Trending
- ଚିଲିକାରେ ଡଲଫିନ ଗଣନା ଆରମ୍ଭ, ଆଜିଠୁ ତିନିଦିନ ଧରି ଚାଲିବ ଗଣନା , ଡଙ୍ଗାଚଳାଚଳ ବନ୍ଦ
- ୟୁନିଟ୍-୧ ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣା: ସ୍ଥିତି ଅନୁଧ୍ୟାନ କରିଛନ୍ତି ବିଏମସି କମିଶନର ରଞ୍ଚଳ ରଣା
- ୟୁନିଟ-୧ ହାଟରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
- ବିଜେପିର ନୂଆ ସାରଥୀ ହେବେ ନୀତିନ ନବୀନ: ପ୍ରଥମ ଯୁବ ସଭାପତି ଭାବେ ନିଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ନିଶ୍ଚିତ
- ଚଳିତ ବର୍ଷ ଚିଲିକାକୁ ଆସିଛନ୍ତି ୧୦୬ ପ୍ରଜାତିର ୧୧ ଲକ୍ଷ ୧୦ ହଜାର ୨୫୭ ଟି ବିଦେଶାଗତ ପକ୍ଷୀ
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
Browsing Category
Odisha
All about all odisha state news updates
ଇଡକୋ ଜୁନିୟର ମ୍ୟାନେଜରଙ୍କ ଘର ସମେତ ୬ଟି ଜାଗାରେ ଭିଜିଲାନ୍ସର ଚଢାଉ
ଭିଜିଲାନ୍ସ ଜାଲରେ ପଡିଲେ ଇଡକୋ ଜୁନିୟର ମ୍ୟାନେଜର। ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମୁଦାୟ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି। ଭୁବନେଶ୍ୱରର ରାଜାରାଣୀ ଅଞ୍ଚଳରେ ଥିବା ଘର, ସାମନ୍ତରାପୁରରେ…
କାମରେ ଠକୁଥିବା ରାଜସ୍ବ ଅଧିକାରୀ,RI, ଅମିନଙ୍କ ଉପରେ ରହିବ କଡ଼ା ନଜର
ସାବାଡ଼ ହେବେ କାମରେ ଠକୁଥିବା ରାଜସ୍ବ ଅଧିକାରୀ। ଠକୁଥିଲେ ହେବ କଡ଼ା ଆକ୍ସନ। RI, ARI ଓ ଅମିନଙ୍କ କାମ ଉପରେ ନଜର ରଖିବାକୁ ସବୁ ଜିଲ୍ଲାପାଳଙ୍କୁ ରାଜସ୍ବ ବିଭାଗର ଚିଠି କରିଛି। ମନ୍ତ୍ରୀ କହିଲେ, କାମରେ ଅବହେଳା | ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, କାମରେ ଅବହେଳା କରୁଥିଲେ ବଡ…
ଟ୍ରେନ ଉପରକୁ ଗୁଳି ମାଡ଼
ଭଦ୍ରକ-ବାଉଦପୁର ସେକ୍ସନ ଟ୍ରେନ୍ ଲାଇନ୍ ମଝିରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ନନ୍ଦନକାନନ ଏକ୍ସପ୍ରେସ ଟ୍ରେନ୍ ଉପରକୁ କେତେକ ଦୁର୍ବୃତ୍ତ ଟ୍ରେନ ଉପରକୁ ୨ ରାଉଣ୍ଡ ଗୁଳିମାଡ଼ କରିଛନ୍ତି। ଗୁଳିଟି ଗାର୍ଡ ବଗିର ୱିଣ୍ଡୋ କାଚରେ ବାଜିଛି। ଗୁଳିକାଣ୍ଡରେ ୱିଣ୍ଡୋ କାଚ ଭାଙ୍ଗି ଯାଇଥିବା ବେଳେ…
ଇସ୍କନର ଅଦିନିଆ ରଥଯାତ୍ରାକୁ ନିନ୍ଦା କଲେ ଗଜପତି ମହାରାଜା
ଆମେରିକାରେ ଅଦିନିଆ ରଥଯାତ୍ରାକୁ ବିରୋଧ କରିଛନ୍ତି ଗଜପତି ମହାରାଜା । ବିଦେଶରେ ଇସ୍କନର ଅଦିନିଆ ରଥଯାତ୍ରାର ଆୟୋଜନ ନେଇ ଗଜପତି ଦିବ୍ୟସିଂହ ଦେବ କହିଛନ୍ତି, ଅନ୍ୟ ଧର୍ମରେ ଏଭଳି କରାଯାଇଥିଲେ, ତାକୁ ସହ୍ୟ କରାଯାଇନଥାନ୍ତା।
ଅଦିନିଆ ରଥଯାତ୍ରା କରି ଶ୍ରୀ ଜଗନ୍ନାଥଙ୍କୁ ଉପହାସ…
ଟ୍ରେନକୁ କିଏ ମାରିଲା ଗୁଳି ?
ନୂଆଦିଲ୍ଲୀରୁ ପୁରୀ ଅଭିମୁଖେ ଆସୁଥିବା ନନ୍ଦନକାନନ ଏକ୍ସପ୍ରେସ ଟ୍ରେନକୁ ଗୁଳିମାଡ଼ । ଦୁଇ ରାଉଣ୍ଡ ଗୁଳିମାଡ଼ ହୋଇଥିବା କୁହାଯାଉଛି । ଏନେଇ ତଦନ୍ତ ଆରମ୍ଭ ହୋଇଛି । ତେବେ ଏଥିରେ ଯାତ୍ରୀଙ୍କ କ୍ଷୟକ୍ଷତି ହୋଇନାହିିଁ । ଆଜି ସକାଳ ସା୍ଢ଼େ ୯ଟାରୁ ୧୦ଟା ଭିତରେ ଗୁଳିମାଡ଼ ହୋଇଥିବାର ଖବର…
କିଏ ହେବେ ଓଡିଶା କଂଗ୍ରେସର ନୂଆ ସଭାପତି ?
ସବୁ ବିଧାୟକ ଏବଂ ଷ୍ଟିୟରିଂ କମିଟି ସଦସ୍ୟଙ୍କୁ ନେଇ ଚାଲିଥିଲା କଂଗ୍ରେସର ଏହି ବୈଠକ । କିଏ ଧରିବେ କଂଗ୍ରେସର ମଙ୍ଗ, ତାକୁ ନେଇ ପିସିସି କାର୍ଯ୍ୟାଳୟ ଭିତରେ ଘମାସନ ଆଲୋଚନା ହୋଇଥିଲା । ଛତିଶଗଡ଼ର କଂଗ୍ରେସ ନେତା ଚରଣ ଦାସ ମହନ୍ତ ଏଵଂ ମିନାକ୍ଷୀ ନଟରାଜନ ଉପସ୍ଥିତିରେ ବସିଥିଲା ବୈଠକ…
ଦୁଇଦିନ ଭିତରେ ବାତ୍ୟା କ୍ଷତିଗ୍ରସ୍ତଙ୍କୁ ମିଳିବ ଟଙ୍କା
ଦିନକ ପରେ ବାତ୍ୟା କ୍ଷତିଗ୍ରସ୍ତଙ୍କ ଆକାଉଣ୍ଟକକୁ ଯିବ ଟଙ୍କା । ପ୍ରାଥମିକ ସ୍ତରରେ ୧୪ ଜିଲ୍ଲାରେ ପ୍ରାୟ ୬୦୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିବା ଆକଳନ ହୋଇଥିବା କହିଛନ୍ତି ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ତେଣୁ ଚାଷୀଙ୍କୁ ପ୍ରଥମେ କ୍ଷତିପୂରଣ ଦେବେ ରାଜ୍ୟ…
ବିଜୁ ପଟ୍ଟନାୟକ ବିମାନବନ୍ଦରକୁ ବୋମାରେ ଉଡେଇଦେବାକୁ ଧମକ
ଭୁବନେଶ୍ବର ବିମାନବନ୍ଦରରେ ଜରୁରୀ ଅବତରଣ । ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପୁଣି ବୋମା ଧମକ । ବିସ୍ଫୋରଣ କରି ବିମାନବନ୍ଦର ଉଡ଼ାଇଦେବାକୁ ଧମକ । ସୋମବାର ରାତିରେ ଭୁବନେଶ୍ବରରୁ ଦିଲ୍ଲୀ ଆଭିମୁଖେ ଯାତ୍ରା କରୁଥିବା ଇଣ୍ଡିଗୋ ବିମାନରେ ବୋମା ଥିବା ନେଇ ଧମକ ଆସିଥିଲା ।…
ବାଲିଯାତ୍ରା ପାଇଁ କଟକ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ
ଉପର ପଡ଼ିଆରେ ବାଲିଯାତ୍ରା ନକରିବା ନେଇ ପ୍ରଶାସନକୁ ହାଇକୋର୍ଟ ପରାମର୍ଶ ଦେଇଛନ୍ତି । ଏ ପ୍ରସଙ୍ଗରେ ଆଜି କଟକ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବିଭାଗୀୟ ଅଧିକାରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା।
ଆଜି କୋର୍ଟରେ ସତ୍ୟପାଠ ଦାଖଲ ହେବ। ବ୍ୟବସାୟୀଙ୍କ ହିତ, କଟକବାସୀଙ୍କ…
ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା
ଧାନ କିଣା କୁ ନେଇ ମନ୍ତ୍ରୀସ୍ତରୀୟ ବୈଠକ ହୋଇଯାଇଛି । ଆଉ ବୈଠକ ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ଯେ ବରଗଡ଼ ଜିଲ୍ଲାରୁ ଆରମ୍ଭ ହେବ ଧାନ କିଣା । ଚାଷୀଙ୍କଠାରୁ ରାଜ୍ୟ ସରକାର ଧାନ କୁଇଣ୍ଟାଲ ପିଛା ୩୧ ଶହ ଟଙ୍କାରେ କିଣିବେ। ନଭେମ୍ବର ତୃତୀୟ ସପ୍ତାହ ଅର୍ଥାତ୍ ୨୧…