Trending
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
Browsing Category
Odisha
All about all odisha state news updates
ଆଜି ପାର୍ଶ୍ୟ ପରିବର୍ତ୍ତିନ ଏକାଦଶୀ : କଣ ରହିଛି ରହସ୍ୟ
ଭାଦ୍ରବ ମାସର ଶୁକ୍ଳ ପକ୍ଷ ଏକାଦଶୀକୁ ପାର୍ଶ୍ୟ ପରିବର୍ତ୍ତିନ ଏକାଦଶୀ ବା ପଦ୍ମା ଏକାଦଶୀ ରୂପେ ପାଳନ କରାଯାଏ । ବର୍ଷକୁ ପଡୁଥିବା ୪ଟି ବଡ଼ ଏକାଦଶୀ ମଧ୍ୟରୁ ଏହି ଏକାଦଶୀ ଅନ୍ୟତମ । ଧାର୍ମିକ ମାନ୍ୟତା ଅନୁଯାୟୀ ଏହି ଦିନ ଭଗବାନ ବିଷ୍ଣୁ ଯୋଗନିଦ୍ରାରେ ରହି ନିଜର ପାର୍ଶ୍ଵ ପରିବର୍ତ୍ତନ…
ପଞ୍ଚାଏତ ନିର୍ବାଚନ ପୂର୍ବରୁ ଏନଏସି ଘୋଷଣା ବିଜେପିକୁ କେତେ ଫାଇଦା ଦେବ ?
ରାଜ୍ୟରେ ନୂଆ ଏନଏସି ଘୋଷଣା ହୋଇଛି । ଏହାକୁ ନେଇ କେଉଁଠି ଖୁସି ତ କେଉଁଠି ଦୁଃଖ । କେଉଁଠି ବିରୋଧ ପ୍ରଦର୍ଶନ ଚାଲିଛି । ଓଡ଼ିଶାରେ ସ୍ୱାୟତ୍ତ ଶାସନ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ୧୬ଟି ନୂଆ ଏନଏସି (NAC) ଏବଂ ୭ଟି ନୂଆ ମ୍ୟୁନିସିପାଲିଟିର ଘୋଷଣା ହୋଇଛି । କିଛି…
ନବୀନ କାହାକୁ ସମର୍ଥନ କରିବେ ?
ଉପରାଷ୍ଟ୍ରପତି ନିର୍ବାଚନକୁ ଏବେ ମାତ୍ର ୫ଟା ଦିନ ବାକି ଅଛି । ନବୀନ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିନାହାଁନ୍ତି । ଚର୍ଚ୍ଚା ହେଉଛି ନବୀନଙ୍କ ପାଇଁ ନିଷ୍ପତ୍ତି ନେବା ଏଥର ସହଜ ହେବନି । ପୂର୍ବରୁ ଅନେକ ପ୍ରସଙ୍ଗରେ ନବୀନ ବିଜେପିକୁ ସମର୍ଥନ ଦେଇଛନ୍ତି । ହେଲେ ଏବେ କିନ୍ତୁ ବିଜେପିକୁ…
ନିଲମ୍ବିତ ତହସିଲଦାର ମଧୁସ୍କିତା ସିଂ ଗିରଫ
ଝାରସୁଗୁଡ଼ା ଜିଲ୍ଲାର ବହୁଚର୍ଚ୍ଚିତ ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ଘଟଣାରେ ପୂର୍ବତନ ନିର୍ବାହୀ ଅଧିକାରୀ ତଥା ମୟୂରଭଞ୍ଜଜିଲ୍ଲା ଜାମଦାର ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଗିରଫ କରିଛି। ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ଘଟଣାରେ…
ରାଜ୍ୟରେ ଏବେ ଉତ୍କଟ ସାର ସଙ୍କଟ
ଦୁଇ ଦିନ ତଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀଙ୍କୁ ଏକ ଚିଠି ଲେଖି ବାସ୍ତବ ସ୍ଥିତି ନେଇ ଅବଗତ କରିଛନ୍ତି । ତାଳଚେର ସାର କାରଖାନା କାହିଁକି କାର୍ଯ୍ୟକ୍ଷମ ହେଉନି ବୋଲି ପ୍ରଶ୍ନ କରିବା ସହିତ ସାରର କଳାବଜାରୀ କଥା ଜଣାଇଛନ୍ତି ନବୀନ। କଳାବଜାରୀ ପାଇଁ ଚାଷୀ…
ଶ୍ରୀମନ୍ଦିର ପରିସରରେ ମାତୃ ଶିଶୁ ସ୍ତନ୍ୟପାନ ଗୃହ
ବହୁ ଦିନର ଦାବି ପରେ ଶ୍ରୀମନ୍ଦିର ପରିସରରେ କାର୍ଯ୍ୟକାରୀ ହୋଇଛି ଶିଶୁ ତଥା ମାଆ ମାନଙ୍କ ସକାଶେ ମାତୃ ଶିଶୁ ସ୍ତନ୍ୟପାନ ଗୃହ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ମନ୍ଦିର ଭିତରେ ଶାଖା କାର୍ଯ୍ୟଳୟ ତଳେ ଶୀତତାପ ନିୟନ୍ତ୍ରିତ ଏକ ଗୃହରେ ଏକକାଳୀନ ୪ଜଣ ମହିଳା…
ଆସିଗଲା ଚାକିରି , ଅକ୍ଟୋବର ୮ରୁ , RI, ICDS ସୁପରଭାଇଜର, ARI, ଅମିନ ପରୀକ୍ଷା
ନୂଆ ସରକାର ଆସିବା ପରେ ଆସୁଛି ପୁଣି ବମ୍ପର ଚାକିରି । ଖାଲି ଥିବା ପୋଷ୍ଟ ପୂରଣ କରିବେ ସରକାର । ଓଡ଼ିଶା ସବ-ଅଧୀନସ୍ଥ ସ୍ଟାଫ୍ ଚୟନ କମିଶନ (OSSSC) ଅକ୍ଟୋବର ୮ରୁ ରିଭେନ୍ୟୁ ଇନ୍ସ୍ପେକ୍ଟର (RI), ICDS ସୁପରଭାଇଜର, ଆସିଷ୍ଟାଣ୍ଟ ରିଭେନ୍ୟୁ ଇନ୍ସ୍ପେକ୍ଟର (ARI), ଅମିନ ପାଇଁ ପ୍ରିଲିମ…
ଭାଜପା ଉପରେ ବର୍ଷିଲା ବିଜେଡି -ମୋହନ ସରକାର ‘ରି-ବ୍ରାଣ୍ଡିଙ୍ଗ୍’ରେ ବିଶ୍ୱାସ କରୁଛି କହିଲା
ଭାଜପା ଉପରେ ବର୍ଷିଲା ବିଜେଡି -ମୋହନ ସରକାର ‘ରି-ବ୍ରାଣ୍ଡିଙ୍ଗ୍’ରେ ବିଶ୍ୱାସ କରୁଛି କହିଲା । ସହରୀକରଣର ନୂଆ ଅଭିଯାନ ଅନ୍ତର୍ଗତ ଏନ୍ଏସି ଓ ମ୍ୟୁନିସିପାଲିଟି ଘୋଷଣା କେବଳ ରାଜନୀତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାହା କହୁଛନ୍ତି ବାସ୍ତବରେ ଏଥିରେ କୌଣସି ନୂତନତା ନାହିଁ ବୋଲି…
ଅଭିଜିତ ମଜୁମଦାର ଅସୁସ୍ଥ, ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି
ଅଭିଜିତ ମଜୁମଦାର, ଓଲିଉଡ୍ ରେ ‘ମେଲୋଡି କିଙ୍ଗ୍’ ଅସୁସ୍ଥ । ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଓ ସଂଗୀତକାର ଅଭିଜିତ ମଜୁମଦାର ଅସୁସ୍ଥ ହୋଇ କଟକର ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ଏହା ସଙ୍ଗୀତ ପ୍ରେମୀଙ୍କୁ ଚିନ୍ତିତ କରିଛି।
ସମ୍ଭଲପୁରୀ…
ବଦଳିବ ଚେହେରା, ୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର
୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର । ବଦଳିବ ରୂପ, ରଂଗ, । ବଦଳିବ ସହରର ଢ଼ାଞ୍ଚା । ବେପାର, ବଣିଜ, ଶିଳ୍ପ ବୃଦ୍ଧି ପାଇବ । ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ନୂଆ ଭୁବନେଶ୍ୱରକୁ ନେଇ ବଢିଛି ଉତ୍କଣ୍ଠା । ମଳିପଡ଼ା, ଦାସପୁର, ଅନ୍ଧାରୁଆ, ଗୋଠପାଟଣା ଭଳି ଅଞ୍ଚଳକୁ ନେଇ ନୂଆ ସହର ହେବ…