Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
Odisha
All about all odisha state news updates
ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ହେବ ଟେକ୍ସଟାଇଲ ହବ୍। ଲୋକେ ଓଡ଼ିଶାରେ ରହି କାମ କରିବେ। ତାମିଲନାଡୁ, ମୁମ୍ବାଇ, ଗୁଜୁରାଟ ଯିବେନି ଓଡ଼ିଶା ଲୋକେ। ଆଜି ୭ ହଜାର ୮୦୮ କୋଟି ଟଙ୍କାର ୩୩ ଟି ଏମଓୟୁ ସ୍ବାକ୍ଷରିତ ହୋଇଥିବା ବେଳେ ୫୩ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଆଗକୁ ଟେକ୍ସଟାଇଲ କ୍ଷେତ୍ରରେ ଆହୁରି ୫ ଲକ୍ଷ…
ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
ଝାଡ଼ଖଣ୍ଡର ଧାନବାଦ ଜିଲା ଅନ୍ତର୍ଗତ ଜାମୁନିଆ ଅଞ୍ଚଳରେ ଥିବା ଏକ ବେଆଇନ କୋଇଲା ଖଣିରେ ଅତଡ଼ା ଧସିବା ଫଳରେ ୧୨ ଜଣ ଶ୍ରମିକ ଚାପି ହୋଇରହିଛନ୍ତି। ୧୦ରୁ ଅଧିକ ଶ୍ରମିକଙ୍କୁ ଉଦ୍ଧାର କରାଯିବା ପରେ ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କୋଇଲା ଅତଡ଼ା ତଳେ ଫଶି…
ଆଜି ମହାପ୍ରଭୁଙ୍କୁ ଚିତାଲାଗି
ଆଜି ଶ୍ରାବଣ ମାସ କୃଷ୍ଣପକ୍ଷ ଅମାବାସ୍ୟା ତିଥି। ଶ୍ରୀଜଗନ୍ନାଥ ମନ୍ଦିର ରତ୍ନ ସିଂହାସନରେ ମହାପ୍ରଭୁଙ୍କୁ ଚିତାଲାଗି କରାଯିବ। ଏଥିପାଇଁ ଅପରାହ୍ଣ ୨ଟା୩୦ରୁ ସନ୍ଧ୍ୟା ୬ଟା୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ପରମ୍ପରା ଅନୁଯାୟୀ ପ୍ରଥମ ଭୋଗମଣ୍ଡପ ଶେଷ ପରେ ବାଡ଼ଗ୍ରାହୀ…
ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି। ଏଥିରୁ ମୟୁରଭଞ୍ଜ ଜିଲ୍ଲାରେ ସର୍ବାଧିକ ୧୩ଟି ନୂଆ କୋର୍ଟ ସ୍ଥାପନ କରାଯିବ। ଏହି ଜିଲ୍ଲାର ବଡ଼ସାହି, ବାଙ୍ଗିରିପୋଷୀ, ଶୁଳିଆପଦା, ଖୁଣ୍ଟା, ଗୋପବନ୍ଧୁ ନଗର, ରାଇରଙ୍ଗପୁର କପ୍ତିପଦା, ସୁକ୍ରୁଲି, ଜାମଦା, ବିଜାତୋଳା,…
ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ। ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ଘରେ ଏହି ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ କରିଛି ଭିଜିଲାନ୍ସ।
ଭୁବନେଶ୍ୱର ବଡ଼ଗଡ଼…
ବନ୍ଧା ହେଲେ ଡିଏଫ୍ଓ ବାବୁ
ବନ୍ଧା ହେଲେ ଡିଏଫ୍ଓ ବାବୁ। କେନ୍ଦୁଝର କେନ୍ଦୁଲିଫ୍ ଡିଭିଜିନ ଡିଏଫଓ ନିତ୍ୟାନନ୍ଦ ନାୟକଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି । ୩ ଦିନ ହେବ କେନ୍ଦୁଲିଫ୍ ଡିଭିଜନର ବନଖଣ୍ଡ ଅଧିକାରୀ ନିତ୍ୟାନନ୍ଦ ନାୟକଙ୍କ ଘର ଓ…
ଆଜି ଠୁ ପ୍ଲାଷ୍ଟିକରେ ପେଟ୍ରାଲ ବିକ୍ରୟ ନିଷେଧ
ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। କୌଣସି ପେଟ୍ରୋଲ ପମ୍ପରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ କ୍ରୟକୁ ପ୍ରୋତ୍ସାହିତ ନକରିବାକୁ ବିଭିନ୍ନ ସଂଘ ସହ ଆଲୋଚନା କରାଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଲୋକସେବା…
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟପାଳଙ୍କୁ ହଠାତ ଭେଟିଲେ କାହିଁକି ?
ରାଜ୍ୟ ସରକାର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ନେଇ ଚର୍ଚ୍ଚା ଚାଲିଥିବା ଭିତରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟପାଳଙ୍କୁ ହଠାତ ଭେଟିଛନ୍ତି । ରାଜଭବନରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିବା ପରେ ଚର୍ଚ୍ଚା ଜୋର ଧରିଛି । ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ବୋଲି କୁହାଯାଉଥିବା ବେଳେ…
ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ନିଲମ୍ବିତ
ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ନିଲମ୍ବିତ ହୋଇଛନ୍ତି। ତାଙ୍କୁ ପଦରୁ ନିଲମ୍ବନ କରିଛନ୍ତି ଜାତୀୟ ଯୁବ କଂଗ୍ରେସ ସଭାପତି ବରୁଣ ଚୌଧୁରୀ। ଦୁଷ୍କର୍ମ ଅଭିଯୋଗରେ ଗିରଫ ପରେ ଉଦିତଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।ସୂଚନାଯୋଗ୍ୟ, ଥଣ୍ଡା ପାନୀୟରେ ନିଶା ଦେଇ…
ଏୟାରଲିଫ୍ଟ ହେଲେ ବଳଙ୍ଗା ପୀଡିତା
ଏୟାରଲିଫ୍ଟ ହେଲେ ବଳଙ୍ଗା ପୀଡିତା। ଭୁବନେଶ୍ଵର ଏମ୍ସରେ ପୀଡିତାଙ୍କ ଚିକିତ୍ସା ଜାରି ରହିଥିବାବେଳେ ଅଧିକ ଚିକିତ୍ସା ଲାଗି ଦିଲ୍ଲୀ ଏମ୍ସକୁ ଏୟାର ଲିଫ୍ଟ କରାଯାଇଛି। ଏଥିଲାଗି ଏମ୍ସର ବିଜୁ ପଟ୍ଟନାୟକ ବିମାନ ବନ୍ଦର ପର୍ଯ୍ୟନ୍ତ ଗ୍ରୀନ୍ କରିଡର କରାଯାଇଛି। ଆଜି ସକାଳେ ପ୍ରଥମେ ଡାକ୍ତରୀ ଟିମ୍…