Browsing Category

Odisha

All about all odisha state news updates

ପୁରୀରେ ବାଗେଶର ବାବାଙ୍କ ପକ୍ଷରୁ ପ୍ରବଚନ କାର୍ଯ୍ୟକ୍ରମ

ଶ୍ରୀ ବାଗେଶର ଜନ ସେବା ସେମିତି ଆନୁକୁଲ୍ୟରେ ଲାଇଟ ହାଉସ ସ୍ଥିତ ଏକ ହୋଟେଲ ପରିସରରେ ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ପକ୍ଷରୁ ପ୍ରବଚନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି ପ୍ରବଚନ ଆଜି ବି ଜାରି ରହିଛି। ଏହା ଗତ ୧୦ ତାରିଖ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ବେଳେ ୧୫ ତାରିଖ…

ମହାକୁମ୍ଭ ଉପଲକ୍ଷେ ଓଡ଼ିଶାରୁ ପ୍ରୟାଗରାଜକୁ ଗଡ଼ିଲା ସ୍ଵତନ୍ତ୍ର ବସ

ଓଡ଼ିଶାର ବିଭିନ୍ନ ଜିଲାରୁ ପ୍ରୟାଗରାଜକୁ ସ୍ବତନ୍ତ୍ର ବସ ଗଡିଛି। ଭିଡିଓ କନଫରେନ୍ସିଂ ଜରିଆରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭାରମ୍ଭ କରିଛନ୍ତି। ମହାକୁମ୍ଭ ଉପଲକ୍ଷେ ଏହି ବସ୍‌ ସେବା ଆରମ୍ଭ କରାଯାଇଛି। ପୁରୀ-ଅଯୋଧ୍ୟା, ବ୍ରହ୍ମପୁର- ଅଯୋଧ୍ୟାକୁ ଏହି ସ୍ବତନ୍ତ୍ର ବସ ସେବା ଆରମ୍ଭ…

ପୁରୀରେ ମହାପ୍ରଭୁଙ୍କ ଦର୍ଶନ କଲେ ବାଗେଶ୍ୱର ବାବା

ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ ବାଗେଶ୍ୱର ଧାମର ବାବା ଧୀରେନ୍ଦ୍ର କ୍ରୀଷ୍ନା ଶାସ୍ତ୍ରୀ । କଡା ସୁରକ୍ଷା ମଧ୍ୟରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିରକୁ ଯିବା ପୂର୍ବରୁ ବ୍ୟାରିକେଡରେ ଅପେକ୍ଷା କରିଥିବା ଭକ୍ତଙ୍କୁ ଅଭିବାଦନ ଜଣାଇଥିଲେ ବାବା ।…

ଭୁଲ୍‌ରେ ସୁଭଦ୍ରା ଯୋଜନରୁ ବାଦ୍‌ ପଡ଼ିଥିବା ୮ ହଜାର ମହିଳା ପୁଣି ହେଲେ ସାମିଲ

ଭୁଲରେ ବାଦ୍‌ ପଡ଼ିଥିବା ମହିଳାମାନେ ‘ସୁଭଦ୍ରା’ ଯୋଜନା ସହିତ ପୁଣି ଯୋଡ଼ି ହୋଇପାରିବେ। ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ବିଭାଗ ପକ୍ଷରୁ କୁହାଯାଇଛି ଯେ, ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବା ସୁବିଧା ଉପଲବ୍ଧ କରାଯାଇଛି। ଏହାଦ୍ୱାରା ଯେଉଁମାନେ ଭୁଲରେ ନାମ…

 ତାମିଲନାଡ଼ୁରେ 2 ଓଡ଼ିଆ ଦାଦନଙ୍କୁ ହତ୍ୟା

ତାମିଲନାଡ଼ୁରେ 2 ଦାଦନଙ୍କୁ ହତ୍ୟା କରାଯାଇଛି। ତାମିଲନାଡ଼ୁକୁ ଦାଦନ ଖଟିବାକୁ ଯାଇ 2 ଯୁବକଙ୍କ ମୃତ୍ୟୁ ହୋଇଛି ।ଚେନ୍ନାଇ ସେଣ୍ଟ୍ରାଲ ନିକଟ ପେରାମ୍ବର ଷ୍ଟେସନରୁ ମୃତଦେହକୁ ଉଦ୍ଧାର କରିଛି ପୋଲିସ ।2 ମୃତଦେହ ଉଦ୍ଧାର ନେଇ ସୂଚନା ଦେଲା ତାମିଲନାଡ଼ୁ ପୋଲିସ ।  2 ମୃତକ ହାତୀଶାଲପଡ଼ାର ଉମେଶ…

ସହଦେବ ନାୟକଙ୍କ ୨ ପିଲାଙ୍କ ପଢିବା ଦାୟିତ୍ୱ ନେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ରାଜଧାନୀରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ରସୁଲଗଡ ହତ୍ୟା ଘଟଣା । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିଲେ ସହଦେବଙ୍କ ପରିବାର । ନବୀନ ପଟ୍ଟନାୟକ ସହଦେବଙ୍କ ପରିବାରର ଦୁଃଖ ଶୁଣିବା ସହ ସହଦେବଙ୍କ ପରିବାରକୁ ସହାୟତା ପ୍ରଦାନ କରିଛନ୍ତି । ନବୀନ ପଟ୍ଟନାୟକ ସହଦେବଙ୍କ…

ବାଲି ଚୋରି ରୋକିବେ ସରକାର

ବାଲି ମାଫିଆଙ୍କ ଦୌରାତ୍ମ୍ୟକୁ ରୋକିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ଏନେଇ ପୂର୍ବ ସରକାରଙ୍କୁ ଦୋଷ ଦେବା ସହ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ପୂର୍ବରୁ ବାଲି ରାଜସ୍ୱ ବିଭାଗରେ ଥିଲା। ହେଲେ କାହିଁକି ବାଲିକୁ ଅଲଗା କରି ଖଣି ବିଭାଗକୁ ଦେଲେ ପୂର୍ବତନ ସରକାର…

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ । ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ । ଆସନ୍ତାକାଲି ସନ୍ଧ୍ୟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପ୍ରଦର୍ଶନୀକୁ ଦେଖିପାରିବେ । ଏହା ସାଧାରଣ ଲୋକ ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ସମ୍ପୂର୍ଣ୍ଣ ଦେୟମୁକ୍ତ । ସାଂସ୍କୃତିକ…

ଅଜିଠୁ ଶୀତ କମିବ, ୧୬ ତାରିଖରୁ ପୁଣି ବଢିବ

ଭୁବନେଶ୍ବର ଓ କଟକର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି। ୧୦୦ ମିଟର ଆଗକୁ ରାସ୍ତା ଦେଖାଯାଉନି। ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଗଞ୍ଜାମ, ଗଜପତି, କଳାହାଣ୍ଡି ସମେତ ୬ ଜିଲାକୁ କୁହୁଡ଼ି ପାଇଁ ଆଲର୍ଟ ଜାରି କରାଯାଇଛି। ରାଜ୍ୟରେ ଗତ କିଛିଦିନ ହେଲା ଶୀତ ଲହରି ଜାରି…

ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

ତିନି ଦିନ ଧରି ଚାଳିଥିବା ପ୍ରବାସୀ ଭାରତୀୟ ଦିବସର ଶୁକ୍ରବାର ଉଦ୍‌ଯାପନୀ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିଛନ୍ତି। ୨୪ଟି ଦେଶର ୨୭ ବିଶିଷ୍ଟ ପ୍ରବାସୀଙ୍କୁ ରାଷ୍ଟ୍ରପତି ସମ୍ମାନିତ କରିଛନ୍ତି। ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ପାଇଁ…