Browsing Category

Odisha

All about all odisha state news updates

ଆସନ୍ତା ମାସରୁ ‘ଆୟୁଷ୍ମାନ ଭାରତ’ ଯୋଜନା ହେବ ଲାଗୁ

ରାଜ୍ୟରେ ଆସନ୍ତା ଫେବୃୟାରୀ ମାସରୁ ‘ଆୟୁଷ୍ମାନ ଭାରତ’ ଯୋଜନାକୁ ଲାଗୁ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧିକାରୀମାନେ ଏହାକୁ ଲାଗୁ କରିବାକୁ ନେଇ ଥିବା ପ୍ରତିବନ୍ଧକକୁ ଦୂର କରିବା ପରେ ଆସନ୍ତା ସପ୍ତାହରେ ନୂଆଦିଲ୍ଲୀରେ ଏଥିପାଇଁ ଏମଓୟୁ…

୨୦ରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତଙ୍କୁ ଯେପରି ସମସ୍ୟା ନ ହେବ ସେଥିଲାଗି ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୦ ତାରିଖରୁ ନାଟମଣ୍ଡପ ପରିସରରେ ଧାଡ଼ିଦର୍ଶନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି। ସେହିପରି ଏଏସ୍‌ଆଇ ପକ୍ଷରୁ ରତ୍ନଭଣ୍ଡାର…

ଆଜି ୨ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ବିଶାଖାପାଟଣାର ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ୍‌ ହାଇଡ୍ରୋଜେନ୍‌ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସାରେ ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱରଠାରେ ପହଞ୍ଚିଛନ୍ତି। ଏହି ସମୟରେ ତାଙ୍କୁ ସ୍ବାଗତକରିବା ପାଇଁ ବିମାନବନ୍ଦର ଠାରେ…

ମକର ସଂକ୍ରାନ୍ତି ପାଇଁ ସ୍କୁଲ-କଲେଜ ଛୁଟି ଘୋଷଣା କଲେ ମୋହନ ମାଝି

କଲେଜ ଓ ସ୍କୁଲ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଛୁଟି ଘୋଷଣା କରିଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ, ଜାନୁୟାରୀ ୧୧ ରୁ ୧୬ ପର୍ଯ୍ୟନ୍ତ କଲେଜଗୁଡ଼ିକରେ ମୋଟ ଛଅ ଦିନ ଛୁଟି ରହିବ। ସେହିପରି ସ୍କୁଲଗୁଡିକ ଜାନୁଆରୀ ୧୧ ରୁ ୧୭ ପର୍ଯ୍ୟନ୍ତ ସାତ ଦିନ ପାଇଁ ଛୁଟି ରହିବ। ମକର ସଂକ୍ରାନ୍ତି ଦକ୍ଷିଣ…

ପ୍ରଦୀପ ପାଣିଗ୍ରାହୀଙ୍କୁ ନିର୍ଦ୍ଦୋଷ ଘୋଷଣା କଲେ ବ୍ରହ୍ମପୁର JMFC ରୁରାଲ କୋର୍ଟ

ଟାଟାରେ ଚାକିରି ନାଁରେ ଠକେଇ ଅଭିଯୋଗ ମାମଲାରେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି । ଗତକାଲି ୨ଟି ଓ ଆଜି ୩ଟି ମାମଲାରୁ ପ୍ରଦୀପଙ୍କୁ ବ୍ରହ୍ମପୁର JMFC ରୁରାଲ କୋର୍ଟ ଦୋଷମୁକ୍ତ କରିଛନ୍ତି।

ଖଣି ବ୍ୟବସାୟୀଙ୍କ ଘରେ ଇଡି ରେଡ୍

ଖଣି ବ୍ୟବସାୟୀଙ୍କ ଘରେ ଇଡି ରେଡ୍। ଖଣି ବ୍ୟବସାୟୀ ରତ୍ନାକର ନାୟକ (ଝୁଲୁ)ଙ୍କ ଘରେ ଇଡ଼ି ଚଢାଉ କରିଛି। ଏକକାଳୀନ ଅନେକ ସ୍ଥାନରେ ରେଡ୍ ଚାଲିଛି। ଭୁବନେଶ୍ଵର ଚନ୍ଦ୍ରଶେଖରପୁର ଠାରେ ଥିବା ଘର, ଢେଙ୍କାନାଳ, ଭୁବନେଶ୍ଵରରେ ଥିବା ଅଫିସ, ବ୍ୟବସାୟ ପ୍ରତିଷ୍ଠାନରେ ଇଡି ଚଢାଉ କରିଛି।…

୨ ବିଜେପି ନେତାଙ୍କୁ ଗାଡ଼ି ଚଢାଇ ହତ୍ୟା ଘଟଣାରେ ରିମାଣ୍ଡରେ ଆସିବ ଅଭିଯୁକ୍ତ

ସମ୍ବଲପୁରରେ ୨ ବିଜେପି ନେତାଙ୍କୁ ଗାଡ଼ି ଚଢାଇ ହତ୍ୟା ଘଟଣାରେ ରିମାଣ୍ଡରେ ଆସିବ ଅଭିଯୁକ୍ତ । ଗିରଫ ଅଭିଯୁକ୍ତ ଡ୍ରାଇଭର ପ୍ରସନ୍ନ ଜେନାମଣି ବାରମ୍ବାର ନିଜ ବୟାନ ବଦଳାଉଥିବା ବେଳେ, ସତ ଆଦାୟ କରିବାକୁ ୭ ଦିନିଆ ରିମାଣ୍ଡ ପାଇଁ କୋର୍ଟରେ ଆବେଦନ କରିଥିଲା ବୁର୍ଲା ପୋଲିସ । ତେବେ ୩ ଦିନ…

ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ବଡ଼ଧରଣର ନକ୍ସଲ ହମଲାରେ ୮ଯବାନ ସହିଦ

ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ବଡ଼ଧରଣର ନକ୍ସଲ ହମଲା ପରେ ସର୍ଚ୍ଚ ଅପରେସନ ଜୋରଦାର। ଆଣ୍ଟି ନକ୍ସଲ ଅପରେସନ ସାରି ଫେରୁଥିବା ବେଳେ ଡିଆରଜି ଯବାନଙ୍କ ଗାଡ଼ିକୁ ଆଇଇଡି ବ୍ଲାଷ୍ଟ କରି ଉଡ଼ାଇ ଦେଇଥିଲେ ମାଓବାଦୀ । ବିସ୍ଫୋରଣରେ ୮ଜଣ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ ସହିଦ ଓ ଜଣେ ଡ୍ରାଇଭର…

ଓଡ଼ିଶା ଭାରତୀୟ ଖୋ ଖୋ ଦଳ ପାଇଁ ୧୫ କୋଟି ଟଙ୍କା ପ୍ରାୟୋଜକ

ସ୍ବଦେଶୀ କ୍ରୀଡ଼ାକୁ ପ୍ରୋତ୍ସାହିତ ଦେବା ଲାଗି ଭାରତୀୟ ଜାତୀୟ ଖୋ ଖୋ ଟିମ୍‌ ପାଇଁ ଓଡ଼ିଶା ୩ ବର୍ଷ ସକାଶେ ପ୍ରାୟୋଜକ ହୋଇଛି। ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି, ଏ ନେଇ ରାଜ୍ୟ ସରକାର ବାର୍ଷିକ ୫ କୋଟି ଟଙ୍କା ନିବେଶ କରିବେ। ଜାନୁଆରୀ ୨୦୨୫ରୁ ଡିସେମ୍ବର ୨୦୨୭…

ମୋହନ ଚରଣ ମାଝୀଙ୍କ ଜନ୍ମଦିନରେ ଓଡିଶାକୁ ମୋଦୀଙ୍କ ବଡ ଉପହାର

ରାୟଗଡ଼ା ରେଳ ଡିଭିଜନ ହେଡକ୍ୱାର୍ଟର୍ସ ପାଇଁ ଶିଳାନ୍ୟାସ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ୨୦୨୫ ବର୍ଷରେ ଯୋଗାଯୋଗ ଦ୍ରୁତଗତିରେ ହେବ। ବିକଶିତ ଭାରତର ସଂକଳ୍ପ ନେଇ ଆମେ କାର୍ଯ୍ୟ କରୁଛୁ। ୨୦୧୪ ରେ ଅନେକ ସ୍ବପ୍ନ ଦେଖି କାମ ଆରମ୍ଭ କରିଥିଲୁ। ତେଣୁ ଗତ ଏକ ଦଶକ ଭିତରେ ଅନେକ ପରିବର୍ତ୍ତନ…