Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
Odisha
All about all odisha state news updates
ନବୀନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
ନବୀନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ । ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ନରେନ୍ଦ୍ର ମୋଦୀ । ବିଶ୍ରାମ ନେବାକୁ ପରାମର୍ଶ ଦେବା ସହ ଦିଲ୍ଲୀ ଆସିଲେ ଦେଖାହେବ କହିଲେ ପ୍ରଧାନମନ୍ତ୍ରୀ ।
ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା ।…
୬ଥାକିଆ ହେବ ଭୁବନେଶ୍ବର ବାଇପାସ୍ ରୋଡ୍
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍ କମିଟି ବୈଠକରେ ଆଜି ୬ ଲେନ୍ ବିଶିଷ୍ଟ ଭୁବନେଶ୍ୱର ବାଇପାସ୍ ସଡ଼କ ପ୍ରକଳ୍ପକୁ ମଞ୍ଜୁର କରାଯାଇଛି । ୮୩୦୭.୭୪ କୋଟି ଟଙ୍କା ବ୍ୟୟରେ ୧୧୦.୮୭୫ କିଲୋମିଟର ଲମ୍ବ ପ୍ରବେଶ…
ଶ୍ରୀମନ୍ଦିରରେ କାଳୀୟଦଳନ ନୀତି
ଆଜି ଶ୍ରୀମନ୍ଦିରରେ କାଳୀୟଦଳନ ନୀତି ଅନୁଷ୍ଠିତ ହେବ। ପୁରାଣ ଅନୁସାରେ, ଶ୍ରୀକୃଷ୍ଣ ଯମୁନା ନଦୀରେ କାଳୀୟ ସର୍ପକୁ ଦଳନ କରି ନଦୀକୁ ବିଷମୁକ୍ତ କରିଥିଲେ। ଏହି ଲୀଳାର ପ୍ରତିଛବି ସ୍ୱରୂପ ଏହି ନୀତି ଶ୍ରୀମନ୍ଦିରରେ ପାଳନ କରାଯାଏ। ଶ୍ରୀଜିଉଙ୍କୁ ବିଶେଷ ଅଳଙ୍କାରରେ ସଜ୍ଜିତ କରାଯାଇ କାଳୀୟଦଳନ…
ପ୍ରବଳ ବର୍ଷା ସମ୍ଭାବନା
ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଓଡ଼ିଶା ଉପକୂଳ ନିକଟ ସମୁଦ୍ରରେ ଅବପାତରେ ପରିଣତ ହୋଇଛି। ଏହି ଅବପାତ ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୪୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ୯.୬ କିମି…
ଓଡ଼ିଶାରେ ଖୁବଶୀଘ୍ର ଏସଆଇଆର
ବିହାରରେ ନିର୍ବାଚନ କମିସନଙ୍କ ପକ୍ଷରୁ କରାଯାଉଥିବା ଭୋଟର ତାଲିକାର ଏସଆଇଆର ବା ସ୍ବତନ୍ତ୍ର ସଂଶୋଧନ ପ୍ରକ୍ରିୟାକୁ ନେଇ ସାରା ଦେଶରେ ଏବେ ଚର୍ଚ୍ଚା ଲାଗି ରହିଛି । ବିରୋଧୀ ଦଳମାନେ ଏହାକୁ ନେଇ ପ୍ରଶ୍ନ ଉଠାଉଥିବାବେଳେ ନିର୍ବାଚନ କମିସନ କହିଛନ୍ତି ଯେ ଖୁବଶୀଘ୍ର ଓଡ଼ିଶା ସମେତ ଅନ୍ୟ…
ରାଜ୍ୟରେ ବର୍ଷକୁ ୨୦୦୦ କୋଟିର ପ୍ରତିରକ୍ଷା ବ୍ୟବସାୟ ସୁଯୋଗ
ରାଜ୍ୟର ପ୍ରତିରକ୍ଷା ଓ ଏରୋସ୍ପେସ୍ କ୍ଷେତ୍ରରେ ବର୍ଷକୁ ୨୦୦୦ କୋଟି ଟଙ୍କାର ବ୍ୟବସାୟ କରିବା ସୁଯୋଗ ରହିଛି। ଏହା ଉପରେ ମାନସମନ୍ଥନ କରିବା ଲାଗି ଏମ୍ଏସ୍ଏମ୍ଇ ମନ୍ତ୍ରଣାଳୟ ସହଯୋଗରେ ଓସ୍ମି ପକ୍ଷରୁ ଏକ ସେମିନାର ଆୟୋଜନ କରାଯାଇଥିଲା।
ଏହି ସେମିନାରରେ ଓଡ଼ିଶାରେ ପ୍ରତିରକ୍ଷା…
ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନଭୋଜି ବେଶ
ପୁରୀ ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନଭୋଜି ବେଶ। ଜନ୍ମାଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଶ୍ରୀକୃଷ୍ଣ ଜନ୍ମନୀତି ଓ ନନ୍ଦଉତ୍ସବ ନୀତି ପରେ ଶ୍ରୀକୃଷ୍ଣ ଲୀଳା ଆରମ୍ଭ ହେବାକୁ ଯାଉଅଛି।
ଏ ନେଇ ଶ୍ରୀମନ୍ଦିରରେ…
ସୁସ୍ଥ ହେଉଛନ୍ତି ନବୀନ
ସୁସ୍ଥ ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଆଜି ଅର୍ଥାତ୍ ସୋମବାର ସେ ମେଡିକାଲରୁ ଡିସଚାର୍ଜ ହୋଇପାରନ୍ତି।
ବାର୍ଦ୍ଧକ୍ୟ ଏବଂ ଡିହାଇଡ୍ରେଶନଜନିତ ଅସୁସ୍ଥତା ପାଇଁ ତାଙ୍କୁ ସମ୍ ଅଲ୍ଟିମେଟ୍ରେ ସନ୍ଧ୍ୟା ପ୍ରାୟ ୫ଟା ୧୫ ମିନିଟ୍ରେ ଭର୍ତ୍ତି…
ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ, ଘରୋଇ ହସ୍ପିଟାଲରେ ଭର୍ତ୍ତି
ବିରୋଧୀଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ଥିବା ଜଣାପଡିଛି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡିହାଇଡ୍ରେସନ୍ ଯୋଗୁ ସେ ଅପରାହ୍ନ ୫ଟା ୧୫ରେ ଭର୍ତ୍ତି ହୋଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି। ତେବେ ବରିଷ୍ଠ ନେତାମାନେ…
ଛତୁଆ ଉତ୍ପାଦନ ଓ ବଣ୍ଟନ ବ୍ୟବସ୍ଥାକୁ ଆହୁରି ବ୍ୟବସ୍ଥିତ କରିବା ଉପରେ ଗୁରୁତ୍ବାରୋପ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନରେ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଅପପୁଷ୍ଟି ରୋକିବା ପାଇଁ ବିଭାଗ ପକ୍ଷରୁ ଦିଆଯାଉଥିବା ଖାଦ୍ୟ ବିଶେଷ କରି ଛତୁଆ ଉତ୍ପାଦନ ଓ ବଣ୍ଟନ ବ୍ୟବସ୍ଥାକୁ ଆହୁରି ବ୍ୟବସ୍ଥିତ କରିବା ପାଇଁ ଉପଯୁକ୍ତ ତଦାରଖ…