Trending
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
Browsing Category
Odisha
All about all odisha state news updates
ଆସନ୍ତାକାଲିଠୁ ବୁଲିପାରିବେ ପ୍ରବାସୀ ଭାରତୀୟ ସମ୍ମେଳନ ପ୍ରଦର୍ଶନୀ
ଅଷ୍ଟାଦଶ ପ୍ରବାସୀ ଭାରତୀୟ ସମ୍ମେଳନ ସରିବା ପରେ ସାଧାରଣ ଲୋକଙ୍କ ପାଇଁ ପ୍ରଦର୍ଶନ ଆଗାମୀ ୧୨ ତାରିଖ ପର୍ଯ୍ୟନ୍ତ ଖୋଲା ରଖାଯାଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଣମାଧ୍ୟମକୁ ଏହି ସୂଚନା ପ୍ରଦାନ କରିଛନ୍ତି। ପ୍ରଦର୍ଶନୀ ବୁଲିବା ପାଇଁ କୌଣସି ଅର୍ଥ ଦେବାକୁ ପଡ଼ିବ ନାହିଁ।…
ଭିଜିଲାନ୍ସ ଜାଲରେ ଏ ଆର ଆଇ କୈଳାସ ଚନ୍ଦ୍ର ବେହେରା
୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଖୋର୍ଦ୍ଧା ଜିଲ୍ଲା ସୋରଣ ରାଜସ୍ୱ ସର୍କଲର ଏଆରଆଇ କୈଳାସ ଚନ୍ଦ୍ର ବେହେରାଙ୍କୁ ଧରିଲା ଭିଜିଲାନ୍ସ। ଭୂମିହୀନ ଗରିବ ଲୋକଙ୍କୁ ଜାଗା ପ୍ରଦାନ ପାଇଁ ଲାଞ୍ଚ ନେଉଥିଲେ କୈଳାସ ।ବସୁନ୍ଧରା ଯୋଜନାରେ ଜାଗା ପ୍ରଦାନ ପାଇଁ ଲାଞ୍ଚ ନେଉଥିଲେ । ୨୦ ହଜାର ଲାଞ୍ଚ…
ନୋଟିସ ଦେଇ ବିଶାଲ ଦାସଙ୍କୁ ଛାଡ଼ିଲା ଛତିଶଗଡ଼ ପୋଲିସ
ନୋଟିସ ଦେଇ ବିଶାଲ ଦାସଙ୍କୁ ଛାଡ଼ିଲା ଛତିଶଗଡ଼ ସରେଇପାଲି ଥାନା ପୋଲିସ । ଗତକାଲି ରାତିରେ ବିଶାଲଙ୍କ ସମେତ ୧୪ଜଣଙ୍କୁ ଅଟକ ରଖିବା ପରେ ଆଜି ମାମଲା ରୁଜୁ ହୋଇଥିଲା । କିରିମିରା ବ୍ଲକର କିଛି ପଞ୍ଚାୟତ ସମିତି ଥାନରେ ଅଟକ ରହିବାରୁ ସ୍ଥଗିତ ରହିଛି କିରିମିରା ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ…
ଆପଣମାନଙ୍କ ପାଇଁ ଭାରତବାସୀ ଗର୍ବିତ
ଆପଣମାନଙ୍କ ପାଇଁ ଭାରତବାସୀ ଗର୍ବିତ ନୁହଁନ୍ତି। ବରଂ ନିୟୁତ ନିୟୁତ ଲୋକ ଆପଣମାନଙ୍କୁ ଆଦର୍ଶ ମାନୁଛନ୍ତି। ବିକଶିତ ଭାରତ ନିର୍ମାଣରେ ଆପଣମାନଙ୍କ ସହଯୋଗ ଜରୁରୀ। ଭାରତ ସରକାର ଏନ୍ଆରଆଇମାନଙ୍କ ପାଇଁ ବହୁତ ଯୋଜନା କରିଛନ୍ତି।
ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ଉଦ୍ଯାପନୀ ଦିବସରେ…
ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖିଛି ପୁଲିସ
ସ୍ୱର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସ ଅଟକ । ବିଶାଲଙ୍କୁ ଅଟକ ରଖିଛି ଛତିଶଗଡ ପୋଲିସ । ରାତି ୨ ରୁ ପୋଲିସ ଅଟକ ରଖିଥିବା ନିଜେ ଭିଡ଼ିଓ କରି ସୂଚନା ଦେଇଛନ୍ତି ବିଶାଲ। ବିଶାଲଙ୍କ ସମେତ କିଛି ସରପଞ୍ଚ ଓ ସମିତିସଭ୍ୟଙ୍କୁ ମଧ୍ୟ ପୋଲିସ ଅଟକ ରଖିଥିବା ଜଣାପଡିଛି । ଆଉ କିଛି ସମର୍ଥକ ବି ଅଟକ…
ପୁଣି ବିଜୟ ହାସଲ କଲା କଳିଙ୍ଗ ଲାନ୍ସର୍ସ
ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମ୍ରେ ଚାଲିଥିବା ହକି ଇଣ୍ଡିଆ ଲିଗ୍ରେ ଓଡ଼ିଶାର ଦଳ ବେଦାନ୍ତ କଳିଙ୍ଗ ଲାନ୍ସର୍ସ ଦ୍ବିତୀୟ ବିଜୟ ପାଇଛି। ଗୁରୁବାର ନିଜର ପଞ୍ଚମ ମ୍ୟାଚ୍ରେ ଏହି ଘରୋଇ ଦଳ ୨-୧ ଗୋଲ୍ରେ ଓଡ଼ିଆ ଶିଳ୍ପପତି ତାରିଣୀ ପ୍ରସାଦ ମହାନ୍ତିଙ୍କ ମାଲିକାନାରେ ଥିବା ଟିମ୍…
ଜାନୁଆରୀ ୧୩ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଆସନ୍ତା ଜାନୁଆରୀ ୧୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ ୧୩ ତାରିଖରେ ଭୁବନେଶ୍ୱର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ…
ଓଡ଼ିଶାରେ ହେବ ଅଲିମ୍ପିକ୍ସ ହକି
ଭାରତ ୨୦୩୬ ଅଲିମ୍ପିକ୍ସ ପାଇଁ ବିଡ୍ ଦାଖଲ କରିବା ଲାଗି ପ୍ରସ୍ତୁତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ମଧ୍ୟ ଏନେଇ ତାଙ୍କର ଆଗ୍ରହ ପ୍ରକାଶ କରିଛନ୍ତି। ଏକ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁସାରେ ବିଡ୍ରେ ଅହମଦାବାଦକୁ ଆୟୋଜକ ସହର ଉଲ୍ଲେଖ କରାଯାଇଛି।…
ପ୍ରବାସୀ ଭାରତୀୟ ଦିବସରେ ଉଦଦ୍ବୋଧନ ଦେଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍ଘାଟନ କରିଛନ୍ତି। ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ମୋଦି ଏହି ଦିବସର ଶୁଭାରମ୍ଭ କରିଛନ୍ତି। ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟପାଳ ହରିବାବୁ କମ୍ଭମ୍ପତି ସ୍ବାଗତ…
ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦରରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ବିମାନବନ୍ଦରରୁ କଡ଼ା ସୁରକ୍ଷା ମଧ୍ୟରେ ରାଷ୍ଟ୍ରପତିଙ୍କ କାରକେଡ…