Browsing Category

Odisha

All about all odisha state news updates

ଓଡ଼ିଶାରେ ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା

ଓଡ଼ିଶାରେ ଏପ୍ରିଲ୍ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା । ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା । ପ୍ରଥମ ପର୍ଯ୍ୟାୟରେ ୩୦ ଦିନ ଧରି ଚାଲିବ ଘର ଗଣନା । ଏନେଇ ରାଜସ୍ୱ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି । ଏହାସହ ୨୦୨୭ ମସିହା ଫେବ୍ରୁଆରି ମାସରେ ହେବ ଜନଗଣନାର…

ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି – ବିଏମସି ମେୟର ସୁଲୋଚନା ଦାସ

ଭୁବନେଶ୍ବର ୧ ନମ୍ବର ହାଟରେ ସ୍ଥିତି ଅନୁଧ୍ୟାନ କଲେ ବିଏମସି ମେୟର ଓ କମିଶନର । କିଛି ଦୋକାନୀ ନିୟମ ମାନୁନାହାନ୍ତି ବୋଲି କହିଛନ୍ତି ବିଏମସି ମେୟର ସୁଲୋଚନା ଦାସ । ପ୍ଲାଷ୍ଟିକ୍ ଓ ଦହନଶୀଳ ସାମଗ୍ରୀ ଯୋଗୁ ନିଆଁ ଜୋରରେ ଲାଗିଥିଲା । ବିଏମସିର ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି ବୋଲି…

ଚିଲିକାରେ ଡଲଫିନ ଗଣନା ଆରମ୍ଭ, ଆଜିଠୁ ତିନିଦିନ ଧରି ଚାଲିବ ଗଣନା , ଡଙ୍ଗାଚଳାଚଳ ବନ୍ଦ

ଚିଲିକାରେ ଡଲଫିନ ଗଣନା ଆରମ୍ଭ ।  ଆଜିଠୁ ତିନିଦିନ ଧରି ଚାଲିବ ଗଣନା ।  ଡଙ୍ଗାଚଳାଚଳ ବନ୍ଦ ।  ସକାଳ ୬ଟାରୁ ଇରାୱାଡି ଡଲଫିନ ଗଣନା ଆରମ୍ଭ ହୋଇଥିବା ବେଳେ ଦିନ ୧୨ଟା ପର୍ଯ୍ୟନ୍ତ ଗଣନା କାର୍ଯ୍ୟ ଜାରି ରହିବ ।  ଏଥିପାଇଁ ଚିଲିକାରେ ଭସାପୋଲ, ଘାଟଡ଼ଙ୍ଗା ଓ ଟ୍ୟୁରିଷ୍ଟ ଡଙ୍ଗା ଚଳାଚଳ ବନ୍ଦ…

ୟୁନିଟ୍‌-୧ ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣା: ସ୍ଥିତି ଅନୁଧ୍ୟାନ କରିଛନ୍ତି ବିଏମସି କମିଶନର ରଞ୍ଚଳ ରଣା

ରାଜଧାନୀରେ ବିଳମ୍ବିତ ରାତିରେ ୟୁନିଟ୍‌-୧ ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଫଳରେ ହାଟରେ ଥିବା ୫୦ରୁ ଅଧିକ ଦୋକାନ ଘ ସମ୍ପୂର୍ଣ୍ଣ ଜଳିପୋଡି ଛାରଖାର ହୋଇଯାଇଛି । ଏଥିରେ କୋଟି କୋଟି ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଛି । ହାଟରେ ସ୍ଥିତି ନେଇ ଅନୁଧ୍ୟାନ କରିଛନ୍ତି ବିଏମସି କମିଶନର…

ୟୁନିଟ-୧ ହାଟରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଭୁବନେଶ୍ୱର: ରାଜଧାନୀର ସବୁଠାରୁ ପୁରୁଣା ଏବଂ ବ୍ୟସ୍ତବହୁଳ ୟୁନିଟ-୧ ହାଟରେ ଆଜି ଭୋର ପ୍ରାୟ ୪ଟା ସମୟରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଘଟଣରେ ହାଟର ମୁଖ୍ୟ ଗଳିରେ ଥିବା ପ୍ରାୟ ୧୦ରୁ ଅଧିକ ଦୋକାନ ସମ୍ପୂର୍ଣ୍ଣ ଭାବେ ଜଳିଯାଇଛି। ପ୍ରାଥମିକ ତଦନ୍ତରୁ ଏହା ଏକ ସର୍ଟ ସର୍କିଟ୍‌ ଯୋଗୁଁ ଘଟିଥିବା…

କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯   କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ…

କଳାହାଣ୍ଡି ଗସ୍ତରେ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସିଥିଲେ। ଭବାନୀପାଟଣାଠାରେ ଆୟୋଜିତ ୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୬ ଉଦ୍‌ଯାପନୀ ଶେଷ ସନ୍ଧ୍ୟାରେ ଯୋଗଦେଇ ଜିଲ୍ଲାବାସୀଙ୍କୁ ସମ୍ବୋଧନ କରିଥିଲେ। ପ୍ରଥମେ କଳାହାଣ୍ଡି ଅଧିଷ୍ଠାତ୍ରୀ ଦେବୀ ମାଁ ମାଣିକେଶ୍ଵରୀଙ୍କ ଦର୍ଶନ କରିଥିଲେ…

ଚଳିତ ବର୍ଷ ଚିଲିକାକୁ ଆସିଛନ୍ତି ୧୦୬ ପ୍ରଜାତିର ୧୧ ଲକ୍ଷ ୧୦ ହଜାର ୨୫୭ ଟି ବିଦେଶାଗତ ପକ୍ଷୀ

ବନ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ଶୀତକାଳୀନ ଚିଲିକା ପକ୍ଷୀ ଗଣନା ରିପୋର୍ଟ । ଚଳିତ ବର୍ଷ ଚିଲିକାକୁ ଆସିଛନ୍ତି ୧୦୬ ପ୍ରଜାତିର ୧୧ ଲକ୍ଷ ୧୦ ହଜାର ୨୫୭ ଟି ବିଦେଶାଗତ ପକ୍ଷୀ । ସେହିପରି ଚିଲିକାରେ ୯୦ ପ୍ରଜାତିର ୨୧ ହଜାର ୯୪୩ ଟି ସ୍ଥାନୀୟ ପକ୍ଷୀଙ୍କୁ ଠାବ କରାଯାଇଛି । ୨୦୨୬ ପକ୍ଷୀ ଗଣନା…

ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି

ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ପରିଚାଳନା କମିଟି ବୈଠକରେ ଅନେକ ନିଷ୍ପତ୍ତି ହୋଇଛି। ଆଦର୍ଶ ଗୁରୁକୁଳ ପାଇଁ ନୂଆ ସଂସ୍ଥା ସହ ବୁଝାମଣା ହେବ। ମାଟିତୋଟାରେ ଚିହ୍ନଟ ୧୭ ଏକର ଜମିରେ ଗୁରୁକୂଳ ନିର୍ମିତ ହେବ। ରତ୍ନଭଣ୍ଡାର ଗଣତି ମଣତି ପାଇଁ ପ୍ରସ୍ତୁତ ଚିଠା ମାର୍ଗଦର୍ଶିକାକୁ କମିଟି…

ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ

ଗାଁରୁ ଜିଲ୍ଲା ସଦର ମହକୁମା ଯାଏଁ ଲକ୍ଷ୍ମୀ ବସ୍ ଚଳାଚଳକୁ ବିରୋଧ କରିଛି ରାଜ୍ୟ ଘରୋଇ ବସ୍ ମାଲିକ ସଙ୍ଘ । ନିଷ୍ପତ୍ତି ବଦଳାଇବାକୁ ସରକାରଙ୍କ ନିକଟରେ ଦାବି କରାଯିବ । ଯଦି ୨୩ ତାରିଖ ସୁଦ୍ଧା କୌଣସି ପଦକ୍ଷେପ ନିଆନଯାଏ, ତେବେ ୨୪ ତାରିଖରୁ କଟକକୁ କୌଣସି ବସ୍ ଗଡିବ ନାହିଁ । ଏଭଳି ଚେତାବନୀ…

ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ

ମହାପ୍ରଭୁଙ୍କ ରତ୍ନ ଗଣତି ନେଇ ବଡ ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ସରକାରଙ୍କ ଅନୁମତି ଗଣତି ହେବା ନେଇ ରଖିଲେ ପ୍ରତିକ୍ରିୟା । ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ପରେ ରତ୍ନ ଭଣ୍ଡାର ଗଣତି ମଣତି ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ…