Trending
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
Browsing Category
Odisha
All about all odisha state news updates
କଟକରେ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉଦଘାଟିତ
ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି କଟକର ବେଲ୍ ଭ୍ୟୁ ଛକରେ ଉଦଘାଟିତ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦଘାଟନ କରିଛନ୍ତି। ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ…
ଭୁବନେଶ୍ୱରରେ ବଢିଛି କୁକୁର ଆତଙ୍କ,ଖୁବଶୀଘ୍ର କୁକୁର ବନ୍ଧ୍ୟାକରଣ ଆରମ୍ଭ – ମେୟର ସୁଲୋଚନା ଦାସ
ଭୁବନେଶ୍ୱରରେ ବଢିଛି କୁକୁର ଆତଙ୍କ । ବଢୁଥିବା କୁକୁରଙ୍କ ସଂଖ୍ୟା ପାଇଁ ବିଭିନ୍ନ ପ୍ରକାର ସମସ୍ୟା ଉପୁଜୁଛି । କୁକୁରଙ୍କ କାରଣରୁ ରାଜଧାନୀରେ ଦୁର୍ଘଟଣା ମଧ୍ୟ ବଢୁଛି । ଅନେକ ସମୟରେ ଏପରି ମଧ୍ୟ ଦେଖାଯାଇଛି କି, ରାଜଧାନୀ ଗଳି କନ୍ଦିରେ କୁକୁର ମାନେ ଲୋକଙ୍କ ଉପରେ ଆକ୍ରମଣ କରିଥାନ୍ତି ।…
ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ
ରାଜଧାନୀ ଭୁବନେଶ୍ବରରେ ସୋମବାର ସନ୍ଧ୍ୟାରେ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ସତ୍ୟନଗରରେ ଥିବା ଏକ ଇଲେକ୍ଟ୍ରୋନିକ୍ସ ଗୋଦାମରେ ଏହି ନିଆଁ ଲାଗିଛି। ଅଗ୍ନିକାଣ୍ଡ ଅତି ଭୟଙ୍କର ରୂପଧାରଣ କରିଥିବାରୁ ଏହା ସହଜରେ ନିୟନ୍ତ୍ରଣକୁ ଆସିପାରି ନାହିଁ। ରିପୋର୍ଟ ଲେଖାଯିବା ବେଳକୁ ଅଗ୍ନିଶମ…
ଭୁବନେଶ୍ବରରେ ହିଟ୍ ଆଣ୍ଡ ରନ
ରାଜଧାନୀ ଭୁବନେଶ୍ବରରେ ହିଟ୍ ଆଣ୍ଡ ରନ୍ । ବାଇକକୁ ଧକ୍କା ଦେଲା ଦ୍ରୁତଗାମୀ କାର । ଦୁର୍ଘଟଣା ବେଳର ଭିଡିଓ ସିସିଟିଭିରେ କଏଦ ହୋଇଛି । ଏକ କାର ରଙ୍ଗ ସାଇଡରେ ଦ୍ରୁତଗାମୀରେ ଆସି ଏକ ବାଇକକୁ ଧକ୍କା ଦେଇଛି । ଦୁର୍ଘଟଣାରେ ବାଇକ ଚାଳକ ଜଣକ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ କାରଟିକୁ ବଡଗଡ଼…
ବର୍ଷା ଛାଡିବା ପରେ ପୁଣିଥରେ ରାଜ୍ୟକୁ ଲେଉଟିବ ଶୀତ
ଆହୁରି ଦିନଟିଏ ଉପକୂଳ ଠାରୁ ଆଭ୍ୟନ୍ତରୀଣ ସବୁଠି ଲାଗି ରହିବ ଝିପିଝିପି ବର୍ଷା, ଏହାର ପ୍ରଭାବ ବଙ୍ଗୋପସାଗରରେ ସୃଷ୍ଟ ଅବପାତର ପ୍ରଭାବରେ ଆସନ୍ତାକାଲି ଯାଏ ରାଜ୍ୟର ବିଭନ୍ନ ସ୍ଥାନରେ ବର୍ଷା ହେବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୬ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।…
ପାରାଦୀପ ‘ବିକାଶ ଦ୍ୱୀପ’ ହେବ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ
ଶିଳ୍ପାଞ୍ଚଳ ପାରାଦୀପରେ ଯେଉଁ ସମ୍ଭାବନା ଅଛି, ତାହା ଆଗାମୀ ଦିନରେ ଓଡ଼ିଶାର ଆବଶ୍ୟକତାକୁ ପୂରଣ କରିବ। ‘ପୂର୍ବୋଦୟ ମିସନ’ରେ ପାରାଦୀପ ‘ବିକାଶ ଦ୍ୱୀପ’ ହେବ ବୋଲି ସୋମବାର ପାରଦୀପ ନିର୍ବାଚନମଣ୍ଡଳୀରେ ଆୟୋଜିତ ‘କାର୍ଯ୍ୟକର୍ତ୍ତା ସମ୍ମିଳନୀ’କୁ ସମ୍ବୋଧିତ କରିବା ଅବସରରେ କହିଛନ୍ତି…
ହନୁମାନଙ୍କ ମୂର୍ତିଭଙ୍ଗାକୁ ନେଇ ଉତ୍ତେଜନା
ଗତ ୨୨ ତାରିଖ ବିଳମ୍ବିତ ରାତିରେ ବଡ଼ବିଲ ନିଉ ମାର୍କେଟ ଅଞ୍ଚଳରେ ଥିବା ହନୁମାନ ମୂର୍ତ୍ତିକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେଇଥିଲେ। ଖବର ପ୍ରଚାର ହେବାପରେ ଆଜି ସକାଳ ସମୟରୁ ବଡ଼ବିଲରେ ବିକ୍ଷୋଭ ଜାରି ରହିଛି। ସ୍ଥାନୀୟ ହିନ୍ଦୁ ସଂଗଠନ ଏବଂ ବିଜେପି ପକ୍ଷରୁ ବଡ଼ବିଲ ସହରର ସମସ୍ତ ଛକ ସ୍ଥାନରେ,…
ତିନି ଦିନରେ ଆସିବ ଫସଲ କ୍ଷୟକ୍ଷତି ରିପୋର୍ଟ
ଅଦିନିଆ ବର୍ଷା ଯୋଗୁଁ ହୋଇଥିବା ଫସଲ କ୍ଷୟକ୍ଷତିର ଆକଳନ ଆରମ୍ଭ ହୋଇଛି । ତିନି ଦିନ ଭିତରେ କ୍ଷୟକ୍ଷତି ଆକଳନ ସରିଯିବ। ରିପୋର୍ଟ ଆସିବା ପରେ ରାଜସ୍ୱ ବିଭାଗ ତରଫରୁ କ୍ଷତି ଭରଣା କରାଯିବ ବୋଲି କହିଛନ୍ତି ରାଜସ୍ୱମନ୍ତ୍ରୀ ସୁରେଶ ପୂଜାରୀ । କ୍ଷୟକ୍ଷତିର ସଠିକ ଆକଳନ ପାଇଁ…
ସାଧାରଣତନ୍ତ୍ର ଦିବସ: ବାଦ ପଡ଼ିଲା ଓଡ଼ିଶା ପ୍ରଜ୍ଞାପନ ମେଢ
ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡରେ ୧୫ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ପ୍ରଜ୍ଞାପନ ମେଢ ଭାଗ ନେବାକୁ ମନୋନୀତ ହୋଇଛନ୍ତି। ୨୦୨୫ ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସ ପରେଡ ପାଇଁ ମନୋନୀତ ହୋଇଥିବା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପ୍ରଜ୍ଞାପନ ମେଢଗୁଡିକ ହେଲା ବିହାର, ଚଣ୍ଡିଗଡ,…
ଅସହିଷ୍ଣୁୁ ବିରୋଧୀ ଅଯଥାରେ ବିଭ୍ରାଟ କରନ୍ତୁ ନାହିଁ : ମହେଶ୍ୱର ସାହୁ
ଓଡ଼ିଶାରେ ବିଜେପି ସରକାର ଆସିବା ପରେ କୃଷି ଓ କୃଷକଙ୍କ ଉନ୍ନତି ହେବାରେ ଲାଗିଛି। ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କୃଷକଙ୍କ ସାମୁହିକ ବିକାଶ ପାଇଁ ବଦ୍ଧପରିକର। ମୋହନ ସରକାରଙ୍କ ନେତୃତ୍ୱରେ ଧାନର ସହାୟକ ମୂଲ୍ୟ ୩୧୦୦ ଟଙ୍କାକୁ ବୃଦ୍ଧି କରାଯାଇଥିବାବେଳେ ଖରିଫ ଧାନ କିଣାରେ…