Browsing Category

Odisha

All about all odisha state news updates

ସାଢେ ୪ଟାରୁ ରଥଟଣା

ଶ୍ରୀଜିଉଙ୍କ ୯ ଦିନିଆ ରଥଯାତ୍ରା ଆରମ୍ଭ ହୋଇଛି। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଛି ଶ୍ରୀକ୍ଷେତ୍ରକୁ । ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି। ଆହୁରି ଭକ୍ତମାନେ ପୁରୀ ଅଭିମୁଖେ ବାହାରିଛନ୍ତି। ସାଢେ ୪ଟାରୁ ରଥଟଣା ଆରମ୍ଭ ହେବ ବୋଲି ନୀତି ନିର୍ଘଣ୍ଟ…

ଶ୍ରୀଜିଉଙ୍କ ଧାଡ଼ି ପହଣ୍ଡି ଚାଲିଛି

ଆରମ୍ଭ ହୋଇଛି ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ।  ପବିତ୍ର ରଥଯାତ୍ରା ଅବସରରେ ଆଜି ପୁରୀ ସହରକୁ ଲକ୍ଷଲକ୍ଷ ଭକ୍ତମାନଙ୍କର ଆଗମନ ହୋଇସାରିଛି। ଏହାରି ମଧ୍ୟରେ ଶ୍ରୀଜିଉଙ୍କ ଧାଡ଼ି ପହଣ୍ଡି ଆରମ୍ଭ ହୋଇଛି । ଚଳିତ ବର୍ଷ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ଆୟୋଜନ…

ରଥଯାତ୍ରାରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ପବିତ୍ର ଘୋଷଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୋସିଆଲ ମଡିଆ ଏକ୍ସରେ ପୋଷ୍ଟ କରି ମହାମହିମ ଲେଖିଛନ୍ତି- ପବିତ୍ର ରଥଯାତ୍ରା ଉପଲକ୍ଷେ ମୁଁ ଦେଶ-ବିଦେଶରେ ରହୁଥିବା ମହାପ୍ରଭୁ ଜଗନ୍ନାଥଙ୍କ ଭକ୍ତଗଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ରଥ…

ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ

ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା-୨୦୨୫ ପାଇଁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହେବାରେ ଲାଗିଛି। ବଡ଼ଦାଣ୍ଡରେ ଗହଳି ବଢ଼ିବାରେ ଲାଗିଛି। ରଥଯାତ୍ରା ପୂର୍ବ ଦିନ ଅର୍ଥାତ ଆଜି ପୁରୀ ସହରକୁ ଲକ୍ଷଲକ୍ଷ ଭକ୍ତମାନଙ୍କର ଆଗମନ ହୋଇସାରିଛି। ରାତି ପାହିଲା ବେଳକୁ ଶ୍ରୀକ୍ଷେତ୍ରକୁ ବାହାରୁ ୧୦ଲକ୍ଷରୁ…

ଓଡ଼ିଶା ହେବ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ- ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ନିଶା ନିବାରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାର ରାଜ୍ୟକୁ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ କରିବା ପାଇଁ ଏକ  ଅଭିଯାନ ଆରମ୍ଭ କରିଛନ୍ତି। ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗୁରୁବାର ଘୋଷଣା କରିଛନ୍ତି ଯେ, ରାଜ୍ୟ ସାରା ଗଞ୍ଜେଇ ଚାଷ ଏବଂ ଏହାର ଅବୈଧ ବାଣିଜ୍ୟକୁ ଦୂର…

ରାଜସ୍ବ ସେବା ପାଇଁ ଉଦ୍ଦିଷ୍ଟ ଇ -ରେଜିଷ୍ଟେସନ ଆପ୍‌ ଉନ୍ମୋଚିତ

ରାଜସ୍ବ ସେବା ପାଇଁ ଉଦ୍ଦିଷ୍ଟ ଇ -ରେଜିଷ୍ଟେସନ ଆପ୍‌ର ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଣିକି ଗୋଟିଏ ମୋବାଇଲ୍ ଆପରେ ମିଳିବ ସମସ୍ତ ରାଜସ୍ବ ସେବା। ଘରେ ବସି ଲୋକେ ପାଇବେ ସମସ୍ତ ରାଜସ୍ୱ ସଂକ୍ରାନ୍ତ ସୁବିଧା ଆପ୍ ଦ୍ଵାରା କୌଣସି ସେବା କେନ୍ଦ୍ରକୁ ନ ଯାଇ ଘରେ ବସି…

ଜୁନ 25 ରେ ରାଜ୍ୟ ସରକାର ସମ୍ବିଧାନ ହତ୍ୟା ଦିବସ ପାଳନ କରିବେ

ରାଜ୍ୟ ସରକାର ସମ୍ବିଧାନ ହତ୍ୟା ଦିବସ ପାଳନ କରିବେ | ଭୁବନେଶ୍ଵର ରେଳ ଅଡିଟରିୟମରେ ପାଳିତ ହେବ ରାଜ୍ୟସ୍ତରୀୟ ସମ୍ବିଧାନ ହତ୍ୟା ଦିବସ କାର୍ଯକ୍ରମ | ରାଜନୀତି ବିଜ୍ଞାନର ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ ଭାଗ ନେବେ | ଏନେଇ ସୂଚନା ଦେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ…

୪ ଡେସିମିଲରୁ କମ୍ ଜମି ଥିବା ବ୍ୟକ୍ତିଙ୍କୁ ଘର କରିବା ପାଇଁ ଜମି ଯୋଗାଇଦେବେ ସରକାର

୪ ଡେସିମିଲରୁ କମ୍ ଜମି ଥିବା ବ୍ୟକ୍ତିଙ୍କୁ ଘର କରିବା ପାଇଁ ଜମି ଯୋଗାଇଦେବେ ସରକାର । କାରଣ ସେମାନଙ୍କୁ ମଧ୍ୟ ଭୂମିହୀନ ଭାବେ ବିଚାର କରାଯିବ । ପୂର୍ବରୁ ରାଜ୍ୟରେ ଭୂମିହୀନଙ୍କ ସର୍ଭେ ସରିଛି । ଗ୍ରାମାଞ୍ଚଳରେ ଆଦୌ ଜମି ନଥିବା ପରିବାର ଚିହ୍ନଟ କରିବାକୁ ଗତବର୍ଷ ୧୬ ଅଗଷ୍ଟରୁ ୩୧ ଅକ୍ଟୋବର…

ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ୨୧୦୦ଟି ଯାନବାହନ ବୋଝେଇ ମାଲବାହୀ ଜାହାଜ

ପ୍ରଶାନ୍ତ ମହାସାଗରରେ ଜୁନ ମାସ ଆରମ୍ଭରେ ନିଆଁ ଲାଗିଥିବା ଏକ ମାଲବାହୀ ଜାହାଜ ବୁଡ଼ି ଯାଇଛି। ମର୍ଣ୍ଣିଂ ମିଡାସ୍ ନାମକ ଜାହାଜ ନିଆଁ ଲାଗିବା ପରେ ପରିତ୍ୟକ୍ତ ହୋଇଯାଇଥିଲା। ୨ ହଜାର ୧୦୦ଟି ଯାନବାହାନ ନେଇ ଯାଉଥିବା ଏହି ଜାହାଜରେ ୮୦୦ଟି ଇଲେକ୍ଟ୍ରିକ ଯାନ ମଧ୍ୟ ଥିଲା। ଜାହାଜ କମ୍ପାନୀ…

ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆସିକା ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ଖେଳ ପଡିଆରେ ଆୟୋଜିତ ଯୁବ ଶକ୍ତି ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୯ଟାରେ ଭୁବନେଶ୍ଵରରୁ ବାହାରି ପ୍ରଥମେ ଆସିକା ହରିହର ହାଇସ୍କୁଲରେ ହୋଇଥିବା ଅସ୍ଥାୟୀ…