Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
Odisha
All about all odisha state news updates
ଆସନ୍ତା କାଲି ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ
କୁମ୍ଭୀର ପ୍ରଜନନ ପାଇଁ ତିନି ମାସ ବନ୍ଦ ରହିବା ପରେ, ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତାକାଲି ଶୁକ୍ରବାର ଅଗଷ୍ଟ ୧ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବାକୁ ଯାଉଛି।ରିପୋର୍ଟ ଅନୁଯାୟୀ, କୁମ୍ଭୀର ପ୍ରଜନନରେ କୌଣସି ବାଧାରେ ଯେଭଳି ସୃଷ୍ଟି ନହେବ ସେଥିପାଇଁ ଭିତରକନିକା ଜାତୀୟ ଉଦ୍ୟାନ ମେ’ ୧ ରୁ…
ବଢିଲା ବିଜେଡି ନେତାଙ୍କ ଅଡୁଆ, ପ୍ରୀତିରଞ୍ଜନ ଘଡେଇ ଙ୍କ ନାଁରେ ଏତଲା
ପୁଣି ଜଣେ ବିଜେଡି ନେତାଙ୍କ ନାଁରେ ବଢିଲା ଅଡୁଆ। ପ୍ରଫୁଲ୍ଲ ଘଡେଇଙ୍କ ପୁଅ ତଥା ପୂର୍ବତନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ (ଡାନି)ଙ୍କ ନାଁରେ ଏଫଆଇଆର। କେବଳ ଡାନି ନୁହନ୍ତି ତାଙ୍କ ସମେତ ୭ଜଣଙ୍କ ନାଁରେ ରୁଜୁ ହୋଇଛି ମାମଲା।
ଯାଜପୁର ଜିଲ୍ଲା ଦାନଗଦୀ-ଡୁବୁରି ରାସ୍ତାର ସିଆରିଆ ମସଜିଦ…
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି।
ଶ୍ରୀମନ୍ଦିରରେ…
ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର(ଆଇ-କାର୍ଡ) ସାମାନ୍ୟ ବଦଳିବ । ସବୁଜ ରଙ୍ଗର ଆଇ-କାର୍ଡ ଏବେ ଗେରୁଆ ରଙ୍ଗ ହେବ । ୨୦୨୫-୨୬ ଶିକ୍ଷାବର୍ଷରେ ସମସ୍ତ ପ୍ରାଥମିକ ବିଦ୍ୟାଳୟ(ପ୍ରଥମରୁ ୮ମ ଶ୍ରେଣୀ) ଛାତ୍ରଛାତ୍ରୀଙ୍କ ଆଇ-କାର୍ଡ ପରିବର୍ତ୍ତନ ହୋଇଛି। ଯେଉଁଥିରେ ପିଲାଙ୍କ ନାମ,…
ଶ୍ରାବଣ ମାସର ତୃତୀୟ ସୋମବାର
କର୍ପୁର ଗୈାରଂ କରୁଣାବତାରଂ ସଂସାର ସାରଂ ଭୂଜଗେନ୍ଦ୍ରହାରଂ ସଦାବସନ୍ତମଂ ହୃଦୟାର ବିନ୍ଦେ ଭବଂ ଭବାମି ସହିତଂ ନମାମି
ଆଜି ଶ୍ରାବଣ ମାସର ତୃତୀୟ ସୋମବାର । ଭଗବାନ ଶିବଙ୍କର ଜଳାଭିଷେକ, ରୁଦ୍ରାଭିଷେକ ଏବଂ ପୂଜାର୍ଚ୍ଚନା କରିବା ଦ୍ୱାରା ବିଶେଷ ଫଳ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି…
ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
ଚାଷୀ ପଞ୍ଜୀକରଣ ନେଇ ଚାଷୀମାନେ ଆନ୍ଦୋଳନ କରିବାକୁ ଧମକ ଦେଇଛନ୍ତି । ଏହାପରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ ଆସିଛି । ମନ୍ତ୍ରୀ କହିଛନ୍ତି ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା । ଚାଷୀ ପଞ୍ଜୀକରଣ ଲାଗି ଶେଷ ତାରିଖ ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ରହିଛି । ଯଦି କିଛି ଅଭିଯୋଗ ଆସେ ତେବେ…
ମନ କି ବାତରେ ଓଡ଼ିଶା କଥା
ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ମନ କି ବାତ୍ କାର୍ଯ୍ୟକ୍ରମର ୧୨୪ତମ ସଂସ୍କରଣ। ରେଡିଓ ମାଧ୍ୟମରେ ଦେଶବାସୀଙ୍କୁ ନିଜ ମନର କଥା କହିଛନ୍ତି ପିଏମ୍ ମୋଦୀ। ପୂର୍ବତନ ରାଷ୍ଟ୍ରପତି ଏପିଜେ ଅବଦୁଲ କଲାମଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳୀ ଦେବା ସହ ମହାକାଶରେ ଶୁଭାଂଶୁ ଶୁକ୍ଳାଙ୍କ ସଫଳତାକୁ…
ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରୁ ଗିରଫ ହେବା ଘଟଣା ଅଞ୍ଚଳରେ ହଟଚମଟ ସୃଷ୍ଟି କରିଛି। ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିବା ଏବଂ ଦୁଷ୍କର୍ମ କରିଥିବା…
୧୦ ସରପଞ୍ଚ ବିଜେପିରେ ମିଶିଲେ
ଝାରସୁଗୁଡ଼ା ଜିଲ୍ଲାର ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳ (ବିଜେଡି)କୁ ବଡ଼ ଧକ୍କା ଲାଗିଛି। ଲଖନପୁର ବ୍ଲକର ୧୦ ଜଣ ବିଜେଡି ସମର୍ଥିତ ସରପଞ୍ଚ ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗ ଦେଇଛନ୍ତି। ଏହା ବ୍ରଜରାଜନଗରରେ ବିଜେପିର ସ୍ଥାନୀୟ ସଂଗଠନକୁ ଆହୁରି ମଜଭୂତ କରିଛି।…
ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
ଓଡ଼ିଶାରେ ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ଏବେ ଜୋରଦାର ଚର୍ଚ୍ଚା ଚାଲିଛି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବୟାନ ପରେ ଏହି ଚର୍ଚ୍ଚା ଆହୁରି ଜୋର ଧରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଓଡ଼ିଶା ଗସ୍ତ ଓ…