Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Odisha
All about all odisha state news updates
ରାଜ୍ୟରେ ଆଇପିଏସ୍ ଅଧିକାରୀ ସ୍ତରରେ ବଡ଼ ଅଦଳବଦଳ,ଭୁବନେଶ୍ୱର ଡିସିପି ଭାବେ ଡା. ସରବଣା ବିବେକଙ୍କୁ ମିଳିଲା ନୂଆ…
ରାଜ୍ୟରେ ଆଇପିଏସ୍ ଅଧିକାରୀ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ଓଡ଼ିଶା ସରକାର । ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ୪ ଜଣ ଆଇପିଏସ୍ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି । ଏହି ବଦଳି ଓ ନିଯୁକ୍ତି ପରେ ଭୁବନେଶ୍ୱର, ବ୍ରହ୍ମପୁର, ଢେଙ୍କାନାଳ ଓ ବରଗଡ଼ ପୋଲିସ ପ୍ରଶାସନରେ…
ଅକ୍ଟୋବର ୨୭ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଅକ୍ଟୋବର ୨୭ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅକ୍ଟୋବର ୨୭ରେ ରାଇରଙ୍ଗପୁର ଗସ୍ତ କାର୍ଯ୍ୟକ୍ରମ ରହିଛି । ୨୮ ତାରିଖରେ ଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି ।ରାଇରଙ୍ଗପୁରରେ ଆୟୋଜିତ ମେଗା ଚକ୍ଷୁ…
ଆଜି ଠୁ ବିଧାନସଭାର ମୌସୁମୀ ଅଧିବେଶନ : ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ ଗୃହ
ସପ୍ତଦଶ ବିଧାନସଭାର ସପ୍ତମ (ମୌସୁମୀ) ଅଧିବେଶନ ମଙ୍ଗଳବାର (ସେପ୍ଟେମ୍ବର ୨୨)ଠାରୁ ହେଉଛି। ଆସନ୍ତା ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଏହି ଅଧିବେଶନ ଧାର୍ଯ୍ୟ କରାଯାଇଛି। ତା' ଭିତରେ ୯ଟି କାର୍ଯ୍ୟଦିବସ ଥିବାବେଳେ ମୋଟ ୩ଟି ଛୁଟି ରହିଛି।
ଏହି ସ୍ବଳ୍ପ ଅବଧିର ଅଧିବେଶନ ବେଶ୍ ସରଗରମ ରହିବା…
ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା,୩ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା । ଆସନ୍ତାକାଲି ସକାଳ ସୁଦ୍ଧା ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ ପହଞ୍ଚିବା ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ୪ଦିନ ଧରି ବ୍ୟାପକ ବର୍ଷା ସହ ବଜ୍ରପାତ ଓ ଝଡ଼ ପବନ ହୋଇପାରେ । ଆସନ୍ତାକାଲିଠୁ ୨୫ ତାରିଖ ମଧ୍ୟରେ…
କପିଳାସ ପୀଠ ପରିସରରେ ଅଜଗର ସାପ,ଭକ୍ତ ଓ ପର୍ଯ୍ୟଟକଙ୍କ ମଧ୍ୟରେ ଭୟ
କପିଳାସ ପୀଠ ପରିସରରେ ସାପ । ଢେଙ୍କାନାଳ ପ୍ରସିଦ୍ଧ ଶୈବପୀଠ କପିଳାସର ପାହାଚ ରାସ୍ତାର ଗଣେଷ ମନ୍ଦିର ନିକଟରେ ଏକ ସାପ ଦେଖା ଦେଇଥିବା ବେଳେ ବାରବାଙ୍କ ରାସ୍ତାରେ ଏକ ବଡ଼ ଅଜଗର ସାପ ଦେଖିବାକୁ ମିଳିଛି । ସାପଙ୍କୁ ଦେଖି ଶ୍ରଦ୍ଧାଳୁଙ୍କ ମଧ୍ୟରେ ଭୟର ବାତା ବରଣ ସୃଷ୍ଟି ହୋଇଛି । ସାପଟି କିଛି…
ମଧ୍ୟପ୍ରଦେଶ ନଲଖେଡାରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସ୍ୱର୍ଗଦ୍ୱାରରେ…
ପୁରୀ ସ୍ୱର୍ଗଦ୍ୱାରରେ ଏକା ସାଙ୍ଗରେ ଜଳିଛି, ୭ ଜୁଇ। ସ୍ୱର୍ଗଦ୍ୱାରରେ ସୃଷ୍ଟି ହୋଇଥିଲା ଶୋକାକୁଳ ପରିବେଶ। ଆଜି ଭୋର୍ ରୁ ସ୍ୱର୍ଗଦ୍ୱାରରେ ଶୋକାକୁଳ ପରିବେଶ ମଧ୍ୟରେ ଶେଷକୃତ୍ୟ ହୋଇଛି । ମଧ୍ୟପ୍ରଦେଶ ନଲଖେଡାରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ…
ପାଞ୍ଚ ଦିନିଆ ଆସାମ ଗସ୍ତରେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ
ପିଆଇବି ଭୁବନେଶ୍ୱର ନେତୃତ୍ୱରେ ଓଡ଼ିଶାର ଏକ ଗଣମାଧ୍ୟମ ପ୍ରତିନିଧି ଦଳ ଆଜି ଠାରୁ ପାଞ୍ଚଦିନିଆ ଆସାମ ଗସ୍ତ ଆରମ୍ଭ କରିଛି । ଏହି ଗସ୍ତର ଉଦ୍ଦେଶ୍ୟ ହେଉଛି ଉତ୍ତର-ପୂର୍ବାଞ୍ଚଳରେ ପ୍ରମୁଖ ବିକାଶମୂଳକ ଏବଂ ରଣନୀତିକ ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକ ପରିଦର୍ଶନ କରିବା । ପ୍ରାରମ୍ଭରେ ଏହି…
ଚୌଦ୍ଵାର ମଣ୍ଡଳ କାରାଗାର ସୂପରିଟେନ୍ଦେଣ୍ଟ ସୁଜିତ୍ ରାଉଳ ଗିରଫ,ଇନ୍ ଆଉଟ୍ ରେଜିଷ୍ଟର ଏବଂ ମିନିଟ୍ ବୁକ୍ ରେ ଜାଲିଆତି…
ଗିରଫ ହେଲେ ଜେଲ ଅଧୀକ୍ଷକ । ଚୌଦ୍ଵାର ମଣ୍ଡଳ କାରାଗାର ସୂପରିଟେନ୍ଦେଣ୍ଟ ସୁଜିତ୍ ରାଉଳ ଗିରଫ । ଗିରଫ କଲା ଚୌଦ୍ଵାର ଥାନା ପୋଲିସ । ନିକଟ ଅତୀତରେ ସୁଜିତ୍ ରାଉଳଙ୍କ ଉପରୁ ଅନ୍ତରୀଣ ସୁରକ୍ଷା ହଟାଇ ଦେଇଥିଲେ ହାଇକୋର୍ଟ । ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ସୁଜିତ୍ । ତାଙ୍କ…
ମହାନଦୀ ବିବାଦ ନାହିଁ କିମ୍ବା ସମସ୍ୟା ନାହିଁ,ବହୁତ ଶୀଘ୍ର ଏହି ସମସ୍ୟାର ସମାଧାନ ହେବ
ଛତିଶଗଡ ମୁଖ୍ୟମନ୍ତ୍ରୀ ଓଡିଶା ଗସ୍ତରେ ଆସି ମହାନଦୀ ବିବାଦ ନାହିଁ କିମ୍ବା ସମସ୍ୟା ନାହିଁ ବୋଲି କହିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ଏକ ଘଣ୍ଟାରୁ ଅଧିକ ସମୟ ଆଲୋଚନା କରିଛନ୍ତି ଦୁଇ ମୁଖ୍ୟମନ୍ତ୍ରୀ । ଦୁଇ ରାଜ୍ୟର ଉନ୍ନତି ଓ ଜନକଲ୍ୟାଣ ପାଇଁ ସମନ୍ୱୟ ଏବଂ ସହଯୋଗକୁ…
ମଧ୍ୟପ୍ରଦେଶରୁ ସ୍ବତନ୍ତ୍ର ଆମ୍ବୁଲାନସରେ ଆସୁଛି ୭ ଓଡ଼ିଆଙ୍କ ମରଶରୀର,ପୁରୀ ସ୍ୱର୍ଗଦ୍ୱାରରେ ଶେଷ କୃତ୍ୟ ପାଇଁ ଆୟୋଜନ
ମଧ୍ୟପ୍ରଦେଶରୁ ସ୍ବତନ୍ତ୍ର ଆମ୍ବୁଲାନସରେ ଆସୁଛି ୭ ଓଡ଼ିଆଙ୍କ ମରଶରୀର । ମଧ୍ୟପ୍ରଦେଶ ନାଲଖେଡାରୁ ମା ବଗଳାମୁଖୀଙ୍କ ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ଦୁର୍ଘଟଣାରେ ପରିବାର ଛାରଖାର ହୋଇଯାଇଛି । କିଛି ସମୟ ପୂର୍ବରୁ ଓଡ଼ିଶା ସୀମା ରେ ପ୍ରବେଶ କରିଛି ସ୍ବତନ୍ତ୍ର ଆମ୍ବୁଲାନ୍ସ । ତିନୋଟି…