Trending
- ଦୁର୍ଗାପୁରରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା, ପୀଡିତାଙ୍କ ପୁରୁଷ ବନ୍ଧୁଙ୍କୁ ବାନ୍ଧିଲା ପୋଲିସ
- EPFO ସଦସ୍ୟମାନେ ୧୦୦% ଟଙ୍କା ଉଠାଣ କରିପାରିବେ
- ଇକେୱାଇସି କରିନାହାଁନ୍ତି କି ? ଆସନ୍ତା ମାସରୁ ନେଇପାରିବେନି ଚାଉଳ
- ଏଥର କେବଳ ୭ରୁ ୯ଟା ଭିତରେ ସୀମିତ ରହିବ ବାଣଫୁଟା
- ନୂଆପଡ଼ା ନିର୍ବାଚନରେ କିଏ ଜିତିବ ?
- ମହିଳାଙ୍କୁ କାର୍ ଦେବେ ମୋହନ ସରକାର
- କେନ୍ଦ୍ର ସରକାର କର୍ମଚାରୀମାନଙ୍କୁ ମିଳିଲା ଦୀପାବଳି ବୋନସ
- ନୂଆପଡ଼ା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
Browsing Category
Odisha
All about all odisha state news updates
ଗାଡ଼କଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଜନ୍ମଦିନରେ ଆସି ପହଁଚିଛନ୍ତି ଓଡ଼ିଶାରେ । ଭୁବନେଶ୍ବର ବିମାନବନ୍ଦରରୁ ସିଧାସଳଖ ଗାଡ଼କଣରେ ପହଞ୍ଚି ହିତାଧିକାରୀଙ୍କ ସହ କଥା ହୋଇଛନ୍ତି । ବର୍ଷା ଭିତରେ ସେ ଆସି ଜନତା ମଇଦାନରେ ପହଁଚିବେ । ତେବେ ଗାଡ଼କଣରେ ସେ ନିଜ ଜନ୍ମଦିନରେ କ୍ଷୀରି ଖାଇଛନ୍ତି।…
ଆଜି ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନା ଆଜି (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା ଶୁଭାରମ୍ଭ ହେବ। ପ୍ରଧାନମନ୍ତ୍ରୀ ନିଜ ଜନ୍ମଦିନରେ ଏହି ଯୋଜନାର ଶୁଭାରମ୍ଭ କରି ପ୍ରାୟ ୧୦ଲକ୍ଷ ମହିଳା ହିତାଧିକାରୀଙ୍କୁ ୫ହଜାର ଲେଖାଏଁ ଟଙ୍କା ପ୍ରଦାନ କରିବେ। ପ୍ରତ୍ୟେକ…
ଆଜି ପ୍ରଥମଥର ଓଡ଼ିଶାରେ ଜନ୍ମଦିନ ପାଳିବେ ପ୍ରଧାନମନ୍ତ୍ରୀ
ନିର୍ବାଚନ ପ୍ରଚାରବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରତିଶ୍ରୁତି ଦେଇଥିଲେ ଓଡ଼ିଶାରେ ବିଜେପି ସରକାର ହେଲେ ‘ସୁଭଦ୍ରା’ ଯୋଜନା ଆରମ୍ଭ ହେବ। ମହିଳାଙ୍କୁ ୫୦ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ। ଆସନ୍ତାକାଲି (ମଙ୍ଗଳବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ଜନ୍ମଦିନ ଅବସରରେ…
ସୁଭଦ୍ରାର ଶୁଭାରମ୍ଭ ପାଇଁ ଖୋଲିବନି ସ୍କୁଲ-କଲେଜ
ଆସନ୍ତା ୧୭ ତାରିଖରେ ମହିଳା ବିକାଶଭିମୁଖୀ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ ରାଜ୍ୟ ସରକାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତ କରି ଏହି ଯୋଜନାର ଶୁଭାରମ୍ଭ କରିବେ । ତେବେ ଏହି ୧୭ ତାରିଖ ଦିନ ପାଇଁ ବର୍ତ୍ତମାନ ଭୁବନେଶ୍ୱରର ବିଶ୍ୱବିଦ୍ୟାଳୟକୁ ମଧ୍ୟ ବନ୍ଦ ରଖିବାକୁ…
ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ସଞ୍ଚୟ ଖାତାକୁ ୧ ଟଙ୍କା ପଠାଯାଇଛି – ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ସଞ୍ଚୟ ଖାତାକୁ ୧ ଟଙ୍କା ପଠାଯାଇଛି । ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ ଟଙ୍କା ଲେଖାଏଁ ପଠାଯାଇଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ସେ କହିଛନ୍ତି ପରୀକ୍ଷା ମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ…
ଭାଙ୍ଗିଲା ବେଦାନ୍ତର ରେଡ୍ ମଡ୍ ପଣ୍ଡ,ଚାଷ ଜମିରେ ମାଡିଗଲା କାଦୁଅ ପାଣି
ଭାଙ୍ଗିଲା ବେଦାନ୍ତର ରେଡ୍ ମଡ୍ ପଣ୍ଡ। ଚାଷ ଜମିରେ ମାଡିଗଲା କାଦୁଅ ପାଣି। କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡରେ ଥିବା ବେଦାନ୍ତ କମ୍ପାନୀର ବସନ୍ତପଡାରେ ନିର୍ମାଣ କରାଯାଇଥିବା ରେଡ୍ ମଡ୍ ପଣ୍ଡ ଆଜି ଭୁଶୁଡି ପଡିଛି। ଫଳରେ ବସନ୍ତପଡା ସମେତ ବନ୍ଧଗୁଡା, ତୁରିଗୁଡାରେ ହେକ୍ଟର ହେକ୍ଟର ଚାଷ ଜମିରେ…
ରାଜଧାନୀରେ ସୁଭଦ୍ରା ସ୍ଵାଗତ ପଦଯାତ୍ରା ,ୟୁନିଟ୍ ୩ ସ୍ଥିତ ଗିରିଦୁର୍ଗା ମନ୍ଦିରଠାରୁ ରମାଦେବୀ ବିଶ୍ଵ ବିଦ୍ୟାଳୟ ଛକ…
ସୁଭଦ୍ରା ଯୋଜନା ପାଇଁ ସାରା ରାଜ୍ୟରେ ଏବେ ଲୋକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଏବଂ ଉତ୍କଣ୍ଠା ଦେଖିବାକୁ ମିଳୁଛି। ତାକୁ ନେଇ ସଚେତନତା ସୃଷ୍ଟି କରିବା ପାଇଁ ସୁଭଦ୍ରା ଯୋଜନା ବାବଦରେ ପଦଯାତ୍ରା ଆରମ୍ଭ ହୋଇଛି। ଆଜି ଭୁବନେଶ୍ଵରରେ ବିରାଟ ପଦଯାତ୍ରା ଅନୁଷ୍ଠିତ ହୋଇଛି। ରାଜଧାନୀର ୟୁନିଟ୍ ୩…
ମଝି ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା
ମଝି ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା। ପୁରୀ ସାତପଡାରୁ ଜହ୍ନିକୁଦା ଘାଟ ଯାଉଥିବା ଏକ ଯାତ୍ରୀବାହୀ ଡଙ୍ଗା ମଏଁସା ନିକଟରେ ଫସି ରହିଛି। ଆଜି ସକାଳେ ଘାଟରୁ ମାତ୍ର ୫ କିଲୋମିଟର ଯିବା ପରେ ଏହି ଘଟଣା ଘଟିଛି। ବୋଟ୍ରେ ୫୦ରୁ ଅଧିକ ଯାତ୍ରୀ ଥିବାବେଳେ ୧୫ଟି ବାଇକ୍ ରହିଛି। ବୋଟ୍ରେ…
ବିକାଶ ପାଇଁ ଏକାଠି ହେଲେ ୧୫ ରାଜ୍ୟ
ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ସହଯୋଗରେ ଲୋକସେବା ଭବନ କନ୍ଭେନସନ ସେଣ୍ଟରରେ ଦୁଇଦିନିଆ ‘ମୌସୁମୀ ବୈଠକ’ ଆରମ୍ଭ ହୋଇଛି। ଦୁଗ୍ଧ ଉତ୍ପାଦନ ଓ ପ୍ରାଣୀ ସଂପଦର ବିକାଶ ପାଇଁ ଏହି ବୈଠକରେ ଦେଶର ୧୫ଟି ରାଜ୍ୟ ଏକାଠି ହୋଇଛନ୍ତି। ରାଜ୍ୟରେ ପ୍ରଥମ ଥର ପାଇଁ ଏଭଳି…
ଦୁଇ ଜଣଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି
ଦୁଇ ଜଣଙ୍କୁ ଧକ୍କା ଦେଇ ନାଳରେ ପସିଲା ପୋଲିସ ଗାଡ଼ି । ବିଜୁ ପଟ୍ଟନାୟକ ଛକରେ 2 ଜଣଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି । ଏହି ଦୁର୍ଘଟଣାରେ ଜଣେ ଜୋତା ମରାମତି ଦୋକନୀ ଓ ଜଣେ ସାଇକେଲ ଆରୋହୀ ଆହତ ହୋଇଛନ୍ତି । ପୋଲିସ ଗାଡ଼ିର ଡ଼୍ରାଇଭର ନିଶାସକ୍ତ ଅବସ୍ଥାରେ ଥିବା ସ୍ଥାନୀୟ ଲୋକେ ସୁଚନା…