Trending
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
Browsing Category
Odisha
All about all odisha state news updates
୧୪ରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି
ଆସନ୍ତା ୧୪ ତାରିଖରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଦୁଇଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ୧୪ ତାରିଖ ଅପରାହ୍ଣରେ ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ୨ ଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ…
ସରକାରଙ୍କ ସହ ଡ୍ରାଇଭର ମହାସଂଘର ଆଲୋଚନାରୁ ବାହାରିଲାନି ନିଷ୍କର୍ସ,ଆନ୍ଦୋଳନ ଜାରି
ସରକାରଙ୍କ ସହ ଡ୍ରାଇଭର ମହାସଂଘର ଆଲୋଚନାରୁ ବାହାରିଲାନି ନିଷ୍କର୍ସ । ଫଳରେ ଷ୍ଟିୟରିଂ ଛାଡ ଆନ୍ଦୋଳନ ଜାରି ରହିଛି । ଆନ୍ଦୋଳନରତ ଡ୍ରାଇଭର ମହାସଂଘ ସହ ପରିବହନ ମନ୍ତ୍ରୀଙ୍କ ୪ଘଣ୍ଟା ଧରି ଆଲୋଚନା ପରେ ମଧ୍ୟ କୌଣସି ନିଷ୍କର୍ସ ବାହାରି ପାରିନାହିଁ । ସେମାନଙ୍କ ଦାବି ଉପରେ ଆଲୋଚନା ହୋଇଥିବା…
ଆଜି ମୁଣ୍ଡୁଳିରେ ପହଞ୍ଚିବ ହୀରାକୁଦ ପାଣି
ଆଜି ମୁଣ୍ଡୁଳିରେ ପହଞ୍ଚିବ ହୀରାକୁଦ ପାଣି । ହୀରାକୁଦ ଡ୍ୟାମର ୨୦ଟି ଗେଟ ଦେଇ ନିଷ୍କାସିତ ହେଉଥିବା ବନ୍ୟାଜଳ ଆଜି କଟକ ମୁଣ୍ଡୁଳିରେ ପହଞ୍ଚିବ ବୋଲି ଆକଳନ କରାଯାଇଛି । ହୀରାକୁଦ ଡ୍ୟାମ୍ର ବାମପଟରେ ୧୩ଟି ଓ ଡାହାଣ ପଟେ ୭ଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି ।ଏବେ ହୀରାକୁଦ ଜଳ ଭଣ୍ଡାରର…
ଆଜି ଠୁ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ
ପୂର୍ବ ଘୋଷଣା ଅନୁସାରେ ମଙ୍ଗଳବାରଠାରୁ ଡ୍ରାଇଭର ମହାସଂଘ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଆରମ୍ଭ କରିବ। ୬ ଦଫା ଦାବି ନେଇ ଆନ୍ଦୋଳନ ଡାକରା ଦେଇଛି ଡ୍ରାଇଭର ମହାସଂଘ। ମହାସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲି କହିଛନ୍ତି ଜରୁରୀକାଳୀନ ସେବାରେ ନିୟୋଜିତ ଡ୍ରାଇଭର ଆନ୍ଦୋଳନରେ ସାମିଲ…
ରଥ ଉପରେ ଭାଙ୍ଗିଲା ଅଧର ହାଣ୍ଡି
ରଥ ଉପରେ ଠାକୁରଙ୍କ ଅଧରପଣା ନୀତି ସମ୍ପର୍ଣ୍ଣ ହୋଇଛି । ପାର୍ଶ୍ୱ ଦେବାଦେବୀ ଓ ଅନ୍ୟାନ୍ୟ ଚଣ୍ଡୀ ଚାମୁଣ୍ଡାଙ୍କୁ ଶାନ୍ତି କରିବା ପାଇଁ ଅଧରପଣା କରାଯାଇ ଅଧର ହାଣ୍ଡିକୁ ରଥ ଉପରେ ଭଙ୍ଗାଯାଇଛି । ସ୍ୱତନ୍ତ୍ର ଭାବେ ଏହି ପଣାକୁ ଶ୍ରୀବିଗ୍ରହଙ୍କର ଅଧର ପର୍ଯ୍ୟନ୍ତ ନିର୍ମିତ ୩ଟି ତୁମ୍ଭକାର…
ହାତୀ ପୁଣି ଥରେ ମନମୋହନ ସାମଲଙ୍କ ମୁଣ୍ଡ ଉପରେ ସୁନା କଳସ ଢାଳିଛି,ନିର୍ବିବାଦୀୟ ଭାବରେ ରାଜ୍ୟ ବିଜେପି ସଭାପତି…
ଶେଷରେ ହାତୀ ପୁଣି ଥରେ ମନମୋହନ ସାମଲଙ୍କ ମୁଣ୍ଡ ଉପରେ ସୁନା କଳସ ଢାଳିଛି। ନିର୍ବିବାଦୀୟ ଭାବରେ ମନମୋହନ ସାମଲ ପରବର୍ତ୍ତୀ ରାଜ୍ୟ ବିଜେପି ସଭାପତି ହୋଇଛନ୍ତି। ଏନେଇ ଆନୁଷ୍ଠାନିକ ଭାବରେ ଘୋଷଣା କରାଯାଇ ନାହିଁ, ମାତ୍ର ଏକମାତ୍ର ପ୍ରାର୍ଥୀ ଭାବରେ ସେ ନାମାଙ୍କନ ପତ୍ର ଦାଖଲ କରିଥିବାରୁ ସେ…
ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାରର ପୁନର୍ବିନ୍ୟାସ କଲେ ସରକାର
ରାଜ୍ୟରେ ଜଙ୍ଗଲ ସମ୍ପଦର ବିକାଶ, ବନ୍ୟପ୍ରାଣୀ ସଂରକ୍ଷଣ ଓ ପରିବେଶ ସୁରକ୍ଷା ଆଦି କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ବିଭିନ୍ନ ପୁରସ୍କାର ପ୍ରଦାନ କରାଯାଇଥାଏ। ଏହି କାର୍ଯ୍ୟରେ କ୍ଷେତ୍ର କର୍ମଚାରୀ ଓ ଜନସାଧାରଣଙ୍କୁ ଅଧିକ ପ୍ରୋତ୍ସାହିତ କରିବା ପାଇଁ ଏହି ପୁରସ୍କାରଗୁଡିକର…
ଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ
ଚଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ। ରବିବାର ପୂର୍ବାହ୍ନ ପ୍ରାୟ ୧୦ଟା ୨୦ରେ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ଫାଟକ ଖୋଲାଯାଇଥିଲା। ପର୍ଯ୍ୟାୟକ୍ରମେ ୧୨ଟି ଫାଟକ ଦେଇ ବନ୍ୟାଜଳ ଛଡ଼ାଯିବ। ବାମପଟର ୮ ଏବଂ ଦକ୍ଷିଣପାର୍ଶ୍ବରେ ୪ଟି ଗେଟ୍ ଖୋଲାଯିବ ବୋଲି ସୂଚନା ମିଳିଛି।…
ପୁରୀ ହେବ ‘ପୁରୀ ମହାନଗର ନିଗମ’ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ପୁରୀ ପୌରପାଳିକାକୁ ‘ପୁରୀ ମହାନଗର ନିଗମ’ରେ ପରିଣତ କରାଯିବ। ପୁରୀ ସହର ଓ ଆଖପାଖରେ ଅବସ୍ଥିତ ଗ୍ରାମପଞ୍ଚାଯତକୁ ସାମିଲ କରି ମହାନଗର ନିଗମ ଗଠିତ ହେବ। ଏହା ଦ୍ୱାରା ପୁରୀ ସଦର ଓ ବ୍ରହ୍ମଗିରି ବ୍ଲକର ପ୍ରାୟ ସାତରୁ ଆଠଟି ଗ୍ରାମପଞ୍ଚାୟତକୁ ସାମିଲ କରାଯିବ। ମହାପ୍ରଭୁ ଜଗନ୍ନାଥଙ୍କ ବାହୁଡ଼ା…
ଉଚ୍ଚ ଅଦାଲତକୁ ଗଲେ ଜଗା ପ୍ରଧାନ
ଜାମିନ ପାଇଁ ଉଚ୍ଚ କୋର୍ଟକୁ ଯାଇଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ । ଗୁରୁବାର ଭୁବନେଶ୍ୱର ଏସଡିଜେଏମ୍ କୋର୍ଟରେ ଜାମିନ ଖାରଜ ହେବା ପରେ ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା । ସେବେଠାରୁ ସେ ଝାରପଡ଼ା ଜେଲରେ ଅଛନ୍ତି । ତେବେ ଆଜି ଅଚାନକ ଜେଲ ଡିଜି ସୁଶାନ୍ତ…