Browsing Category

Odisha

All about all odisha state news updates

ଆସନ୍ତାକାଲି ବନ୍ଦ ଡାକରା ପ୍ରତ୍ୟାହାର କଲା ବିଜେଡି

ଆସନ୍ତାକାଲି ୬ ଘଣ୍ଟିଆ ଭୁବନେଶ୍ୱର ବନ୍ଦ ହେବନାହିଁ । ବିଜେଡି ଡାକରା ଦିଆଯାଇଥିବା ବେଳେ ଆଜି ତାହାକୁ ପ୍ରତ୍ୟାହାର କରିନେଇଛି । ଦଳ ପକ୍ଷରୁ ଏହି ମାମଲାର ବିଚାର ବିଭାଗୀୟ ତଦନ୍ତ ଦାବି କରାଯାଇଥିବା ବେଳେ ତାହା ମାନିଛନ୍ତି ମୋହନ ସରକାର ।  ଗତକାଲି ବିଳମ୍ବିତ ରାତିରେ ଏଥିନିମନ୍ତେ…

ପୀଡ଼ିତାଙ୍କୁ ନିନ୍ଦିତ କରାଯାଉଛି କାହିଁକି

ଭରତପୁର ଥାନା ଘଟଣାକୁ ନେଇ ରାଜ୍ୟ ସରକାରଙ୍କ ବିରୋଧରେ ବିଜେଡି ଆନ୍ଦୋଳନ ଡାକରା ଦେଇଛି। ସରକାର ଓ ସରକାରୀ ଦଳର ପ୍ରୋତ୍ସାହନରେ ପୀଡ଼ିତାଙ୍କୁ ନିନ୍ଦିତ କରିବାକୁ ଚେଷ୍ଟା କରାଯାଉଛି ବୋଲି ଦଳ ଆରୋପ ଲଗାଇଛି। ଶଙ୍ଖ ଭବନରେ ଏକ ସାମ୍ବାଦିକ ସମ୍ମିଳନୀରେ ବିଧାୟକ ଅରୁଣ ସାହୁ କହିଥିଲେ, ଏହି…

ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ ଏହା ତାଙ୍କର ଦ୍ୱିତୀୟ ଗସ୍ତ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ରବିବାର ତୃତୀୟ ଦିନରେ କେନ୍ଦୁଝର କାର୍ଯ୍ୟକ୍ରମ ସାରି ୟୂରଭଞ୍ଜ ଜିଲା ଗସ୍ତ କରିବାର…

୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା

୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬ ରୁ ଦିନ ୧ ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରିବ ବିଜେଡି। ଭରତପୁର ଥାନାରେ ମହିଳାଙ୍କୁ ନିର୍ଯ୍ୟାତନା ଘଟଣାକୁ ନେଇ ଭୁବନେଶ୍ୱର ବନ୍ଦ ପାଳନ କରିବ ବିଜେଡି। ସେଥିପାଇଁ ଏହି…

୨୩ ଯାଏଁ ରତ୍ନଭଣ୍ଡାର ଯାଞ୍ଚ କରାଯିବ

 ଆଜିଠାରୁ ମହାପ୍ରଭୁଙ୍କ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଆସନ୍ତା ୨୩ ତାରିଖ ଯାଏଁ ଜାରି ରହିବ। ଆଜି ପ୍ରଥମ ଦିନରେ ଏଏସ୍‌ଆଇ ଓ ବିଶେଷଜ୍ଞ ଟିମ୍‌ ରତ୍ନଭଣ୍ଡାର ଯାଞ୍ଚ ପାଇଁ ଅପରାହ୍‌ଣ ୨ଟାରେ ପ୍ରବେଶ କରିଥିଲେ। ଦୀର୍ଘ ୪ ଘଣ୍ଟା ପରେ ଏହି ଟିମ୍‌…

ବାଲେଶ୍ଵର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ଯନ୍ତ୍ରୀ ଗିରଫ

ବାଲେଶ୍ଵର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟ ଯନ୍ତ୍ରୀ ଗିରଫ।  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଏନ.ଭି ହରିହର ରାଓଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ଆଜି ତାଙ୍କୁ କୋର୍ଟ ଚାଲାଣ କରାଯିବା ନେଇ ସୂଚନା ରହିଛି।  ସୂଚନା ଅନୁସାରେ ଶୁକ୍ରବାର ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ…

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ

ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହୋଇଛି। ଜନଶୁଣାଣି ଓ୍ବେବ୍‌ସାଇଟ https://janasunani.odisha.gov.in/ କିମ୍ବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ…

 ମୋହନ ସରକାରକୁ ଆଜି ୧୦୦ ଦିନ

ପୂର୍ବ ସରକାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ମଧ୍ୟ ରାଜନୀତି କରୁଥିଲେ। ସରକାର ସବୁବେଳେ ଲୋକଙ୍କ ମତ ଏବଂ ହିତକୁ ନେଇ କାର୍ଯ୍ୟ କରିବା ଜରୁରୀ। ପୂର୍ବ ସରକାର ଦୁର୍ନୀତି ଅଭିଯୋଗରେ କେବଳ କିରାଣିଙ୍କୁ ଧରୁଥି‌ଲେ। କିନ୍ତୁ ଆମେ ସେଭଳି କରୁନାହୁଁ। ଦୁର୍ନୀତିରେ ଜଡ଼ିତ ଅଧିକାରୀଙ୍କୁ ଆମେ…

ବ୍ରାହ୍ମଣୀନଦୀରେ ଜଳସ୍ତର ବୃଦ୍ଧି

ଲଗାଣ ବର୍ଷା ଯୋଗୁ ବ୍ରାହ୍ମଣୀନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଆର୍‌ଏସ୍‌ପି ପକ୍ଷରୁ ମନ୍ଦିରା ଡ୍ୟାମ୍‌ର ୧୦ଟି ଗେଟ୍‌ ଖୋଲାଯାଇଛି। ମନ୍ଦିରା ଡ୍ୟାମ୍‌କୁ ୫୩,୦୫୭ କ୍ୟୁସେକ୍ ବନ୍ୟାଜଳ ପ୍ରବେଶ କରୁଥିଲାବେଳେ ୫୩,୧୬୦ କ୍ୟୁସେକ୍  ଜଳ ନିଷ୍କାସିତ ହେଉଛି। ଡ୍ୟାମ୍‌ର ଜଳସ୍ତର ୬୭୯.୫୦ ଫୁଟ୍‌…

ବଢିଲା ପୁଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ

ପୋଲିସ ଡିଜି ଯୋଗେଶ ବାହାଦୂର (ଓ୍ବାଇବି) ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଛି। ରାଜ୍ୟ ସରକାର ୨୦୨୬ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ବଢ଼ାଇଛନ୍ତି। ତେବେ ଏହି କାର୍ଯ୍ୟକାଳକୁ ସରକାର ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ଖୁରାନିଆ ଅଗଷ୍ଟ ୧୬ରେ ରାଜ୍ୟ ପୋଲିସ ମୁଖ୍ୟାଳୟରେ ନୂତନ ପୋଲିସ…