Trending
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
Browsing Category
Odisha
All about all odisha state news updates
ବିଜେଡିର ବଡ଼ ଆକ୍ସନ , ଦଳରୁ ନିଲମ୍ବିତ ହେଲେ ଶ୍ରୀମୟୀ ମିଶ୍ର
ଆତ୍ମସମ୍ମାନ ଓ ସ୍ବାଭିମାନ ସହ ସାଲିସ୍ କରିନାହିଁ କି କରିବି ନାହିଁ ମଧ୍ୟ। ଦୀର୍ଘ ଏକବର୍ଷ ଧରି ଯେଉଁ ଦଳରେ ନାହିଁ ଓ ନିଜର ସଦସ୍ୟତା ନବୀକରଣ କରିନାହିଁ,ସେ ଦଳ ମୋତେ ନିଲମ୍ବନ କରିବା ଜଗତେ କେବଳ ଜନେ ହସିବେ। ଜଣେ ଅଣ ଓଡ଼ିଆଙ୍କ ପ୍ରରୋଚନାରେ ଓଡିଶା କୁ ଦୀର୍ଘ ବର୍ଷ ଧରି ଶାସନ କରୁଥିବା…
ବିଧାନସଭାରେ ବିରୋଧୀ ବିଜେଡି ବିଧାୟକଙ୍କ ହଙ୍ଗାମା, ଗୃହକୁ ଅପରାହ୍ଣ ୪ଟା ପର୍ୟ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି
ବିଧାନସଭାରେ ବିରୋଧୀ ବିଜେଡି ବିଧାୟକଙ୍କ ହଙ୍ଗାମା । ଗୃହର ମଧ୍ୟଭାଗରେ ବିଜେଡି ବିଧାୟକମାନଙ୍କ ଲଗାତାର ପ୍ରତିବାଦ ପରେ, ଗୃହକୁ ଅପରାହ୍ଣ ୪ଟା ପର୍ୟ୍ୟନ୍ତ ମୁଲତବି କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ତେବେ ଗତକାଲି ଅପରାହ୍ଣରେ ଗୃହକାର୍ୟ୍ୟ ସ୍ୱାଭାବିକ ହେବା ପରେ ଆଶା କରାଯାଉଥିଲା ଆଜି…
ବଳଙ୍ଗା ପୀଡିତା କିରୋସିନ ଢାଳି ନିଜ ଜୀବନ ନେଇଥିଲେ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ପୁରୀ ଜିଲ୍ଲାର ବଳଙ୍ଗା ଘଟଣାରେ ପୀଡିତା କିରୋସିନ ଢାଳି ନିଜ ଜୀବନ ନେଇଥିଲେବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସେ କିରୋସିନ ଢାଳି ନିଜକୁ ନିଆଁ ଲଗାଇ ଦେଇଥିଲେ ଏବଂ କେହି ତାଙ୍କୁ ଜାଳି ନ ଥିଲେ। ସୋମବାର ଓଡ଼ିଶା ବିଧାନସଭାରେ ମୁଖ୍ୟମନ୍ତ୍ରୀ…
ଭିଜିଲାନ୍ସ ହାତରେ ୧୯୯ ଜଣ ସରକାରୀ ବାବୁ ଧରାପଡ଼ିଛନ୍ତି
ଗତ ୧୫ ମାସରେ ଭିଜିଲାନ୍ସ ହାତରେ ୧୯୯ ଜଣ ସରକାରୀ ବାବୁ ଧରାପଡ଼ିଲେଣି। ୧୯୯ ଦୁର୍ନୀତି ସରକାରୀ ଅଧିକାରୀଙ୍କୁ ଧରିଲାଣି ଭିଜିଲାନ୍ସ। ଗତ ୧୫ ମାସରେ ୭୭ଟି ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା ରୁଜୁ କରିଛି ଭିଜିଲାନ୍ସ। ଲାଞ୍ଚ ନେବା ଅଭିଯୋଗରେ ରୁଜୁ ହୋଇଛି ୧୨୨ଟି ମାମଲା।
ମୋଟ ୨୦୨ କୋଟି…
ନବରାତ୍ରର ପ୍ରଥମ ଦିନ
ଆଶ୍ୱିନର ଶରତ ସକାଳରେ ଧରଣୀ ହୋଇଛି ପୁଲକିତ । ଗୃହଠାରୁ ଦେବାଳୟ ପର୍ଯ୍ୟନ୍ତ ସବୁଠାରେ ଜ୍ୟୋତିର୍ମୟୀ ଜଗନ୍ମାତାଙ୍କ ଆଗମନର ପଦଧ୍ୱନି । ଓଡ଼ିଶା ସମେତ ସାରାଦେଶରେ ଆରମ୍ଭ ହୋଇଛି ନବରାତ୍ର ବା ନବଦିନାତ୍ମକ ଶକ୍ତି ପୂଜା । ନବରାତ୍ରର ନଦଦିନରେ ମା’ଙ୍କର ନଅଟି ସ୍ୱରୂପର ଆରାଧନା କରାଯାଏ । ପ୍ରଥମ…
ଭୁବନେଶ୍ବର କ୍ଲବର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ପ୍ରଦୀପ ଜେନା
ଆଇଏଏ, ପ୍ରଦୀପ ଜେନା ଭୁବନେଶ୍ବର କ୍ଲବର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ଅସିତ ତ୍ରିପାଠୀଙ୍କୁ ହରାଇ ପ୍ରଦୀପ ଜେନା ନୂତନ ସଭାପତି ହୋଇଛନ୍ତି । ଅସିତଙ୍କୁ ୧୮ଟି ଭୋଟରେ ହରାଇଛନ୍ତି ପ୍ରଦୀପ । ପ୍ରଦୀପ ଜେନାଙ୍କୁ ୮୯୧ ଭୋଟ ମିଳିଥିବାବେଳେ ଅସିତ ତ୍ରିପାଠୀ ପାଇଛନ୍ତି ୮୭୩ ଭୋଟ୍ ।…
ବନ୍ଦ ଥିବା ୭୦ ଟି ମଦ ଦୋକାନ ଖୋଲିବା ପାଇଁ ମିଳିଛି ଅନୁମତି
ରାଜ୍ୟରେ ୭୦ଟି ମଦ ଦୋକାନ ବନ୍ଦ ରହିଥିଲା। ଏହାକୁ ଖୋଲିବା ପାଇଁ ରାଜ୍ୟ ସରକାରଙ୍କ ଅବକାରୀ ବିଭାଗ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି। ସେଥିମଧ୍ୟରୁ ବାଲେଶ୍ୱରରେ ସର୍ବାଧିକ ୧୭ ମଦ ଦୋକାନ ବନ୍ଦ ରହିଥିବା ଜଣାପଡ଼ିଛି। ସେହିପରି ଗଞ୍ଜାମରେ ୧୦, ବଲାଙ୍ଗୀର ୨, ବ୍ରହ୍ମପୁର ୪, କଟକ ୭, କନ୍ଧମାଳ…
ଆରପାରିରେ ଆଦିବାସୀ ନେତା ଜର୍ଜ ତିର୍କୀ, ଗଭୀର ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ତଥା ୪ ଥରର ବିଧାୟକ, ବିଶିଷ୍ଟ ଶ୍ରମିକ ଓ ଆଦିବାସୀ ନେତା ଜର୍ଜ ତିର୍କୀ ଆଉନାହାନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଛି। ଶନିବାର ବିଧାନସଭା ପରିସରରେ ଜର୍ଜ ତିର୍କୀଙ୍କୁ ଦିଆଯାଇଛି ଗାର୍ଡ ଅଫ ଅନର୍। ଏହା ସହିତ ଜର୍ଜ…
ମହିଳାଙ୍କୁ ଟାଣିନେଇଥିଲା କୁମ୍ଭୀର , ମିଳିଲା ମୃତଦେହ
ନଦୀକୂଳକୁ ଛେଳି ଆଣିବାକୁ ଯାଇଥିବା ବେଳେ ଟାଣିନେଲା କୁମ୍ଭୀର । ଗତକାଲି ଠାରୁ ବନ ବିଭାଗ, ଅଗ୍ନିଶମ ବିଭାଗ ଓ ସ୍ଥାନୀୟ ଲୋକ ମାନଙ୍କ ଦ୍ବାରା ବହୁତ ଖୋଜାଖୋଜି ପରେ ନିଖୋଜ ମହିଳାଙ୍କ ମୃତଦେହ ଉଦ୍ଧାର ହେଇଛି । କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡା ବ୍ଲକ ବେଣାକନ୍ଦା ଗାଁର ଲକ୍ଷ୍ମୀ ଦଳେଇ ନାମକ…
ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ କାହିଁକି ଉଠାଇ ନେଲା EOW !
ଦିଲ୍ଲୀପ ନାୟକ ନିମାପଡ଼ା ଆସନରେ ୨୦୨୪ ନିର୍ବାଚନରେ ପ୍ରାର୍ଥୀ ଥିଲେ। ଏହାପୂର୍ବରୁ ସେ କଟକ ଜିଲ୍ଲାରେ ବିଜେଡିର ନେତା ଭାବେ ପରିଚିତ ଥିଲେ। ୨୦୨୪ ଏପ୍ରିଲରେ ଦିଲ୍ଲୀପ ନାୟକ ଶତାଧିକ ଭାଜପା କର୍ମକର୍ତ୍ତାଙ୍କ ସହ ବିଜେଡିରେ ଯୋଗ ଦେଇଥିଲେ।
ବିଜେଡିର ପ୍ରମୁଖ ନେତା ଏବଂ ନିମାପଡ଼ା…