Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
Odisha
All about all odisha state news updates
ସମ୍ବଲପୁରରେ ହେବ ଓୟୁଏଟିର କ୍ୟାମ୍ପସ
ସମ୍ବଲପୁରରେ ହେବ ଓୟୁଏଟିର ଆଉ ଏକ କ୍ୟାମ୍ପସ। ଏନେଇ କୃଷି ବିଭାଗ ଦାୟିତ୍ୱରେ ଥିବା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଘୋଷଣା କରିଛନ୍ତି। ସେଠାକୁ ଖୁବଶୀଘ୍ର ଏକ ଟିମ୍ ପରିଦର୍ଶନ କରିବାକୁ ଯିବ। ମୟୂରଭଞ୍ଜ, ବ୍ରହ୍ମପୁରରେ ବି କୃଷି କଲେଜ ଖୋଲାଯିବ। ସୋନପୁରରେ ମତ୍ସ୍ୟ ଓ ପଶୁ ସମ୍ପଦ…
ବୁଲା କୁକୁରଙ୍କୁ ମାଂସ ଦିଆଯିବ ନାହିଁ
ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ବୁଲା କୁକୁରଙ୍କ ଗଣନା କରିବ। ବିଭାଗ ପକ୍ଷରୁ ବୁଲା କୁକୁରଙ୍କ ବନ୍ଧ୍ୟାକରଣ, ଗଣନା ଏବଂ ଟୀକାକାରଣ କରାଯିବ। ବନ୍ଧ୍ୟାକରଣ ପରେ କୁକୁରଙ୍କୁ ଅଣାଯାଇଥିବା ସ୍ଥାନରେ ଛାଡି ଦିଆଯିବ। ଯେଉଁମାନେ ହିଂସ୍ର ଓ ଜ୍ୱାଳାନ୍ତକ ରୋଗରେ ପୀଡିତ ଥିବେ ସେମାନଙ୍କୁ ଆଶ୍ରୟ…
ହୀରାକୁଦର ୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ
ହୀରାକୁଦର ଜଳଭଣ୍ଡାରର ମୋଟ ୪ଟି ଗେଟ୍ ଖୋଲାଯାଇଛି। ଡ୍ୟାମର ବାମପଟର ୩ଟି ଏବଂ ଡାହାଣ ପଟର ଗୋଟିଏ ଗେଟ୍ ଖୋଲିଛି। ଉପର ମୁଣ୍ଡରୁ ଅଧିକ ପରିମାଣରେ ବନ୍ୟାଜଳ ପ୍ରବେଶ କରୁଥିବାରୁ ଆଜି ପୁଣି ଖୋଲିଛି ହୀରାକୁଦ ଗେଟ। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାର ଜଳସ୍ତର ୬୨୦.୧୦ ଫୁଟରେ ପହଞ୍ଚିଛି। ଜଳଭଣ୍ଡାର…
ବୁଲା କୁକୁରଙ୍କୁ ଆଉ ବଳକା ମାଂସ ଦିଆଯିବନି
କୁକୁରମାନଙ୍କୁ ନେଇ ସୁପ୍ରିମ କୋର୍ଟଙ୍କ ସଂଶୋଧିତ ରାୟ ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ମତ୍ସ୍ୟ ପ୍ରାଣୀ ଓ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ପ୍ରତିକ୍ରିୟା ଆସିଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ବିଭାଗ କଡାକଡି ପାଳନ କରିବ ବୋଲି ସେ କହିଛନ୍ତି।
ସେ କହିଛନ୍ତି…
ବଦଳିଲେ ୮ ଜିଲ୍ଲା ଏସ୍ପି
ଆଇପିଏସ୍ ସ୍ତରରେ ଆଜି ବଡ଼ଧରଣର ଅଦଳବଦଳ ହୋଇଛି। ଏସ୍ଏଫ୍ଏସ୍ଏଲ୍ ନିର୍ଦ୍ଦେଶକଙ୍କଠାରୁ ଆରମ୍ଭ କରି ରେଞ୍ଜ୍ ଡିଆଇଜି, ଏସ୍ପି ପର୍ଯ୍ୟନ୍ତ ୧୮ ଜଣ ବରିଷ୍ଠ ଅଧିକାରୀଙ୍କୁ ବଦଳି କରାଯାଇଛି। ଦୁଇ ରେଞ୍ଜ ଓ ୮ ଜିଲ୍ଲା ଏସ୍ପିଙ୍କର ପରିବର୍ତ୍ତନ କରାଯାଇଛି। ଏ ନେଇ ଗୁରୁବାର ରାଜ୍ୟ ଗୃହ…
୧୮ରୁ ବିଧାନସଭାର ମୌସୁମୀ ଅଧିବେଶନ
ସେପ୍ଟେମ୍ବର ୧୮ରେ ମୌସୁମୀ ଅଧିବେଶନ । ୭ଟି କାର୍ଯ୍ୟଦିବସରେ ଆସିବ ବିଲ ଓ ଉଠିବ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ । ନାରୀ ନିର୍ଯାତନା, ଚାଷୀ ଓ ରାଜ୍ୟ ସ୍ବାର୍ଥ ପ୍ରସଙ୍ଗ ବିଜେଡିର ଅସ୍ତ୍ର । ଅନାସ୍ଥା ଆଣି ସରକାରଙ୍କୁ ଘେରିବ କଂଗ୍ରେସ ।
ସ୍ବଳ୍ପକାଳୀନ ଅଧିବେଶନରେ ସରକାରଙ୍କୁ ଘେରିବାକୁ…
୧୮ ଆଇପିଏସଙ୍କୁ ବଦଳି
୧୮ ଆଇପିଏସଙ୍କୁ ବଦଳି କରିଛନ୍ତି ସରକାର। ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସନ୍ତୋଷ ବାଲାଙ୍କୁ ଏସଏଫଏସଏଲଙ୍କୁ ନିର୍ଦ୍ଦେଶକ ଦାୟିତ୍ଵ ଦିଆଯାଇଛି। ଏସ୍ ପ୍ରବୀଣ କୁମାରଙ୍କୁ ଆଇଜି ପୋଲିସ ପ୍ରୋଭିଜନିଂ ଦାୟିତ୍ଵ ଦିଆଯାଇଛି ।
ସତୀଶ କୁମାର ହେଲେ ସ୍ପେଶାଲ ଆର୍ମଡ୍…
୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବେ ରାଜ୍ୟ ସରକାର
ରାଜ୍ୟରେ ପ୍ରାୟ ୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରାଯିବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଘୋଷଣା କରିଛନ୍ତି। ଦିଲ୍ଲୀ ଗସ୍ତ ବେଳେ ସେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କୁ ଭେଟି ଏହି ଦାବି ଉଠାଇଛନ୍ତି।
ମନ୍ତ୍ରୀ ପୂଜାରୀ କହିଛନ୍ତି ଯେ, ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳରେ…
ଚଳନ୍ତା ଆମ ବସ୍ରେ ଲାଗିଲା ନିଆଁ
ଖୋର୍ଦ୍ଧା ନିକଟସ୍ଥ ଗଡଖୋର୍ଦ୍ଧା ଛକରେ ଏକ ଚଳନ୍ତା ଆମ ବସରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଓଡ଼ିଶା ରାଜ୍ୟ ପରିବହନ ନିଗମର ଏକ ବସ (ଓଡି-୩୩, ୟୁ-୭୩୪୯) ଜଗତପୁରରୁ ଖୋର୍ଦ୍ଧା ଅଭିମୁଖେ ଆସୁଥିବା ବେଳେ ଗଡଖୋର୍ଦ୍ଧା ଛକ ନିକଟରେ ହଠାତ୍ ବସର ଇଞ୍ଜିନରୁ ଧୂଆଁ ବାହାରିବା ସହ ନିଆଁ ଲାଗିଯାଇଥିଲା।…
ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ
ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ । ଡିହାଇଡ୍ରେସନ ଯୋଗୁଁ ସେ କିଛିଦିନ ତଳେ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଆଡ଼ମିଶନ ହୋଇଥିଲେ । ଏବେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ସେ ଫେରିଛନ୍ତି । ତାଙ୍କୁ ମେଡିକାଲରୁ ଆଣିବାକୁ ବିଜେଡିର କିଛି ବିଧାୟକ ଓ ସମର୍ଥକ ହସ୍ପିଟାଲ…