୍ଷ ପୂର୍ତ୍ତି ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ

ଜୁନ୍‌୨୦ରେ ବିଜେପି ସରକାର ଗଠନର  ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଆୟୋଜନ ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ବୋଧନ ଦେବେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବହୁ କେନ୍ଦ୍ର ମନ୍ତ୍ରୀ, ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟଗଣ,…

ରାଜ୍ୟ ବିଜେପି ପ୍ରତିଶ୍ରୁତି କାର୍ଯ୍ୟକାରୀ କରିନାହିଁଁ: କଂଗ୍ରେସ

ନିର୍ବାଚନ ପୂର୍ବରୁ ରାଜ୍ୟ ବିଜେପି ଯେଉଁସବୁ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଥିଲା ସେଥିରୁ ଗୋଟିଏ ବି ଠିକ୍ ଢଙ୍ଗରେ କାର୍ଯ୍ୟକାରୀ ହୋଇନାହିଁ। ରାଜ୍ୟରେ ଶାସନ ଦିଗହରା ହୋଇଥିବା ବେଳେ ମୋହନ ସରକାର ମିଛ ବିକାଶର ଡିଣ୍ଡିମ ପିଟୁଛନ୍ତି। ଅଯୋଗ୍ୟ ମୁଖ୍ୟମନ୍ତ୍ରୀ ଓ ଅପରାଗ…

ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ

ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସକାଳ ସାଢ଼େ ୫ଟାରେ ଦକ୍ଷିଣପଶ୍ଚିମ ବାଂଲାଦେଶ ପାର୍ଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବା ସହ…

ଗୋପାଳପୁର ଗଣଦୁଷ୍କର୍ମ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଗୋପାଳପୁର ଗଣଦୁଷ୍କର୍ମ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚର ମହିଳା ଓ ଶିଶୁ ଅପରାଧ ଶାଖା ତଦନ୍ତ କରିବା ନେଇ ପୋଲିସ ଡିଜି ଓ୍ବାଇ ବି ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି । ଆଇଜି ଏସ.ସାଇନିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତଦନ୍ତ ହେବ । କହିରଖୁଛୁ ଗୋପାଳପୁର ବେଳାଭୂମିରେ…