Trending
- ଆଜିଠୁ ସଂସଦରେ ଆରମ୍ଭ ହେବ ଶୀତ ଅଧିବେଶନ
- BLOଙ୍କ ପାରିଶ୍ରମିକ ୬ ହଜାରରୁ ୧୨ ହଜାର ଟଙ୍କାକୁ ବୃଦ୍ଧି
- ଡିସେମ୍ବର 7ରେ ଆଉ ଥରେ ହେବ ASO ପରୀକ୍ଷା
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
- ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
- ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
- ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
- ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ: ମନ୍ଦିର ଅନୁଦାନ ବୃଦ୍ଧି ସହ ଅଙ୍ଗନବାଡ଼ି ଗୃହ ପ୍ରସଙ୍ଗରେ ଆଲୋଚନା
Browsing Category
Odisha
All about all odisha state news updates
ଆଗାମୀ ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ସମ୍ଭାବ୍ୟ ବାତ୍ୟା ‘ଦାନା‘ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି, ଅକ୍ଟୋବର ୨୮ ରେ ଭୁବନେଶ୍ଵର, ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ । ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ ଯୋଗେ…
ପାରାଦୀପ ଠାରୁ ୧୫୦ କି.ମି ଦୂରରେ ବାତ୍ୟା ଦାନା
ପାରାଦୀପ ଠାରୁ 150 କି.ମି ଦୂରରେ ବାତ୍ୟା ଦାନା । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’ । ଗତ ୬ ଘଣ୍ଟାରେ ୧୦ କି.ମି ବେଗରେ ଗତି କରୁଛି । ପାରାଦୀପର ଦକ୍ଷିଣପୂର୍ବକୁ ୧୫୦ କି.ମି ଦୂରରେ ବାତ୍ୟା । ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୧୮୦ କିମି ଦୂରରେ ଅବସ୍ଥିତି । ସାଗର ଦ୍ବୀପର…
ବାତ୍ୟା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ
ବାତ୍ୟା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ । ବାତ୍ୟା ପରିସ୍ଥିତିରେ ଲୋକ ସୁବିଧା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ସ୍ୱତନ୍ତ୍ର ନିୟନ୍ତ୍ରଣ କକ୍ଷରୁ ବାତ୍ୟା ପରିସ୍ଥିତିର ଉପରେ ନଜର ରଖାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଏନଡିଆରଏଫ ଟିମ୍ ବାତ୍ୟା ପରିଚାଳନା…
ଦାନା ବିଭିନ୍ନ ସ୍ଥାନରେ ଭାଙ୍ଗୁଛି ଗଛ
ବାତ୍ୟା ‘ଦାନା’ ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା । ଆଜି ମଧ୍ୟରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକାରୁ ଧାମରା ପାଖରେ ଲ୍ୟାଣ୍ଡଫଲ କରିବ ବାତ୍ୟା। ବାତ୍ୟା ‘ଦାନା’ ଉପକୂଳ ଆଡକୁ ମାଡ଼ି ଆସୁଥିବା ବେଳେ ବିଭିନ୍ନ ସ୍ଥାନରେ ଏହାର ପ୍ରଭାବ ଦେଖିବାକୁ ମିଳିଲାଣି। ପବନର ବେଗ…
ବାତ୍ୟା ‘ଦାନା’ର ପ୍ରଭାବ
ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି। ‘ଦାନା’ର ପ୍ରଭାବରେ ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାରେ ଲାଗିଛି। ବାତ୍ୟା ‘ଦାନା’ର ପ୍ରଭାବରେ ଦୀଘା ସମୁଦ୍ରରେ ଉଚ୍ଚ ଜୁଆର ସୃଷ୍ଟି ହୋଇଛି।
କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ପୁରୀ…
ଚଢା ଦରରେ ବିକ୍ରି ହେଉଥିଲେ ଫୋନ୍ କରନ୍ତୁ
ଯଦି ବେପାରୀ କଳାବଜାରୀ କରୁଛନ୍ତି ତେବେ ଫୋନ କରନ୍ତୁ । ସରକାର ଜାରି କରିଛନ୍ତି ଫୋନ ନମ୍ବର । ଅତ୍ୟାବଶ୍ୟକ ସାମଗ୍ରୀର ଦରରେ ଅହେତୁକ ବୃଦ୍ଧି ଅଭିଯୋଗ ପରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଜାରି ହେଲା ହେଲ୍ପ ଲାଇନ୍ ନମ୍ବର। ୦୬୭୪-୨୩୯୬୨୨୭ରେ ଅଭିଯୋଗ କରିପାରିବେ…
ହେଲପଲାଇନ୍ ନମ୍ବର ଜାରି କଲେ ବିଜେଡି ଓ ବିଜେପି
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରାଜନୀତି ସରଗରମ ହୋଇଛି । ବାତ୍ୟା ଦାନା ପାଇଁ ରାଜ୍ୟର ଦୁଇ ପ୍ରମୁଖ ଦଳ ନିଜ ନିଜର ହେଲପ ଲାଇନ ନମ୍ବର ଜାରି କରିଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜାରି କରି ଭୟଭୀତ ନହେବା ପାଇଁ ପରାମର୍ଶ ଦେଇଛନ୍ତି । କହିଛନ୍ତି ସଜାଗ ରହି…
କିଏ ହେବ ମହିଳା ଆୟୋଗ ଅଧ୍ୟକ୍ଷା ?
ରାଜ୍ୟର ମୋହନ ମାଝୀ ସରକାର ଓଡ଼ିଶା ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ଓ ସମସ୍ତ ସଦସ୍ୟାଙ୍କୁ ବରଖାସ୍ତ କରିବା ପରେ କିଏ ନୂଆ ଅଧ୍ୟକ୍ଷା ହେବେ ତାକୁ ନେଇ ରାଜନୀତି ଜୋର ଧରିଛି । ଏହି ବଡ଼ ପଦବୀରେ ବିଜେଡିର କେଉଁ ମହିଳା ନେତ୍ରୀଙ୍କୁ ଦାୟିତ୍ବ ଦିଆଯାଉଛି ତାହାକୁ ଅପେକ୍ଷା କରିଛନ୍ତି ରାଜ୍ୟବାସୀ ।…
ମାଓବାଦୀ ବୋମା ବିସ୍ଫୋରଣ ଯୋଜନାକୁ ବିଏସ୍ଏଫ୍ ଯବାନ କଲେ ପଣ୍ଡ
ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଘନବେଡ଼ା ଓ ଗୁରାସେତୁ ୧୭୭ ବିଏସ୍ଏଫ୍ ବାଟାଲିୟନ ତରଫରୁ ମାଓବାଦୀ ଡମ୍ପ ଜବତ କରିବା ସହ ବୋମା ନିଷ୍କ୍ରିୟ କରିଛନ୍ତି। ୧୭୭ ବାଟାଲିୟନ ବିଏସ୍ଏଫ୍ ଯବାନମାନେ କୋଣ୍ଡାକାମ୍ବେରୁ ସଂରକ୍ଷିତ ଜଙ୍ଗଲରେ କୋମ୍ବିଂ ସମୟରେ ଅଣ୍ଡ୍ରାପାଲ୍ଲୀ…
ଓଡ଼ିଶାରେ UG, PG ପାଠ୍ୟକ୍ରମ ପଢ଼ୁଥିଲେ ପାଇବେ ଛାତ୍ରବୃତ୍ତି
ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । UG ,PG, ବୈଷୟିକ/ବୃତ୍ତିଗତ ପାଠ୍ୟକ୍ରମ ପଢ଼ୁଥିବା ଓଡ଼ିଆ ଛାତ୍ରଛାତ୍ରୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ । ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ‘ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା’ର ଆରମ୍ଭ ହେଲା ଅନଲାଇନ୍ ଆବେଦନ ପ୍ରକ୍ରିୟା । ଏହି ଛାତ୍ର ବୃତ୍ତି…