Trending
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
Browsing Category
Odisha
All about all odisha state news updates
ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
ବାତ୍ୟା ‘ମୋନ୍ଥା’ର ଗତି ଏବଂ ଅବସ୍ଥିତି ସଂପର୍କରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୋନ୍ଥା ଗତ ୬ ଘଣ୍ଟାରେ ୧୫ କିଲୋମିଟର ପ୍ରତିଘଣ୍ଟା ବେଗରେ ଗତି କରି ଆଜି ସକାଳ ୫.୩୦ ରେ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ବର୍ତ୍ତମାନ…
ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ସ୍କୁଲ ସହ ଅଙ୍ଗନଓ୍ବାଡ଼ି କେନ୍ଦ୍ର ୨୮, ୨୯ରେ ଛୁଟି ନେଇ ସୋମବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ଦକ୍ଷିଣ ଓଡ଼ିଶାର ୮ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…
ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ଦକ୍ଷିଣ ଓଡ଼ିଶାର ୮ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଆସନ୍ତାକାଲିଠୁ ୩୦ ଯାଏ ୮ ଜିଲାରେ ସ୍କୁଲ ବନ୍ଦ ରହିବ। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ,…
ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି। ସୋମବାର ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି। ସେପଟେ ଏହାକୁ ମୁକାବିଲା କରିବା ପାଇଁ ଦାରିଙ୍ଗବାଡ଼ି ଅଗ୍ନିଶମ ବିଭାଗ ପ୍ରସ୍ତୁତ ହୋଇଛି ଭୂସ୍ଖଳନ ହେଉ କି ଗଛ ଉପୁଡିବା କିମ୍ବା ବିଦ୍ୟୁତ ଖୁଣ୍ଟ…
ନୂଆପଡ଼ାରେ ତିନି ପ୍ରମୁଖ ରାଜନୈତିକ ଦଳଙ୍କ ଫୋକସରେ ଚାଷୀ, ମହିଳା
ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ । ୩ ପ୍ରମୁଖ ରାଜନୈତିକ ଦଳ ଏହି ଉପନିର୍ବାଚନ ଜିତିବାକୁ ମାରାଥନ ଉଦ୍ୟମ କରୁଛନ୍ତି । ମଇଦାନକୁ ଓହ୍ଲାଇ ପ୍ରାର୍ଥୀମାନେ ଜୋରଦାର ପ୍ରଚାର କରୁଛନ୍ତି । ତେବେ ନୂଆପଡା ନିର୍ବାଚନରେ ଏଥର ଚାଷୀ, ମହିଳା, ଆଦିବାସୀ ଭୋଟକୁ ନେଇ ରଣନୀତି ଆରମ୍ଭ ହୋଇଛି…
ରାତାରାତି ବଢିଗଲା ଆଳୁ-ପିଆଜ ଦର
ଆପଣଙ୍କ ଆଡ଼େ ଆଳୁ କେତେ? ଏହି ପ୍ରଶ୍ନ ଏବେ ସମସ୍ତେ ପଚାରୁଛନ୍ତି । ଗୋଟିଏ ପଟେ ବାତ୍ୟା ଭୟ ଘାରୁଥିବା ବେଳେ ଅନ୍ୟପଟେ ଆଳୁର ଅଭାବ ଗ୍ରାହକଙ୍କୁ ବୋଝ ହେବ । କେବଳ ସେତିକି ନୁହେଁ, ରବିବାର କିଛି ହାଟରେ ଆଳୁ କିଲୋ ପ୍ରତି ୨୫ ଟଙ୍କା ଓ ପିଆଜ ୩୦ ଟଙ୍କାରେ ବିକ୍ରି ହୋଇଛି । ଦିନକପୂର୍ବରୁ ଯେଉଁ…
ମଙ୍ଗଳବାର ସ୍ଥଳଭାଗ ମୁହାଁଇବ ‘ମନ୍ଥା’
ବଙ୍ଗୋପସାଗରରେ ଗଭୀର ଅବପାତ କେନ୍ଦ୍ରୀଭୂତ ହେଉଛି। ସମୁଦ୍ରରୁ ବଳ ଗୋଟାଇବା ସହିତ ସୋମବାର ସକାଳ ସୁଦ୍ଧା ଆହୁରି ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ। ପରେ ସମୁଦ୍ର ଭିତେର ଅଧିକ ବଳ ଗୋଟାଇ ଭୀଷଣ ବାତ୍ୟା ରୂପନେଇ ସ୍ଥଳଭାଗ ମୁହାଁଇବ ‘ମନ୍ଥା’। ଆନ୍ଧ୍ରପ୍ରଦେଶର ମଛଲିପଟନମ୍ ଓ…
ଆଜି ରାତି ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବ ‘ମୋନ୍ଥା’
ବଙ୍ଗୋପସାଗରରେ ଆସୁଥିବା ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ? ଓଡ଼ିଶାରେ ଏହାର ପ୍ରଭାବ କଣ ପଡିବ? କେଉଁ କେଉଁ ଜିଲ୍ଲାରେ କେତେ ବର୍ଷା ହେବ? ଏହାକୁ ନେଇ ଲୋକେ ଭୟଭୀତ ହୋଇପଡିଥିବାବେଳେ ସ୍ପଷ୍ଟ ହୋଇଛି ବାତ୍ୟାର ଗତିପଥ । ସ୍ପଷ୍ଟ ହୋଇଛି କେଉଁଠି ଛୁଇଁବ ସ୍ଥଳଭାଗ ।ଅଶାନ୍ତ ହୋଇଛି ବଂଗୋପସାଗର।…
ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ ର ଗତିପଥ ,ଓଡ଼ିଶାର ୧୫ଟି ଜିଲା ଉପରେ ବାତ୍ୟାର ପ୍ରକୋପ
ସ୍ପଷ୍ଟ ହୋଇଛି ବାତ୍ୟା ‘ମୋନ୍ଥା’ର ଗତିପଥ। ଆଉ ୨୪ଘଣ୍ଟା ଭିତରେ ଭୟଙ୍କର ରୂପ ଧାରଣ କରିବ। ୨୮ ତାରିଖ ମଙ୍ଗଳବାର ସଂଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୯୦/୧୦୦ କି.ମି.…
ସମ୍ଭାବ୍ୟ ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତ ଜିଲ୍ଲା ପ୍ରଶାସନ, ଆସନ୍ତା କାଲି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ…
ସମ୍ଭାବ୍ୟ ବାତ୍ୟା ମୋନ୍ଥାର ମୁକାବିଲା ପାଇଁ ପ୍ରସ୍ତୁତ ଜିଲ୍ଲା ପ୍ରଶାସନ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୁଚନା ଦେଇଛନ୍ତି ଗଜପତି ଜିଲ୍ଲାପାଳ ମଧୁମିତା। ଆନ୍ଧ୍ର ପ୍ରଦେଶର ମଛିଲିପାଟଣା ନିକଟରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଯାହାର ପ୍ରଭାବ ପଡିବା ନେଇ ଗଜପତି…