Trending
- ମହାକାଶରେ ଇସ୍ରୋର ଆଉ ଏକ ସଫଳତା,ଶ୍ରୀହରିକୋଟାରୁ GSLV-F18 ରକେଟ୍ ରେ NVS-03 ଉପଗ୍ରହର ସଫଳ ଉତକ୍ଷେପଣ
- ଭାରତୀୟ ବାୟୁସେନାର ୨୯ତମ ମୁଖ୍ୟ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ଏୟାର ଚିଫ୍ ମାର୍ଶଲ ଆଶୁତୋଷ ଦୀକ୍ଷିତ
- ଭୟଙ୍କର ଭୂସ୍ଖଳନରେ ପୋତି ହୋଇ ଯାଇଥିବା ୧୨ଜଣଙ୍କୁ ଖୋଜିବ ହେଲିକପ୍ଟର
- ଚାଷୀଙ୍କ ଆକାଉଣ୍ଟକୁ ଗଲା ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୪ତମ କିସ୍ତି
- ବାତ୍ୟା ଅର୍ଣ୍ଣବ ପରେ ଗଞ୍ଜାମ ଓ ଗଜପତିରେ ବ୍ୟାପକ କ୍ଷୟକ୍ଷତି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
Browsing Category
Odisha
All about all odisha state news updates
ନବୀନ ସାଢ଼େ ୪ କୋଟି ଓଡ଼ିଆଙ୍କ ସମ୍ପତ୍ତି, କୌଣସି ବ୍ୟକ୍ତି ବିଶେଷଙ୍କର ନୁହନ୍ତି – ଅଶୋକ ପଣ୍ଡା
ଗତ ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳ(ବିଜେଡି)ର ପରାଜୟ ପରେ ଦଳରେ ବିଶୃଙ୍ଖଳା ଲାଗିରହିଛି। କେତେବେଳେ ପ୍ରତ୍ୟକ୍ଷ ଭାବେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଉପରକୁ ବରିଷ୍ଠ ନେତା ଅଙ୍ଗୁଳି ଉଠାଉଛନ୍ତି ତ ଆଉ କେତେବେଳେ ପରୋକ୍ଷରେ ବାଣ ମାରୁଛନ୍ତି। ବଦ୍ରି ପାତ୍ରଙ୍କ ପରେ ଆଜି ଅର୍ଥାତ୍…
ସେପ୍ଟେମ୍ବର ଦ୍ଵିତୀୟ ସପ୍ତାହରୁ ବିଏମସି ପକ୍ଷରୁ କୁକୁର ଗଣନା ଆରମ୍ଭ
ସେପ୍ଟେମ୍ବର ଦ୍ଵିତୀୟ ସପ୍ତାହରୁ ବିଏମସି ପକ୍ଷରୁ କୁକୁର ଗଣନା ଆରମ୍ଭ ହେବ। ଭୋର ସମୟରେ ଗଣନା କରାଯିବ। ଏହି ସମୟରେ ଚାରିଆଡେ ଶୁନଶାନ ଥିବାରୁ କୁକୁରମାନେ ରାସ୍ତା ଉପରେ ମେଳି ହୋଇଥାନ୍ତି। ତେଣୁ ଏହି ସମୟରେ ସହଜରେ ଗଣନା କରାଯାଇପାରିବ ବୋଲି ବିଏମସି ବିଏମସି କମିସନର ଚଞ୍ଚଳ ରାଣା…
ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶୁଭେଚ୍ଛା
ଭୁବନେଶ୍ବର: ପବିତ୍ର ନୂଆଁଖାଇ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି,ଜୟ ଜଗନ୍ନାଥ
ଜୟ ମାଁ ସମ୍ଲେଇ। "ସମ୍କୁ ମୋର ନୂଆଁଖାଇ ଜୁହାର୍" । ଓଡ଼ିଶାର ମହାନ୍ କୃଷିଭିତ୍ତିକ ଗଣ ପର୍ବ ନୂଆଁଖାଇର ଶୁଭ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ଅନେକ ଅନେକ…
ଆଜି ଚାଷୀଙ୍କ ଖାତାକୁ ଯାଇଛି ସିଏମ୍ କିଷାନର ୩ୟ କିସ୍ତି ଟଙ୍କା
ସିଏମ୍ କିଷାନ ୩ୟ କିସ୍ତି ଟଙ୍କା ବୁଧବାର ରବି ଫସଲ ପାଇଁ ଚାଷୀଙ୍କ ଖାତାକୁ ଯାଇଛି। ଡିବିଟି ଜରିଆରେ ଟଙ୍କା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଠାଇଛନ୍ତି। ଏହିକ୍ରମରେ ଗଞ୍ଜାମ ଜିଲାର ୩ ଲକ୍ଷ ୧୯ ହଜାର ୪୪୯ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଡିବିଟି ଜରିଆରେ ଏହି କିସ୍ତି ଟଙ୍କା ଯାଇଥିବା…
ଗଣେଶ ଉତ୍ସବ
ଆଜି ପବିତ୍ର ଗଣେଶ ଚତୁର୍ଥୀ। ଗଣେଶ ଉତ୍ସବ, ଭଗବାନ ଗଣେଶଙ୍କ ଜନ୍ମଦିବସକୁ ସମର୍ପିତ। ଭଗବାନ ଗଣେଶଙ୍କ ପୂଜାର୍ଚ୍ଚନା ପାଇଁ ଚାରିଆଡ଼େ ଉତ୍ସାହ ଦେଖାଯାଇଛି। ସ୍କୁଲ, କଲେଜ, କାର୍ଯ୍ୟାଳୟ, ବଜାରରେ ଗଣେଶ ପୂଜାର ଆୟୋଜନ ହେଉଛି। ଅନେକ ସ୍ଥାନରେ ଗଣେଶ ପୂଜାକୁ ‘ଗଣେଶତ୍ସୋବ’ ଭାବେ ପାଳନ…
ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟି ପୁନର୍ଗଠିତ
୧୧ ମାସ ପରେ ପୁନର୍ଗଠିତ ହୋଇଛି ଶ୍ରୀମନ୍ଦିର ପରିଚାଳନା କମିଟି। ରାଜ୍ୟ ସରକାର ଆଜି ୧୦ ଜଣ ସଦସ୍ୟଙ୍କୁ ମନୋନୀତ କରିବା ପରେ ଏ ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି। ଏମାନେ ହେଲେ ସିଂହାରୀ ନିଯୋଗରୁ ମଧୁସୂଦନ ସିଂହାରୀ, ପୂଜାପଣ୍ଡା ନିଯୋଗରୁ ଜଗନ୍ନାଥ ପୂଜାପଣ୍ଡା, ଦଇତାପତି ନିଯୋଗରୁ…
ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ । ବିଜୁ ଛାତ୍ର ଜନତା ଦଳର ସଭାପତି ଭାବେ ଇପ୍ସିତା ସାହୁଙ୍କୁ ନିଯୁକ୍ତି ଦେଇଛନ୍ତି ନବୀନ । ସେହିପରି ଚିନ୍ମୟ ସାହୁ ବିଜୁ ଯୁବ ବିଜେଡି ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି ।
ଏହାବାଦ୍ ୪ ଜଣ ବରିଷ୍ଠ ଯୁବ ନେତାଙ୍କୁ ଛାତ୍ର…
୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ହୋଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛିି।ନୂଆଖାଇ ପର୍ବ ଉପଲେକ୍ଷେ ୨୯ ତାରିଖ ଛୁଟି ରହିବ। ସବୁ ସରକାରୀ କାର୍ଯ୍ୟାଳୟ, ମାଜିଷ୍ଟେରିଆଲ କୋର୍ଟ ଛୁଟି ରହିବ। ଏଥିପାଇଁ ସେପ୍ଟେମ୍ବର ୧୩ ଦ୍ବିତୀୟ ଶନିବାର…
ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
ଧର୍ମଶାଳାରେ ଅଧିକାଂଶ ସରପଞ୍ଚ ଓ ସମିତି ସଭ୍ୟ ବିଜେଡି ଛାଡ଼ି ବିଜେପିରେ ସାମିଲ ହେବା ପରେ ଓ ବ୍ଲକ ଅଧ୍ୟକ୍ଷଙ୍କ ଇସ୍ତଫାର ସପ୍ତାହେ ନପୂରୁଣୁ ଆଜି ବଡ଼ଚଣା ବ୍ଲକ୍ର ଅଧ୍ୟକ୍ଷା, ଉପାଧ୍ୟକ୍ଷଙ୍କ ସମେତ ବହୁ ସରପଞ୍ଚ, ସମିତିସଭ୍ୟ ଓ ସହସ୍ରାଧିକ କର୍ମୀ ଇସ୍ତଫା ଦେଇ ବିଜେପିରେ ସାମିଲ ହୋଇଛନ୍ତି।…
ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
ଯଦି କୌଣସି ଅଧିକାରୀ ଲୋକଙ୍କୁ ସେବା ଯୋଗାଇବାରେ ବିଫଳ ହୋଇଥିବେ, ଖରାପ ବ୍ୟବହାର କରିଥିବେ, ଲାଞ୍ଚ ନେଇ କାମ କରୁଥିବା ନେଇ ଅଭିଯୋଗ ଆସେ ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି।
ରାଜ୍ୟ…