Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
Odisha
All about all odisha state news updates
ଆସୁଛି ଲଘୁଚାପ, ୨୦ ଯାଏଁ ବର୍ଷା
ଲଘୁଚାପର ପ୍ରଭାବରେ ଚଳିତ ମାସ ସାରା ବର୍ଷା ଲାଗି ରହିଛି । ତେବେ ପୁଣି ଏକ ଲଘୁଚାପ ଏବେ ବି ଓଡ଼ିଶା ଉପରେ ରହିଛି। ଆଉ ଏକ ନୂଆ ଲଘୁଚାପ ୧୮ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହେବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ସୋମବାରଠାରୁ…
୧୨ଟି ନୂଆ ଏନ୍ଏସି ପାଇଁ ଡ୍ରାଫ୍ଟ ନୋଟିସ୍ ଜାରି
ରାଜ୍ୟ ସରକାର ଏନ୍ଏସି ସଂଖ୍ୟା ବୃଦ୍ଧି କରିବା ପାଇଁ ଯୋଜନା ଆରମ୍ଭ କରିଦେଇଛନ୍ତି। ଏଥି ପାଇଁ ୧୨ଟି ନୂଆ ଏନ୍ଏସି ପାଇଁ ଡ୍ରାଫ୍ଟ ନୋଟିସ୍ ଜାରି କରିଛନ୍ତି। ଏନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏହି ନୋଟିସରେ ଅନୁଗୁଳଜିଲ୍ଲା ପାଳଲହଡ଼ା, ସୁବର୍ଣ୍ଣପୁର ଜିଲ୍ଲା…
ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ଯୁବକଙ୍କ ମୃତ୍ୟୁ
ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ଯୁବକଙ୍କ ମୃତ୍ୟୁ । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବର ଏମ୍ସରେ ତାଙ୍କର ମୃତ୍ୟୁ ହୋଇଛି । ଗତକାଲି ବାଲିପାଟଣା ଥାନା ଅଞ୍ଚଳର ଜ୍ୟୋତି ରଞ୍ଜନ ମାଟିଆଙ୍କୁ ସମ୍ପତ୍ତି ବଣ୍ଟାକୁ ନେଇ ତାଙ୍କ ପରିବାର ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି । ବାପା, ସାବତ…
ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ହତ୍ୟାକାରୀମାନଙ୍କୁ ଖୋଜି ବାହାର କରିବ ବିଜେପି ସରକାର
ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ହତ୍ୟାକାରୀଙ୍କୁ ଧରାଯିବା ଉପରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,
ଯେଉଁ କମିସନ ବସିଥିଲା ତାହାର ଏବେ ତର୍ଜମା କରାଯାଉଛି। ଆଇନ ବିଭାଗ, ଆଇନ ବିଶାରଦମାନେ ତର୍ଜମା କରୁଛି। ଉପଯୁକ୍ତ ସମୟରେ ଉପଯୁକ୍ତ…
ଆଜି ପବିତ୍ର ଜନ୍ମାଷ୍ଟମୀ,ମଧ୍ୟରାତ୍ରିରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହେବ
ଆଜି ପବିତ୍ର ଜନ୍ମାଷ୍ଟମୀ । ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ନତିଥି । ଚାରିଆଡ଼େ ଭକ୍ତିମୟ ପରିବଶ । ଏହି ତିଥିକୁ ସାରା ଦେଶରେ ଭକ୍ତିର ଓ ଉତ୍ସାହ ଉଦ୍ଦୀପନାର ସହ ପାଳନ କରାଯାଉଛି । ବିଭିନ୍ନ କୃଷ୍ଣ ମନ୍ଦିରରେ ଆୟୋଜନ କରାଯାଇଛି ଭବ୍ୟ ଉତ୍ସବ। ମଥୁରାର ଶ୍ରୀକୃଷ୍ଣ ଜନ୍ମଭୂମି ମନ୍ଦିରକୁ ଆକର୍ଷଣୀୟ…
ବିଜେପି ଶାସନକୁ ଆସିବା ପରେ ମେଟ୍ରୋ ପ୍ରକଳ୍ପ ଅନିଶ୍ଚିତତା ଭିତରେ ରହିଯାଇଛି – ଲେନିନ ମହାନ୍ତି
ପୂର୍ବତନ ସରକାରଙ୍କ ଏକ ବୃହତ୍ ପରିକଳ୍ପନା ‘ଭୁବନେଶ୍ବର ମେଟ୍ରୋ ଟ୍ରେନ୍’ ପ୍ରକଳ୍ପ ବିଳମ୍ବ ହେଉଛି। ରାଜ୍ୟରେ ସରକାର ବଦଳିବା ପରେ ମେଟ୍ରୋ ଟ୍ରେନ୍ ପ୍ରକଳ୍ପ ଏକ ପ୍ରକାରର ଅନିଶ୍ଚିତତା ଭିତରକୁ ଠେଲି ହୋଇଯାଇଛି ବୋଲି ବିରୋଧୀ ଦଳଗୁଡ଼ିକ ପ୍ରତିକ୍ରିୟା ରଖୁଛନ୍ତି। ଭୁବନେଶ୍ବର…
ଓଡ଼ିଶା ହେବ ଫାର୍ମା ହବ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଓଡ଼ିଶାକୁ ଭାରତର ଫାର୍ମାସିଉଟିକାଲ ରାଜଧାନୀ ଭାବେ ପ୍ରତିଷ୍ଠା କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଏକ ହାଇ-ପ୍ରୋଫାଇଲ ଫାର୍ମା କନକ୍ଲେଭ ଆୟୋଜନ କରିବାକୁ ଯୋଜନା କରୁଛନ୍ତି। ଏହି କନକ୍ଲେଭରେ ଜାତୀୟ ଓ ଆନ୍ତର୍ଜାତୀୟ ଔଷଧ ନିର୍ମାତା ସଂସ୍ଥାମାନେ ଅଂଶଗ୍ରହଣ କରିବେ। ୭୯ତମ ସ୍ବାଧୀନତା ଦିବସ…
ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାର ୨ ଜଣଙ୍କୁ ମିିଳିବ ରାଷ୍ଟ୍ରପତି ପଦକ
ସ୍ୱାଧୀନତା ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୋଲିସ, ଅଗ୍ନିଶମ, ଗୃହରକ୍ଷୀ, ସିଭିଲ ଡିଫେନ୍ସ (HG &CD) ଏବଂ କରେକ୍ସନାଲ୍ ସେବାର ମୋଟ ୧୦୯୦ ଜଣ କର୍ମଚାରୀଙ୍କୁ ସାହସିକତା ଏବଂ ସେବା ପଦକରେ ସମ୍ମାନିତ କରାଯିବ। ଓଡ଼ିଶାର ୨ ଜଣଙ୍କୁ ମିିଳିବ ରାଷ୍ଟ୍ରପତି ପଦକ।…
ପିପିଲି ରେ ପୁଣି ଜଳିଗଲେ ଜଣେ ମହିଳା
ପିପିଲିରେ ନିଆଁରେ ପୋଡି ହୋଇ ଗୁରୁତର ହୋଇଛନ୍ତି ଜଣେ ମହିଳା। ପିପିଲି ଜୟପୁର ଛକ ନିକଟରେ ଥିବା ଭଡ଼ା ଘରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଆଜି ସଂଧ୍ୟାରେ ନିଆଁରେ ପୋଡି ହୋଇ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ଆସିଥିଲେ ମହିଳା ଜଣକ। ମହିଳାଙ୍କ ଘର ପିପିଲି ଦରଜି ସାହିରେ ବୋଲି ଜଣାପଡ଼ିଛି। ସେ…
ପଞ୍ଚାୟତରେ ବ୍ୟବହାର ହେବ ଏଆଇ ପ୍ରଯୁକ୍ତି
ପଞ୍ଚାୟତିରାଜ ମନ୍ତ୍ରଣାଳୟ ‘ସଭାସାର’ ନାମକ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ପରିଚାଳିତ ବୈଠକ ସାରାଂଶ ଉପକରଣ ଶୁଭାରମ୍ଭ କରିବାକୁ ଯାଉଛି। ଗ୍ରାମ ସଭା କିମ୍ବା ଅନ୍ୟ ପଞ୍ଚାୟତ ବୈଠକର ଅଡିଓ ଏବଂ ଭିଡିଓ ରେକର୍ଡିଂରୁ ସ୍ୱୟଂଚାଳିତ ଭାବେ ବୈଠକ ବିବରଣୀ ପ୍ରସ୍ତୁତ କରିବା ଲାଗି ଏହାକୁ…