Trending
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
Browsing Category
Odisha
All about all odisha state news updates
ପୁରୀ ଗଜପତିଙ୍କ ପୁଷ୍ୟାଭିଷେକ ଶ୍ରୀନହରରେ ପାରମ୍ପାରିକ ରୀତିନୀତିରେ ଅନୁଷ୍ଠିତ
ପୁରୀ ଗଜପତିଙ୍କ ପୁଷ୍ୟାଭିଷେକ ଶ୍ରୀନହରରେ ପାରମ୍ପାରିକ ରୀତିନୀତିରେ ଅନୁଷ୍ଠିତ ହୋଇଛି । ଏହି ପୁଷ୍ୟାଭିଷେକରେ ଷୋଳ ଶାସନ ବ୍ରାହ୍ମଣ ପୁରୋହିତ ଗଜପତିଙ୍କୁ ଆଶୀର୍ବାଦ କରିଛନ୍ତି । ଏହି ପୁଷ୍ୟାଭିଷେକ କାର୍ଯ୍ୟ ରାଜଗୁରୁ ଦେବୀପ୍ରସାଦ, ରାଜଗୁରୁ ସୁଧାଂଶୁ ସମ୍ପାଦନ କରିଛନ୍ତି । ପରେ ଗଜପତି…
ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବିପୁଳ ପରିମାଣର ନିଶା ଦ୍ରବ୍ୟ ଜବତ
ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବିପୁଳ ପରିମାଣର ନିଶା ଦ୍ରବ୍ୟ ଜବତ ହୋଇଛି । ବିଦେଶରୁ ବିମାନ ଯୋଗେ ଆସୁଥିବା ଜଣେ ଯାତ୍ରୀଙ୍କ ଠାରୁ କଷ୍ଟମ ବିଭାଗ ଓ ଡିଆରଆଇ ୪ କୋଟି ମୂଲ୍ୟର ନିଶା ଦ୍ରବ୍ୟ ଜବତ କରିବାରେ ସଫଳ ହୋଇଛନ୍ତି । ପୂର୍ବରୁ ଏୟାରପୋର୍ଟରୁ ବିପୁଳ ସୁନା ଜବତ ହେଉଥିବା…
୮୦ ବର୍ଷରୁ ଅଧିକ ବୟସ୍କ ଓ ଦିବ୍ୟାଙ୍ଗଙ୍କୁ ବର୍ଦ୍ଧିତ ଭତ୍ତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ
୮୦ ବର୍ଷରୁ ଅଧିକ ବୟସ୍କ ଓ ୮୦ ପ୍ରତିଶତରୁ ଊର୍ଦ୍ଧ୍ଵ ଦିବ୍ୟାଙ୍ଗଙ୍କୁ ବର୍ଦ୍ଧିତ ଭତ୍ତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମାସିକ ଭତ୍ତା ଆକାରରେ ୩୫୦୦ ଟଙ୍କା ପ୍ରଦାନ କରିଛନ୍ତି । କେନ୍ଦୁଝରରେ ସାମାଜିକ ସୁରକ୍ଷା ଭତ୍ତା ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ।…
୨୦ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ
ଜାନୁଆରୀ ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ଧାଡ଼ି ଦର୍ଶନ ପାଇଁ ର୍ୟାମ୍ପ ଓ ବ୍ୟାରିକେଡ୍ ଲଗାଇବା ପ୍ରକିୟା ଆରମ୍ଭ ହୋଇଛି । ଆଉ ପରୀକ୍ଷାମୂଳକ ନୁହେଁ ଏଣିକି ସିଧାସଳଖ କାର୍ଯ୍ୟକାରୀ ହେବ ବୋଲି କହିଛନ୍ତି ମନ୍ତ୍ରୀ । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ…
ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର ଜିଲ୍ଲା ପାଟଣା ସ୍ଥିତ ବୈତରଣୀରେ ନଦୀରେ ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବୁଡ଼ ପକାଇବା ପରେ ଆନନ୍ଦେଶ୍ୱର ଓ ପରମେଶ୍ବର ମହାଦେବ ମନ୍ଦିରରେ ମୁଖ୍ୟମନ୍ତ୍ରୀ ପୂଜାର୍ଚ୍ଚନା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଦେଖିବା ପାଇଁ ନଦୀ ଘାଟରେ ପ୍ରବଳ ଜନ ସମାଗମ ଦେଖିବାକୁ…
ଓଡ଼ିଶାବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ
ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓଡ଼ିଶାବାସୀଙ୍କୁ ମକର ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି। ଜଗନ୍ନାଥ ସଂସ୍କୃତିରେ ମକର ସଂକ୍ରାନ୍ତିର ମହତ୍ୱ ରହିଛି। ଏହା କେବଳ ଧାର୍ମିକ ଉତ୍ସବ ନୁହେଁ, ଭାଇଚାରା, ସଦ୍ଭାବ ଓ ଏକତାର ପ୍ରତୀକ। ଏହି ପବିତ୍ର ପର୍ବ…
ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବିଭ୍ରାଟ
ଆଜି ମକର ସଂକ୍ରାନ୍ତି ପାଇଁ ଘୃତ୍ୟ କମଳ ଲାଗି ହୋଇଥାଏ। କିନ୍ତୁ ପୁନର୍ବାର ବଡୁ ସେବାୟତ ଏକୁଟିଆ ଏହି ନୀତିକୁ ନିଜେ କରିବାକୁ ଦାବି କରିଥିଲେ । ହେଲେ ପୂଜାପଣ୍ଡା ନିଯୋଗ ବିରୋଧ କରିବାରୁ ନୀତିରେ ସହଯୋଗ କରି ନଥିଲେ। ଏଥିପାଇଁ ମହାପ୍ରଭୁ ମକର ମଣ୍ଡପରେ ଗତକାଲି ସନ୍ଧ୍ୟାରୁ ବସି ରହିଛନ୍ତି ।…
ଓଡ଼ିଶାବାସୀଙ୍କୁ ନ୍ୟାୟ ମିଳିଲା : ମୁଖ୍ୟମନ୍ତ୍ରୀ
ମୋଦି ସରକାର ଆସିବାର ଦଶ ବର୍ଷ ପରେ ଓଡ଼ିଶାବାସୀଙ୍କୁ ନ୍ୟାୟ ମିଳିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୮ରୁ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା ଲାଗୁ କରିଥିଲେ। ହେଲେ ଓଡ଼ିଶାରେ ପୂର୍ବ ସରକାର ତାକୁ ଲାଗୁ କରିନଥିଲେ।
ଚୁକ୍ତିନାମା ସ୍ବାକ୍ଷରିତ ହେବା…
ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲ ରେ ଛାତ୍ରୀଙ୍କ ଆତ୍ମହତ୍ୟା
ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲ ରେ ଛାତ୍ରୀଙ୍କ ଆତ୍ମହତ୍ୟା । +୨ ଦ୍ୱିତୀୟ ବର୍ଷର ଛାତ୍ରୀ । ଉତ୍କଳିକା ସ୍ୱାଇଁ। କେନ୍ଦ୍ରାପଡ଼ା ଜିଲ୍ଲାର ୩ ଜଣିଆ ରୁମ୍ ହଷ୍ଟେଲରେ ରୁହନ୍ତି । କେହି ନଥିବା ବେଳେ ବେକରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଛନ୍ତି । ସୁଚନା ଅନୁଯାୟୀ ଗତକାଲି ରାତିରେ…
ଆଜିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ଖୋଲା ରହିବ ରାଜଭବନ ଉଦ୍ୟାନ
ରାଜଭବନ ଉଦ୍ୟାନ ଆଜିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପରିଦର୍ଶନ ପାଇଁ ଖୋଲା ରହିବ। କେବଳ ମୋବାଇଲ ଆପ୍ ପଞ୍ଜୀକରଣ ମାଧ୍ୟମରେ ସର୍ବସାଧାରଣଙ୍କ ପ୍ରବେଶ ପାଇଁ ଅନୁମତି ଦିଆଯିବ ଏବଂ ରାଜଭବନ ଉଦ୍ୟାନ ପରିଦର୍ଶନ ପାଇଁ କୌଣସି ପ୍ରବେଶ ଶୁଳ୍କ ଦେବାକୁ ପଡ଼ିବ ନାହିଁ। ଏଥିନିମନ୍ତେ ପ୍ଲେ…