Trending
- ଚଳିତ ବର୍ଷ ହେବନି ପାୱାରକଟ୍ – ମନ୍ତ୍ରୀ ସୁରେଶ ପୂଜାରୀ
- ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସାମୁହିକ ବିବାହ କଲେ ୧୧୦ ବର କନ୍ୟା
- IAS ସ୍ତରରେ ଅଦଳବଦଳ,ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ
- ମୁଖ୍ୟ ନିର୍ବାଚନ କମିଶନରଙ୍କୁ ହଟାଇବା ପାଇଁ ଏକ ନୋଟିସ୍ ରେ ସ୍ୱାକ୍ଷର କଲେ ଲୋକସଭା ଓ ରାଜ୍ୟସଭା ସାଂସଦ
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
Browsing Category
Odisha
All about all odisha state news updates
୨୫ ତାରିଖରେ ସୁଭଦ୍ରା ଟଙ୍କା
ଆସନ୍ତା ଡିସେମ୍ବର ୨୫ ତାରିଖରେ ସୁଭଦ୍ରା ଟଙ୍କା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଏଥିପାଇଁ ନୂଆ ଆବେଦନକାରୀଙ୍କ ସମେତ ଅଦ୍ୟାବଧି ସହାୟତା ପାଇପାରିନଥିବା ଦରଖାସ୍ତକାରୀଙ୍କ ଆବେଦନ ଯାଂଚ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଡିସେମ୍ବର…
ପୁରୀ ବ୍ଲୁ ଫ୍ଲାଗ ବିଚରେ ନୌସେନାର ପରାକ୍ରମକୁ ଭାରତ ସମେତ ପୂରା ବିଶ୍ବ ଦେଖୁଛି
ନୌସେନା ଦିବସରେ ନୌବୀରମାନେ ପୁରୀ ସମୁଦ୍ରର ଅଥଳ ଜଳରାଶିରେ ଅପରେସନ୍ କୌଶଳ ଦେଖାଇଛନ୍ତି। ନୌସେନାର ନୌବୀରମାନେ ୧୫ଟି ଯୁଦ୍ଧପୋତ, ୪୦ ଏୟାରକ୍ରାଫ୍ଟ୍ ଏହି ଯୁଦ୍ଧ କୌଶଳ ପ୍ରଦର୍ଶନ କରିଛନ୍ତି। ଭାରତୀୟ ନୈସନାର ଦକ୍ଷତାକୁ ଉପରେ ପୂରା ବିଶ୍ବବାସୀ ନଜର ରଖିଛନ୍ତି। ଜଳଭାଗରେ ବମ୍…
ଆଜି ପୁରୀ ପୌରପାଳିକାର ସମସ୍ତ ସ୍କୁଲ ବନ୍ଦ
ରାଷ୍ଟ୍ରପତିଙ୍କ ଗସ୍ତ ଓ ନୌଦିବସ ପାଳନ ଉପଲକ୍ଷେ ପୁରୀରେ ବନ୍ଦ ରହିବ ସ୍କୁଲ । ସ୍କୁଲ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ସରକାରୀ, ବେସରକାରୀ ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ସ୍କୁଲ୍ ବନ୍ଦ ରହିବା ସହ ନିକଟବର୍ତ୍ତୀ ମଦର୍ସ ପବ୍ଲିକ,…
ମାଲକାନଗିରିରେ ମୃଦୁ ଭୂମିକମ୍ପ ଅନୁଭୂତ
ମାଲକାନଗିରିରେ ମୃଦୁ ଭୂମିକମ୍ପ ଅନୁଭୂତ । କୋରାପୁଟ ଦାମନଯୋଡିରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ସକାଳ ୭ଟା ୨୮ରେ ଭୂମିକମ୍ପ ଅନୁଭୂତ ହୋଇଛି । କେବଳ କୋରାପୁଟ ନୁହେଁ, ଛତିଶଗଡ ସୁକୁମା ଓ ବିଜାପୁରରେ ବି ଭୂମିକମ୍ପ ଅନୁଭୂତ ହୋଇଛି । ତେବେ କୌଣସି କ୍ଷୟକ୍ଷତି ହୋଇଥିବା ନେଇ ସୂଚନା ନାହିଁ…
ଆଜି ପୁରୀ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ପୁରୀ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀ ଯାଇ ସେଠାରେ ମହାପ୍ରଭୁଙ୍କ ଦର୍ଶନ କରିବେ । ପରେ ଗୋପବନ୍ଧୁ ଆୟୁର୍ବେଦ ବିଦ୍ୟାଳୟକୁ ଯିବେ । ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗଦେବେ । କାର୍ଯ୍ୟକ୍ରମ ସାରି ରାଜଭବନରେ ବିଶ୍ରାନ ନେବେ । ଅପରାହ୍ନରେ ନୌସେନା ଦିବସ ସମାରୋହରେ…
ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଭେଟିଲେ ବଲିଉଡ ପ୍ରଯୋଜିକା ଏକତା କପୁର
ସତ୍ୟକୁ ସବୁଦିନ ପାଇଁ ଲୁଚାଇ ରଖାଯାଇ ପାରିବନି ଏମିତି ଏକ କାହାଣା ସତ୍ୟ ଘଟଣା ଉପରେ ଆଧାରିତ ହୋଇଛି ଫିଲ୍ଲ ସାବରମତୀରେ । ଗଣମାଧ୍ୟମ ଦେଖାଉଥିବା କଥା ଯେ ସବୁବେଳେ ସତ୍ୟ ତାହା ଯଥାର୍ଥ ନୁହେଁ , ୨୦୦୨ ଗୋଧ୍ରା ଟ୍ରେନ ପୋଡି ଓ ସେଥିରେ ଜୀବନ୍ତ ଦଗ୍ଦ ହେଇଥିବା ୫୯ ଜଣ ଜୀବନର ସତ୍ୟ…
ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ରାଷ୍ଟ୍ରପତି ପହଞ୍ଚିଛନ୍ତି। ଏହା ପରେ ବିମାନବନ୍ଦରରୁ ଚନ୍ଦ୍ରଶେଖରପୁର ନୀଳାଦ୍ରିବିହାର ଅଭିମୁଖେ ଯିବେ ରାଷ୍ଟ୍ରପତି। ସେଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ।…
୫ମାସରେ ୫୦୯ଟି ଦୁଷ୍କର୍ମ, ୪୧ ଗଣଦୁଷ୍କର୍ମ ମାମଲା ପଞ୍ଜୀକୃତ
ରାଜ୍ୟରେ ବିଜେପି ସରକାର ଆସିବା ପରେ ୫ମାସରେ ୫୦୯ଟି ଦୁଷ୍କର୍ମ ମାମଲା, ୪୧ ଗଣଦୁଷ୍କର୍ମ ମାମଲା ପଞ୍ଜୀକୃତ ହୋଇଛି। ମହିଳା ବିରୋଧୀ ସମୁଦାୟ ୯୨୪୮ଟି ମାମଲା ରୁଜୁ ହୋଇଛି। ରାଜ୍ୟରେ ମହିଳାଙ୍କ ବିରୋଧୀ ହିଂସା ସଂପର୍କରେ ଏକ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…
ବିଧାନସଭାରେ ଦାଦନ ମୃତ୍ୟୁ ପ୍ରସଙ୍ଗ ଉପରେ ଉତ୍ତର ରଖିଲେ ଶ୍ରମ ମନ୍ତ୍ରୀ
ବିଧାନସଭା ଶୀତ ଅଧିବେଶନର ପଞ୍ଚମ କାର୍ଯ୍ୟ ଦିବସରେ ବିଭିନ୍ନ ବିଭାଗର ଆଲୋଚନା ଚାଲିଛି। ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ। ଆଜି ପଞ୍ଚାୟତରାଜ, ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜୟବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ, ସରକାରୀ ଉଦ୍ୟୋଗ,…
ଆଳୁ ଦର ବୃଦ୍ଧି ଯୋଗୁଁ ବିଧାନସଭାରେ ଗର୍ଜନ କଲେ ବିରୋଧୀ
ବଡ଼ବଡ଼ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଥିବା ବିଜେପି ରାଜ୍ୟରେ ସରକାର ଗଢ଼ିବା ପରେ କେବଳ ଖାଉଟିଙ୍କୁ କନ୍ଦାଇଛି। ଚାରି ମାସ ହେଲା ଆଳୁ କଷ୍ଟରେ ଲୋକ ହନ୍ତସନ୍ତ ହେଲେଣି। ମାତ୍ର ସରକାର ବେଫିକର ଓ ଯୋଗାଣମନ୍ତ୍ରୀ ବେପରୁଆ ମନ୍ତବ୍ୟ ଦେଉଛନ୍ତି। ଡବଲ ଇଞ୍ଜିନ୍ ସରକାର ଆଳୁ ଟ୍ରକ ଟାଣି…