Trending
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
Browsing Category
Odisha
All about all odisha state news updates
ଚାଷୀଙ୍କ ଖାତାକୁ ଗଲା ୮୦୦ ଟଙ୍କାର ଇନ୍ପୁଟ୍ ସହାୟତା
ଚାଷୀଙ୍କ ଖାତାକୁ ଗଲା ୮୦୦ ଟଙ୍କାର ଇନ୍ପୁଟ୍ ସହାୟତା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ବରଗଡ଼ ସୋହେଲାର ଇଚ୍ଛାପାଲି ପଡ଼ିଆରେ ଆୟୋଜିତ ବିଶାଳ ଚାଷୀ ସମାବେଶରେ ଚାଷୀଙ୍କୁ ୮୦୦ ଟଙ୍କାର ଇନ୍ପୁଟ୍ ସହାୟତା ପ୍ରଦାନ କରିଛନ୍ତି।
ଖରିଫ ଧାନ ସଂଗ୍ରହ ବିଭିନ୍ନ ଜିଲାରେ ଆରମ୍ଭ…
ଆଜି ବରଗଡ଼ ଯିବେ ମୁଖ୍ୟମନ୍ତ୍ରୀ
ଖରିଫ ଧାନ ସଂଗ୍ରହ ବିଭିନ୍ନ ଜିଲାରେ ଆରମ୍ଭ ହୋଇଯାଇଛି। କୁଇଣ୍ଟାଲ୍ ପିଛା ୨୩ଶହ ଟଙ୍କା ସର୍ବନିମ୍ନ ସହାୟତା ମୂଲ୍ୟ (ଏମଏସପି) ଦେଇ ଧାନ କିଣାଯାଉଥିବାବେଳେ ୩୧୦୦ ଟଙ୍କାରେ ଧାନକିଣା ନେଇ ନିର୍ବାଚନ ଇସ୍ତାହାରରେ ବିଜେପି ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଥିଲା। ତେଣୁ ଧାନ କୁଇଣ୍ଟାଲ୍ ପିଛା…
ମହାକୁମ୍ଭମେଲା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଆସିଲା ନିମନ୍ତ୍ରଣ
ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭରେ ଯୋଗ ଦେବା ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଧିବଦ୍ଧ ଭାବେ ନିମନ୍ତ୍ରଣ କରିଛନ୍ତି ଉତ୍ତର ପ୍ରଦେଶ ସରକାର । ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିର୍ଦ୍ଦେଶକ୍ରମେ ଦୁଇ ଜଣମନ୍ତ୍ରୀ ଆସି ମୋହନ ଚରଣ ମାଝୀଙ୍କୁ…
ବିଧାନସଭାରେ ନିମ୍ନମାନର ଛତୁଆ ପ୍ରସଙ୍ଗରେ ସରକାରଙ୍କୁ ପ୍ରଶ୍ନ କାଲେ ବିରୋଧୀ
ବିଧାନସଭାରେ ନିମ୍ନମାନର ଛତୁଆ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ବିଧାୟକ କଳିକେଶ ନାରାୟଣ ସିଂ ଦେଓ ପ୍ରଶ୍ନ କରିଛନ୍ତି। ଆଉ ଏହାର ଉତ୍ତରରେ ପ୍ରଭାତୀ ପରିଡ଼ା କହିଛନ୍ତି, ନିମ୍ନମାନର ଛତୁଆ ଏସଏଚଜି ଗ୍ରୁପ ଯୋଗାଣ କରୁଛନ୍ତି।…
ବିଧାନସଭାରେ ବିଜେଡି ବିଧାୟକ ସନାତନ ମହାକୁଡ଼ଙ୍କ ଦାବି
କାଚ ମଦ ବୋତଲର ବିକଳ୍ପ ବ୍ୟବସ୍ଥା କରିବାକୁ ବିଧାନସଭାରେ ବିଜେଡି ବିଧାୟକ ସନାତନ ମହାକୁଡ଼ ଦାବି କରିଛନ୍ତି । କାଚ ବୋତଲ ବଦଳରେ ଅନ୍ୟ ବିକଳ୍ପ ବ୍ୟବସ୍ଥାରେ ମଦ ବିକ୍ରି ପାଇଁ ସରକାର ଯୋଜନା କରିବା ଆବଶ୍ୟକ ବୋଲି ସେ କହିଛନ୍ତି।
ବିଧାନସଭାରେ ଏକ ଲିଖିତ ପ୍ରଶ୍ନରେ ସନାତକ ଦାବି…
ଓଡ଼ିଶାରୁ ରାଜ୍ୟସଭାକୁ କିଏ ଯିବେ?ଏମିତି କହିଲେ ମନମୋହନ ସାମଲ…
ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ରାଜ୍ୟସଭାରେ ରେସରେ ତାଙ୍କ ନାଁ ନେଇ ସମ୍ବାଦିକଙ୍କ ପ୍ରଶ୍ନରେ ପ୍ରତିକ୍ରିୟା ରଖି ମନମୋହନ କହିଛନ୍ତି, ରଜ୍ୟସଭା କିଏ ଯିବ ସେନେଇ ପାର୍ଟି ପାର୍ଲିଆମେଣ୍ଟାରୀ ବୋର୍ଡ ନିଷ୍ପତ୍ତି ନେବ। ପାର୍ଲିଆମେଣ୍ଟାରୀ ବୋର୍ଡ ଏନେଇ ବିଧିବଦ୍ଧ ନିଷ୍ପତ୍ତି ନେବ। ମୁଁ…
ରାଜ୍ୟରେ ବଢୁଛି ଅବକାରୀ ରାଜସ୍ୱ
ବର୍ଷକୁ ବର୍ଷ ରାଜ୍ୟରେ ବଢୁଛି ମଦ ବିକ୍ରି । ବଢୁଛି ଅବକାରୀ ରାଜସ୍ୱ । ଆଜି ବିଧାନସଭାରେ ପ୍ରଶ୍ନୋତ୍ତରକାଳରେ ଏନେଇ ଉତ୍ତର ରଖିଛନ୍ତି ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀଙ୍କ ତଥ୍ୟ ଅନୁସାରେ, ଗତ ବର୍ଷ ୨୦୨୨-୨୩ରେ ୫ କୋଟି ୮୩ ଲକ୍ଷ ୪୪ ହଜାର ବିଦେଶୀ ମଦ ବିକ୍ରି…
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ଓଢ଼ଣ ଷଷ୍ଠୀ ନୀତି
ଶ୍ରୀମନ୍ଦିରରେ ମାର୍ଗଶୀର ଶୁକ୍ଳ ଷଷ୍ଠୀ ଅବସରରେ ଅନୁଷ୍ଠିତ ହେଉଛି ଓଢ଼ଣ ଷଷ୍ଠୀ ନୀତି। ମହାପ୍ରଭୁଙ୍କ ମାନବୀୟ ଲୀଳାକ୍ରମରେ ଏହି ନୀତିରେ ଶୀତର ପ୍ରକୋପରୁ ବର୍ତ୍ତିବାକୁ ଘୋଡ଼ ଲାଗି କରାଯାଏ। ଦରଜି ସର୍ଦ୍ଦାରଙ୍କ ଦ୍ବାରା ପ୍ରସ୍ତୁତ ପତନି, ଗୀତଗୋବିନ୍ଦ ପାଟ ଓ ସୁତାପାଟ ଶୀତବସ୍ତ୍ର ବା…
CRPF କ୍ଯାମ୍ପ ଉପରେ ଲାଲବାହିନୀର ଆକ୍ରମଣ
ଯବାନଙ୍କୁ ଆକ୍ରମଣ କରିବାକୁ ଆସିଥିଲେ ମାଓବାଦୀ । ଯବାନଙ୍କ ଜବାବୀ ଆକ୍ରମଣରେ ଛତ୍ରଭଙ୍ଗ ଦେଲେ ଲାଲବାହିନୀ । ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାର ଜେଡି ପାଲି ଠାରେ ନୂତନ ଭାବେ ସ୍ଥାପନ ହୋଇଥିବା CRPF କ୍ୟାମ୍ପ ଉପରେ ମାଓବାଦୀଙ୍କ ଆକ୍ରମଣ । ଶତାଧିକ ମାଓବାଦୀ CRPF…
କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ୍ ଅଧିକାରୀ ଆଶିଷ ସିଂ
କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ୍ ଅଧିକାରୀ ଆଶିଷ ସିଂ। ବର୍ତ୍ତମାନ ତାଙ୍କୁ ଅର୍ଦ୍ଧସାମରିକ ବାହିନୀ ଇଣ୍ଡୋ-ତିଦ୍ଦତ ବର୍ଡର ପୁଲିସ ବା ଆଇଟିବିପିରେ ଆଇଜି ଭାବରେ ନିଯୁକ୍ତି ଦିଆଯାଇଛି। ୫ ବର୍ଷ କିମ୍ବା ପରବର୍ତ୍ତୀ ନିର୍ଦେଶ ଯାଏଁ ସେ ଡେପୁଟେସନରେ ଯାଇଥିବା ଭାରତ ସରକାରଙ୍କ ପକ୍ଷରୁ…