Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ପୁରୀ ହେବ ‘ପୁରୀ ମହାନଗର ନିଗମ’ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ପୁରୀ ପୌରପାଳିକାକୁ ‘ପୁରୀ ମହାନଗର ନିଗମ’ରେ ପରିଣତ କରାଯିବ। ପୁରୀ ସହର ଓ ଆଖପାଖରେ ଅବସ୍ଥିତ ଗ୍ରାମପଞ୍ଚାଯତକୁ ସାମିଲ କରି ମହାନଗର ନିଗମ ଗଠିତ ହେବ। ଏହା ଦ୍ୱାରା ପୁରୀ ସଦର ଓ ବ୍ରହ୍ମଗିରି ବ୍ଲକର ପ୍ରାୟ ସାତରୁ ଆଠଟି ଗ୍ରାମପଞ୍ଚାୟତକୁ ସାମିଲ କରାଯିବ। ମହାପ୍ରଭୁ ଜଗନ୍ନାଥଙ୍କ ବାହୁଡ଼ା…
ଉଚ୍ଚ ଅଦାଲତକୁ ଗଲେ ଜଗା ପ୍ରଧାନ
ଜାମିନ ପାଇଁ ଉଚ୍ଚ କୋର୍ଟକୁ ଯାଇଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ । ଗୁରୁବାର ଭୁବନେଶ୍ୱର ଏସଡିଜେଏମ୍ କୋର୍ଟରେ ଜାମିନ ଖାରଜ ହେବା ପରେ ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା । ସେବେଠାରୁ ସେ ଝାରପଡ଼ା ଜେଲରେ ଅଛନ୍ତି । ତେବେ ଆଜି ଅଚାନକ ଜେଲ ଡିଜି ସୁଶାନ୍ତ…
6 ତାରିଖ ପ୍ରଥମ ବନ୍ୟାଜଳ ଛାଡ଼ିବ ହିରାକୁଦ
ଆସନ୍ତା ୬ ତାରିଖ ରବିବାର ସକାଳ ୧୦ଟାରେ ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବ। ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ମହାନଦୀ ଫୁଲିବାରେ ଲାଗିଥିବା ବେଳେ ଛତିଶଗଡ଼ ସରକାର କଲ୍ମା ବ୍ୟାରେଜ୍ର ୪୬ଟି ଗେଟ୍ ଖୋଲି ଦେଇଛନ୍ତି। କଲ୍ମାର ୬୬ଟି ଗେଟ୍ ମଧ୍ୟରୁ…
ଜେଲ ଗଲେ ଜଗାପ୍ରଧାନ
ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଗିରଫ ହୋଇଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଜାମିନ ନ ମିଳିବାରୁ ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଗିରଫ ହେବା ପରେ ଜଗାଙ୍କୁ ପୁଲିସ ଏସଡିଜେଏମଙ୍କ ବାସଭବନରେ ହାଜର କରାଇଥିଲା। ପୁଲିସ ଯେଉଁ…
ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫ ହେବା ଆନ୍ଦୋଳନରୁ ଓହରିଲା ଓଏଏସ ସଂଘ
ବିଏମସି ଅରିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ କାର୍ଯ୍ୟବନ୍ଦ ରଖିଥିବା ଓଏଏସ(ଓଡ଼ିଶା ପ୍ରଶାସନିକ ସେବା) ସଂଘ ଗୁରୁବାର ଆନ୍ଦୋଳନରୁ ଓହରିଛି। ଗୁରୁବାର ରାତିରେ ଘଟଣାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ବୋଲି କୁହାଯାଉଥିବା ଅଭିଯୁକ୍ତ…
ବିଏମସି ଅତିରିକ୍ତ କମିଶନର ଆକ୍ରମଣ ଘଟଣା : ଗିରଫ ହେଲେ ଜଗା ପ୍ରଧାନ
ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ କମିଶନରେଟ ପୁଲିସ ଅଭିଯୁକ୍ତ ବିଜେପି ନେତା ତଥା ପରାଜିତ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଛି। ଗୁରୁବାର ରାତିରେ ଜଗନ୍ନାଥ ଭୁବନେଶ୍ଵର ଡିସିପି ଅଫିସରେ ପହଞ୍ଚି ଆତ୍ମସମର୍ପଣ କରିବା ପରେ ପୁଲିସ ତାଙ୍କୁ ଗିରଫ…
ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ଆଜି କଳାବ୍ୟାଜ୍ ପିନ୍ଧି ଆନ୍ଦୋଳନକୁ ଓହ୍ଲାଇଛନ୍ତି ବିଏମସି କର୍ମଚାରୀ
ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ଆଜି କଳାବ୍ୟାଜ୍ ପିନ୍ଧି ଆନ୍ଦୋଳନକୁ ଓହ୍ଲାଇଛନ୍ତି ବିଏମସି କର୍ମଚାରୀ । ବିଏମସି କାର୍ଯ୍ୟାଳୟ ସମ୍ମୁଖରେ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଭାବେ ପ୍ରତିବାଦ କରିଛନ୍ତି । କାର୍ଯ୍ୟାଳୟରେ ଷ୍ଟାଫଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ସେମାନେ ଦାବି…
ଜୁଲାଇ ୧୪ ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆସନ୍ତା ୧୪ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି । ୧୪ରେ ଭୁବନେଶ୍ୱର ଏମ୍ସ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ଏବଂ ୧୫ରେ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । କଟକ ରେଭେନ୍ସା…
ଶରଧାବାଲିରେ ପହଂଚିଲା ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ
ଗୁଣ୍ଡିଚା ମନ୍ଦିର ଆଗରେ ତାଳଧ୍ୱଜ ରଥ ଲାଗିଥିବାବେଳେ ଘଣ୍ଟ, ହୁଳହୁଳି ଓ ହରିବୋଲ ଶବ୍ଦରେ ପ୍ରକମ୍ପିତ ହେଉଛି ବଡଦାଣ୍ଡ | ବଡ଼କଥା ଯେ ଗତକାଲି ବଳଭଦ୍ରଙ୍କ ତାଳଧ୍ବଜ ରଥ ଗଡ଼ିବା ଆରମ୍ଭରୁ ଭୀଷଣ ସମସ୍ୟା ଦେଖାଦେଇଥିଲା। ବାରମ୍ବାର ମୋଡ଼ ନେଇଥିଲା। ଫାଳି ଲାଗିବା ପରେ ବି ବିଶେଷ ପରିବର୍ତ୍ତନ…
ଶରଧାବାଲି ଅଭିମୁଖେ ପୁଣି ଗଡ଼ିଲେ ତିନି ରଥ
ଆଜି ସକାଳ ସାଢେ ୯ ଟାରୁ ପୁଣି ରଥଟଣା ଆରମ୍ଭ ହୋଇଛି। ଗତକାଲି ବଡ଼ ଦାଣ୍ଡରେ ନନ୍ଦିଘୋଷ ରଥ ଟଣା ହୋଇପାରିନଥିଲା । ସଂଧ୍ୟା ୭ଟା ୪୧ରେ ରଥଟଣା କିଛି ବାଟ ହୋଇ ବନ୍ଦ ହୋଇଥିଲା। ବଳଗଣ୍ଡି ଛକରେ ଅଟକିଥିଲା ବଳଭଦ୍ରଙ୍କ ରଥ। ମରିଚିକୋଟ ଛକରେ ଅଟକିଥିଲା ମା ସୁଭଦ୍ରାଙ୍କ ରଥ। ସିଂହଦ୍ଵାର…