Browsing Category

Odisha

All about all odisha state news updates

ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍

ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଛି ୧୪ ଜଣିଆ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଙ୍କ ସହ ଆଲୋଚନା କରୁଛି। ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଯାଜପୁର ସାଂସଦ, ବଡ଼ଚଣା ଓ…

ଜୁନ 20 ରେ ଆସିବେ ମୋଦୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରକୁ ଏକ ବର୍ଷ ପୂରିଛି। ଜୁନ୍‌ ୧୨ରୁ ୨୦ତାରିଖ ପର୍ଯ୍ୟନ୍ତ ବର୍ଷ ପୂର୍ତ୍ତି ପାଳନ ହେଉଛି। ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କ ଗସ୍ତ ସମୟରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ଼…

ରାଜ୍ୟ ସରକାର ଗୃହରକ୍ଷୀମାନଙ୍କୁ ରଜ ଭେଟି ଦେଇଛନ୍ତି, ଗୃହରକ୍ଷୀମାନଙ୍କ ପାଇଁ ଭତ୍ତା ବୃଦ୍ଧି

ରାଜ୍ୟ ସରକାର ଗୃହରକ୍ଷୀମାନଙ୍କୁ ରଜ ଭେଟି ଦେଇଛନ୍ତି। ଗୃହରକ୍ଷୀମାନଙ୍କ ପାଇଁ ଭତ୍ତା ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ଅନୁସାରେ ଦୈନିକ ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ବୃଦ୍ଧି ହୋଇଛି। ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ୬୧୨ରୁ…

ଦୀର୍ଘ ୩୬ ଘଣ୍ଟା ପରେ ଭଦ୍ରକ ଜିଲ୍ଲାର ଇଣ୍ଟରନେଟ ସେବା ଲୋକମାନଙ୍କ ପାଇଁ ଉପଲବ୍ଧ

ଦୀର୍ଘ ୩୬ ଘଣ୍ଟା ପରେ ଭଦ୍ରକ ଜିଲ୍ଲାର ଇଣ୍ଟରନେଟ ସେବା ଲୋକମାନଙ୍କ ପାଇଁ ଉପଲବ୍ଧ ହୋଇଛି। ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ଆଜି ସନ୍ଧ୍ୟାରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେବା ପରେ ଇଣ୍ଟରନେଟ ସେବା ପୁଣି ଥରେ ପୂର୍ବଭଳି ସ୍ବାଭାବିକ ହୋଇଛି। ଜିଲ୍ଲାପାଳ…

ଆଜି ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ଯାଏ ଭଦ୍ରକ ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ

ଭଦ୍ରକ ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ। ଆଜି ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ଯାଏ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ଆରକ୍ଷୀ ଅଧୀକ୍ଷକ ମନୋଜ ରାଉତ ସୂଚନା ଦେଇଛନ୍ତି। ଗତ କିଛି ଦିନ ତଳେ ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସଂପ୍ରଦାୟଙ୍କ ଭିତରେ କିଛି କାରଣରୁ ଗଣ୍ଡଗୋଳ ଘଟିଥିଲା…

ପାର୍ଟ ପ୍ଲଟ୍‌ ଲାଗି ଆଇନରେ ସଂଶୋଧନ ଆଣିଛି ଗୃହ ଓ ନଗର ଉନ୍ନୟନ ବିଭାଗ,ଫଳରେ ପାର୍ଟ ପ୍ଲଟ୍ ବିକ୍ରି ପାଇଁ ବାଟ ଫିଟିଛି

ପାର୍ଟ ପ୍ଲଟ୍‌ ଲାଗି ଆଇନରେ ସଂଶୋଧନ ଆଣିଛି ଗୃହ ଓ ନଗର ଉନ୍ନୟନ ବିଭାଗ । ଫଳରେ ପାର୍ଟ ପ୍ଲଟ୍ ବିକ୍ରି ପାଇଁ ବାଟ ଫିଟିଛି । ଏଥିସହ ଚାଷ ଜମି ବିକ୍ରି ଉପରୁ ମଧ୍ୟ କଟକଣା ହଟିଛି । ତେବେ କେବଳ ଚାଷ କାର୍ଯ୍ୟ ଉଦ୍ଦେଶ୍ୟରେ ବ୍ୟବହୃତ ଜମି ବିକ୍ରି କରିବାକୁ ଅନୁମତି ମିଳିଛି । ଏଥିସହ ପରିବାର…

ହାତୀବେଶରେ ଭକ୍ତଙ୍କୁ ଦର୍ଶଦ ଦେଇଛନ୍ତି ଶ୍ରୀଜିଉ

ଅପେକ୍ଷା କରିଥିଲେ ସ୍ନାନବେଦି । ଅପେକ୍ଷା କରିଥିଲେ ଅଗଣିତ ଭକ୍ତ । ଉତ୍କଣ୍ଠାରେ ଉଚ୍ଛୁଳି ପଡୁଥିଲା ବଡ଼ଦାଣ୍ଡ । କେତେବେଳେ ଆସିବେ କାଳିଆ ସାଆନ୍ତ । ନେତ୍ର ପବିତ୍ର ହେବ, ଆତ୍ମା- ପରମାତ୍ମାଙ୍କ ମିଳନ ହେବ । ଶେଷରେ ଆସିଲା ସେହି ମାହେନ୍ଦ୍ର ମୁହୂର୍ତ୍ତ । ପ୍ରତ୍ୟୁଷରେ ଶ୍ରୀମନ୍ଦିରରେ…

ଆସନ୍ତାକାଲି ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ

ସ୍ନାନଯାତ୍ରା ଶେଷ ହେବା ପରେ ଠାକୁରଙ୍କୁ ଅଣସର ଘରକୁ ନିଆଯିବ। ଆସନ୍ତାକାଲି (ଜୁନ ୧୨)ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ। ଭୋର ୪ଟାରେ ମନ୍ଦିରର ଦ୍ବାରଫିଟା ନୀତି, ମଙ୍ଗଳା ଆଳତୀ, ଅବକାଶ, ବେଶ, ଚନ୍ଦନ ତୁଳସୀଲାଗି, ଗୋପାଳବଲ୍ଲଭ, ସୂର୍ଯ୍ୟପୂଜା, ରୋଷହୋମ ନୀତି ଅନୁଷ୍ଠିତ ହେବ।…

ସ୍ନାନ ପୂର୍ଣ୍ଣିମାରେ ପୁରୀରେ ବରିଷ୍ଠ ସେବାୟତଙ୍କୁ ହତ୍ୟା

ସ୍ନାନ ପୂର୍ଣ୍ଣିମାରେ ପୁରୀରେ ବରିଷ୍ଠ ସେବାୟତଙ୍କୁ ହତ୍ୟା । ପୁରୀର ଗୁଡ଼ିଆ ସାହିରେ ଘଟିଛି ଏହି ହତ୍ୟାକାଣ୍ଡ । ୮୩ ବର୍ଷୀୟ ସେବାୟତ ଜଗନ୍ନାଥ ଦୀକ୍ଷିତଙ୍କୁ ହତ୍ୟା । କିଏ ଓ କାହିଁକି ହତ୍ୟା କରାଗଲା ସେ ନେଇ କିଛି ସ୍ପଷ୍ଟ ସୂଚନା ଆସିନାହିଁ । କିନ୍ତୁ ପୁରୀ ଏବେ ପୁଲିସ ଛାଉଣୀ ରହିଛି ,…

ସ୍ନାନବେଦୀରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା। ୧୦୮ ସୁବାସିତ ଜଳରେ ଦିବ୍ୟ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଭକ୍ତିମୟ ହୋଇ ଉଠିଛି ଶ୍ରୀକ୍ଷେତ୍ର ଓ ଲୋକାରଣ୍ୟ ବଡଦାଣ୍ଡ । ମହାପ୍ରଭୁଙ୍କ ଦିବ୍ୟ ସ୍ନାନର ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ ଜମିଛି। କିଛି ସମୟ ପରେ ହାତୀବେଶରେ ଦର୍ଶନ ଦେବେ…