Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
Odisha
All about all odisha state news updates
ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ଲକ୍ଷର ସହାୟତା ଘୋଷଣା କଲେ ରାଜ୍ୟ ସରକାର
ଜୀବନ ଯୁଦ୍ଧରେ ହାରିଗଲେ ଏଫ୍ଏମ୍ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି । ଭୋଗରାଇ ପୈତୃକ ଗାଁରେ ଶୋକାକୂଳ ପରିବେଶ ମଧ୍ୟରେ ଶେଷକୃତ୍ୟ ସଂପନ୍ନ ହୋଇଛି । ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ଲକ୍ଷର ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦ ଲକ୍ଷର ସହାୟତା…
ପୈତୃକ ଗାଁ ପଳାସିଆରେ ପହଞ୍ଚିଲା ମୃତ ସୌମ୍ୟାଶ୍ରୀଙ୍କ ମରଶରୀର
ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ପୈତୃକ ଗାଁ ପଳାସିଆରେ ପହଞ୍ଚିଲା ମୃତ ସୌମ୍ୟାଶ୍ରୀଙ୍କ ମରଶରୀର । କାନ୍ଦବୋବାଳିରେ ଫାଟି ପଡୁଛି ପୁରା ପରିବେଶ । କିଛି ସମୟ ପରେ ହେବ ଅନ୍ତିମ ସଂସ୍କାର । ରୀତିନୀତି ଅନୁସାରେ ନିଜ ଜନ୍ମ ମାଟିରେ ଶେଷକୃତ୍ୟ ହେବ ।ନ୍ୟାୟ ପାଇଁ ଗୁହାରି କରି ଶେଷରେ ହାରିଗଲେ…
ବାଲେଶ୍ୱର ଏଫଏମ୍ କଲେଜ ନିଲମ୍ବିତ ପ୍ରିନ୍ସିପାଲ ଦିଲୀପ ଘୋଷ ଗିରଫ
ବାଲେଶ୍ୱର ଏଫଏମ୍ କଲେଜ ନିଲମ୍ବିତ ପ୍ରିନ୍ସିପାଲ ଦିଲୀପ ଘୋଷଙ୍କୁ ଗିରଫ କଲା ସହଦେବଖୁଣ୍ଟା ପୁଲିସ । ଛାତ୍ରୀଙ୍କ ପରିବାର ଦିଲୀପ ଘୋଷଙ୍କ ଗିରଫ ଦାବି କରି ଆସୁଥିଲେ । କହିରଖୁଛୁ ପୂର୍ବରୁ ଏଜୁକେସନ୍ ବିଭାଗ ମୁଖ୍ୟ ସମୀର ସାହୁ ଗିରଫ ହୋଇଥିଲେ । ସୂଚନାଯୋଗ୍ୟ ଭୁବନେଶ୍ଵର ଏମ୍ସରେ ଜୀବନ ମୃତ୍ୟୁ…
ଆଜିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଦୁଇଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦାନ କରି ଜୁଲାଇ ୧୫ ସନ୍ଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ। ଆଜି ଅପରାହ୍ଣ ସାଢ଼େ ୪ଟାରେ ରାଷ୍ଟ୍ରପତି ଶ୍ରୀମତୀ…
ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତି ମନୋନୀତ
ରାଜ୍ୟସଭାକୁ ୪ ମନୋନୀତ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟସଭା ପାଇଁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କରିଛନ୍ତି। ସରକାରୀ ଓକିଲ ଉଜ୍ବଳ ଦେବରାଓ ନିକମ , କେରଳର ବରିଷ୍ଠ ସମାଜସେବୀ ଏବଂ ଶିକ୍ଷାବିତ୍ ସି.ସଦାନନ୍ଦନ ମାଷ୍ଟର, ଭାରତର ପୂର୍ବତନ ବୈଦେଶିକ ସଚିବ ହର୍ଷ ବର୍ଦ୍ଧନ୍…
୪ଦିନ ପରେ ଗଡ଼ିଲା ଘରୋଇ ବସ୍
ରାଜ୍ୟରେ ୪ଦିନ ପରେ ସ୍ୱାଭାବିକ ହୋଇଛି ଘରୋଇ ବସ୍ ଚଳାଚଳ । ଭୁବନେଶ୍ୱର, କଟକ ସମେତ ବିଭିନ୍ନ ସ୍ଥାନରେ ଆଜି ଗନ୍ତବ୍ୟ ସ୍ଥଳକୁ ଗଡିଛି ଘରୋଇ ବସ୍ । ୭ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନ୍ଦୋଳନ ପାଇଁ ଗଡୁନଥିଲା ବସ୍ । ହେଲେ ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ବସ ଚଳାଚଳ…
ଡ୍ରାଇଭର ସଂଘକୁ ଆନ୍ଦୋଳନ ପ୍ରତ୍ୟାହାର କରିବାକୁ ଅନୁରୋଧ କଲେ ବିଭାଗୀୟ ମନ୍ତ୍ରୀ
ରାଜ୍ୟରେ ଗତ ୪ଦିନ ହେଲାଣି ଡ୍ରାଇଭର ମହାସଂଘ ଷ୍ଟିଅରିଂ ଛାଡ ଆନ୍ଦୋଳନ କରୁଥିବାରୁ ଲୋକମାନେ ନାହିଁ ନଥିବାର ଅସୁବିଧା ସମ୍ମୁଖୀନ ହୋଇଛନ୍ତି । ଡ୍ରାଇଭର ସଂଘକୁ ଆନ୍ଦୋଳନ ପ୍ରତ୍ୟାହାର କରିବାକୁ ଅନୁରୋଧ କରିଛନ୍ତି ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା । କହିଲେ ନୀରିହ…
ସମ୍ବିଧାନ ବଞ୍ଚାଅ ନୁହେଁ କଂଗ୍ରେସ ବଂଚାଅ ଆନ୍ଦୋଳନ: ବିଜେପି
ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବିଜେପିକୁ ଟାର୍ଗେଟ କରିଛନ୍ତି । ଏହାର ଉତ୍ତରରେ ବିଜେପି କହିଛି ଯେ କଂଗ୍ରେସ ଅସ୍ତଗାମୀ ରାଜନୈତିକ ଦଳ, ରାହୁଲ ଗାନ୍ଧୀଙ୍କ ଗସ୍ତ ସମ୍ଭିଧାନ ବଞ୍ଚାଓ ଅଭିଯାନ ନୁହେଁ କଂଗ୍ରେସ ବଞ୍ଚାଅ ଅଭିଯାନ | ରାଜ୍ୟ ବିଜେପି ଉପସଭାପତି ବିରଞ୍ଚି ନାରାୟଣ…
ବିଜେପିକୁ ଟାର୍ଗେଟ କଲେ ରାହୁଲ
ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଜି ଓଡ଼ିଶାରେ ବିଜେପିକୁ ଟାର୍ଗେଟ କରିଛନ୍ତି । କଂଗ୍ରେସ ପକ୍ଷରୁ ବରମୁଣ୍ଡା ପଡ଼ିଆରେ ଆୟୋଜିତ ‘ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ ମହାସମାବେଶରେ ସେ ଯୋଗ ଦେଇ ରାଜ୍ୟ ସରକାର ଉପରେ ପର୍ଷିଛନ୍ତି ।
ବର୍ତ୍ତମାନର ସରକାର ଓଡ଼ିଶାର ଗରିବ ଲୋକଙ୍କର…
ଜେଲରୁ ମୁକୁଳିଲେ ଜଗା ପ୍ରଧାନ
ଭୁବନେଶ୍ବର ମହାନଗର ନିଗମ (ବିଏମ୍ସି)ର ଅତିରକ୍ତ କମିସନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଗିରଫ ହୋଇଥିବା ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ଝାରପଡ଼ା ଜେଲରୁ ବାହାରିଛନ୍ତି। ଜଗା ପ୍ରଧାନ ଜେଲ୍ରୁ ବାହାରିଲା ପରେ ତାଙ୍କ ସମର୍ଥକମାନେ ତାଙ୍କର ସ୍ବାଗତ…