Trending
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
Browsing Category
Odisha
All about all odisha state news updates
୫ ଦିନିଆ ଓଡ଼ିଶା ଗସ୍ତରେ ଏସ୍ ଜୟଶଙ୍କର
ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସୋମବାର ସନ୍ଧ୍ୟାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ସେ ସିଧାସଳଖ କୋଣାର୍କ ଯାଇଥିଲେ। କୋଣାର୍କ ଇକୋରିଟ୍ରିଟରେ ସେ ରାତ୍ରିଯାପନ କରିଥିଲେ।…
ଭୁବନେଶ୍ବରରୁ ପୁରୀ ମଧ୍ୟରେ ଡବଲ୍ ଡେକର୍ ବସ୍ର ଟ୍ରାଏଲ୍ ରନ୍
ଦୁଇ ମହଲା ବସ୍ରେ ଶ୍ରୀକ୍ଷେତ୍ର ଭ୍ରମଣରେ ଆସିବେ ପର୍ଯ୍ୟଟକ। ବସ୍ ଛାତ ଉପରେ ସେଣ୍ଟ୍ରାଲ ଏସିର ମଜା ନେବା ସହ ଝରକା ନିକଟରୁ ପ୍ରକୃତିର ରୂପ ସଂଦର୍ଶନ କରିବାର ନିଆରା ଅନୁଭବ ନେବେ। ଡବଲ୍ ଡେକର୍ ବସ୍ ଆଣିଦେବ ଏହି ସୁଯୋଗ। ରାଜ୍ୟ ସରକାର ପର୍ଯ୍ୟଟକଙ୍କୁ ନିଆରା ଅନୁଭବ ଭେଟି ଦେବା…
ଜାନୁୟାରୀ ୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୮ ଜାନୁଆରୀ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ। ସେଠାରୁ ସିଧାସଳଖ ରାଜଭବନ ଯାଇ ରାତ୍ରିଯାପନ କରିବେ। 9 ତାରିଖ ଜନତା ମଇଦାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେବେ।…
୫୦୦ ଟ୍ରାଫିକ କର୍ମଚାରୀଙ୍କୁ ଦିଆଯିବ ନିଯୁକ୍ତି : ମୋହନ ଚରଣ ମାଝୀ
ଶନିବାର ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଲୋୟର ପିଏମ୍ଜିରୁ ରାମ ମନ୍ଦିର ଯାଏ ସଚେତନତା ପଦଯାତ୍ରା ଆରମ୍ଭ ହୋଇଛି। ଓଡ଼ିଶା ଯାତ୍ରୀ ଆପ୍ର ମଧ୍ୟ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ସଡ଼କ ସୁରକ୍ଷା ସହ ଟ୍ରାଫିକ ନିୟମ…
ଆଜି ବସିବ କ୍ୟାବିନେଟ ବୈଠକ
ନୂଆବର୍ଷରେ ରାଜ୍ଯ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ଆଜି ସନ୍ଧ୍ୟା ସାଢେ ୫ଟାରେ ବସିବ ବୈଠକ । କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର । ଚାଷୀଙ୍କ ବାବଦରେ ବଡ଼ ନିଷ୍ପତ୍ତି ନେଇ ପାରନ୍ତି ରାଜ୍ଯ ସରକାର।
ଆଜିଠୁ ବରଗଡ଼ ଧନୁଯାତ୍ରା ଆରମ୍ଭ
ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାରରୁ ଆରମ୍ଭ ହେବ। ପରମ୍ପରା ଦୃଷ୍ଟିରୁ ବିଗତ ବର୍ଷ ଭଳି ଏଥର ମଧ୍ୟ ବରଗଡ଼ ଲୋକ ସଭା ଏମ୍ପି ପ୍ରଦୀପ କୁମାର ପୁରୋହିତ ଏବଂ ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ ସନ୍ଧ୍ୟା ୭ଟାରେ ହାଟପଦାସ୍ଥିତ ରାଜ ଦରବାରରେ ଧନୁଯାତ୍ରା…
ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ହରିବାବୁ କମ୍ଭମ୍ପତି
ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶୁକ୍ରବାର ଶପଥ ନେଇଛନ୍ତି ହରିବାବୁ କମ୍ଭମ୍ପତି। ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ସେ ଆଜି ଶପଥ ନେଇଛନ୍ତି। ଆଜି ପୂର୍ବାହ୍ନ ୧୦ଟା୧୦ ମିନିଟ୍ରେ ହରିବାବୁ କମ୍ଭମ୍ପତିଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ଚକ୍ରଧର ଶରଣ ସିଂହ।…
ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ
ନୂଆବର୍ଷ ଆରମ୍ଭରୁ ଆଇଏଏସ୍ ସ୍ତରରେ ଅଦଳବଦଳ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳିଛନ୍ତି। ୫ ମାସ ତଳେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ଅରିନ୍ଦମ ଡାକୁଆଙ୍କ ଗୁରୁବାର ବଦଳି ହୋଇଛି। ତାଙ୍କ ସ୍ଥାନରେ କିଏ ଏହି ପଦ ସମ୍ଭାଳିବେ ସେ…
କାଲିଠୁ ପୁଣି ଆରମ୍ଭ ହେବ ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ
ଆସନ୍ତାକାଲିଠୁ ପୁଣି ଆରମ୍ଭ ହେବ ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ । ରତ୍ନ ଭଣ୍ଡାର ଭିତରେ ୨୦ ଫୁଟ ଉଚ୍ଚର ଲୁହା ଭାରା ବନ୍ଧାଯାଇ ଡି ପ୍ଲାଷ୍ଟରିଂ ବା ଚୂନ ଛଡ଼ାଇବା କାର୍ଯ୍ୟ କରାଯାଇଥିଲା । ଅଧିକାଂଶ ଡି ପ୍ଲାଷ୍ଟରିଙ୍ଗ କାର୍ଯ୍ୟ ସରିଛି । କାଲିଠୁ ଷ୍ଟୋନ ବା ପଥର ମରାମତି କାର୍ଯ୍ୟ ଆରମ୍ଭ…
ଆଜିଠୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ
ଆଜିଠୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା । ଆସନ୍ତା ୧୨ ତାରିଖ ଯାଏ ଜାରି ରହିବ ଇଣ୍ଟରନାଲ ଆସେସମେଣ୍ଟ । ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୭ ଯାଏ ହେବ ଥିଓରୀ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଧନ୍ଦାମୂଳକ ଶିକ୍ଷା, ପତ୍ର ବିନିମୟ…