Trending
- ଚିଲିକାରେ ଡଲଫିନ ଗଣନା ଆରମ୍ଭ, ଆଜିଠୁ ତିନିଦିନ ଧରି ଚାଲିବ ଗଣନା , ଡଙ୍ଗାଚଳାଚଳ ବନ୍ଦ
- ୟୁନିଟ୍-୧ ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣା: ସ୍ଥିତି ଅନୁଧ୍ୟାନ କରିଛନ୍ତି ବିଏମସି କମିଶନର ରଞ୍ଚଳ ରଣା
- ୟୁନିଟ-୧ ହାଟରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
- ବିଜେପିର ନୂଆ ସାରଥୀ ହେବେ ନୀତିନ ନବୀନ: ପ୍ରଥମ ଯୁବ ସଭାପତି ଭାବେ ନିଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ନିଶ୍ଚିତ
- ଚଳିତ ବର୍ଷ ଚିଲିକାକୁ ଆସିଛନ୍ତି ୧୦୬ ପ୍ରଜାତିର ୧୧ ଲକ୍ଷ ୧୦ ହଜାର ୨୫୭ ଟି ବିଦେଶାଗତ ପକ୍ଷୀ
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
Browsing Category
Odisha
All about all odisha state news updates
ଅପପୃଷ୍ଟି ପ୍ରସଙ୍ଗରେ ବିବୃତି ଦେଇ ନିଜ ବିଫଳତାକୁ ପରିପ୍ରକାଶ କରିଛି ବିଜେଡି : ବିରଂଚି ନାରାୟଣ ତ୍ରିପାଠୀ
କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡି ବ୍ଲକ ଅନ୍ତର୍ଗତ ମାଣ୍ଡିପଙ୍କା ଗ୍ରାମରେ ମୃତ୍ୟୁ ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଏନେଇ ରାଜ୍ୟ ସରକାର ଚିନ୍ତିତ ଓ ସଚେତନ ଅଛନ୍ତି । ତୁରନ୍ତ ଘଟଣାସ୍ଥଳକୁ ରାଜ୍ୟ ସରକାର ସ୍ୱାସ୍ଥ୍ୟ ବିଶେଷଜ୍ଞମାନଙ୍କୁ ପଠାଇ ଏହାର ତଦନ୍ତ କରିଛନ୍ତି । ଏହି ଘଟଣାର ତ୍ୱରିତ ତଦନ୍ତ…
ଭିଜିଲାନ୍ସ ଜାଲରେ ପଡ଼ିଥିବା ଯନ୍ତ୍ରୀ ଓ ଅଫିସରଙ୍କୁ ଇଡି କରିବ ଜେରା
ଭିଜିଲାନ୍ସ ଜାଲରେ ପଡ଼ିଥିବା ଯନ୍ତ୍ରୀ ଓ ଅଫିସରଙ୍କୁ ଇଡି କରିବ ଜେରା । ଖୋଳି ବାହାର କରିବ ପୋତା ଧନର ରହସ୍ୟ । କୋଟି କୋଟି ଟଙ୍କା ସମ୍ପତ୍ତି ଠୁଳର ରହସ୍ୟ ଖୋଜି ବାହାର କରିବ ଇଡି । ୪ ମାସ ମଧ୍ୟରେ ଭିଜିଲାନ୍ସ ଜାଲରେ ପଡ଼ିଥିବା ସମସ୍ତ ଯନ୍ତ୍ରୀଙ୍କ ତଥ୍ୟ ଇଡିକୁ ଦେଇଛି ରାଜ୍ୟ…
୨୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା
‘ସୁଭଦ୍ରା’ ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ଆଗାମୀ ଡିସେମ୍ବର ସୁଦ୍ଧା କୋଟିଏ ୨ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି ଟଙ୍କା। ଏଣେ ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ତିନିଜଣିଆ କମିଟି ଗଠିତ ହୋଇଛି। ଏହି କମିଟି ଅଯୋଗ୍ୟ ହିତାଧିକାରୀଙ୍କ ପାଇଁ ନୂଆ…
ଦିନିକିଆ ବଲାଙ୍ଗିର ଗସ୍ତରେ ମୋହନ ମାଝି
ବେଲପଡାରୁ ହେଲିକପ୍ଟରରେ ଆସି ପାଟଣାଗଡ ରମାଇ ହାଇସ୍କୁଲରେ ପହଞ୍ଚିବେ । ପାଟଣାଗଡ SDH ହସପିଟାଲକୁ ଉଦଘାଟନ କରିବେ ।ଏହାସହ ପାଟଣାଗଡ ବାଇପାସ୍ ୮ କିଲୋମିଟର ରାସ୍ତାର ଭିତ୍ତିପ୍ରସ୍ଥର ସ୍ଥାପନ କରିବେ। ପାଟଣାଗଡ ରଜଖମାରରେ ମଧ୍ୟାହ୍ନ ଭୋଜନ କରିବେ ମୁଖ୍ୟମନ୍ତ୍ରୀ । ପୁଣି ହେଲିକେପ୍ଟରରେ…
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଧାଦାମୋଦର ବେଶ
ପୁରୀ ସହରରେ ଘନ କୁହୁଡ଼ିର ଆସ୍ତରଣ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଧାଦାମୋଦର ବେଶ ଦର୍ଶନ କରିବାକୁ ହଜାରହଜାର ହବିଷ୍ୟାଳିଙ୍କ ସକାଳୁ ସକାଳୁ ଭିଡ଼ । ଏହାରି ଭିତରେ ଆଜି ପୁରୀରେ ପ୍ରଥମ କୁହୁଡିର ଅନୁଭବ ହୋଇଛି। କୁହୁଡିର ପ୍ରଥମ ସ୍ପର୍ଶରେ ଶ୍ରୀମନ୍ଦିର ନୀଳଚକ୍ର ସମ୍ପୂର୍ଣ୍ଣ…
ବାରରେ ଡାନ୍ସ କରାଇଲେ ରଦ୍ଦ ହେବ ଲାଇସେନ୍ସ
ବାରରେ ଡାନ୍ସ କରାଇଲେ ରଦ୍ଦ ହେବ ଲାଇସେନ୍ସ । ଗୀତ ଗାଇବା ଛଡା ବାରରେ ନାଚ ସମ୍ପୂର୍ଣ୍ଣ ବ୍ୟାନ କରିଛି ଅବକାରୀ ବିଭାଗ । ବିଭାଗ ପକ୍ଷରୁ ଆସିଥିବା ଗାଇଡ଼ଲାଇନକୁ ଉଲଂଘନ କଲେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ । ଯେଉଁମାନେ ଗାଇଡଲାଇନ ଉଲଂଘନ କରିବେ ସେମାନଙ୍କ ଲାଇସେନ୍ସ ସରକାର ରଦ୍ଦ କରିବେ ।…
ମାସର ପ୍ରଥମ ଦିନରେ ବର୍ଷାରେ ଭିଜିଛି ଟ୍ବିନ୍ ସିଟି
ମାସର ପ୍ରଥମ ଦିନରେ ବର୍ଷାରେ ଭିଜିଛି ଟ୍ବିନ୍ ସିଟି କଟକ-ଭୁବନେଶ୍ୱର। ସକାଳୁ ସକାଳୁ ଏହି ଦୁଇ ସହରରେ ପ୍ରବଳ ବର୍ଷା ହୋଇଛି। ଫଳରେ ଜନଜୀବନ ବ୍ୟାହତ ହୋଇପଡ଼ିଛି। ଭୋର୍ରୁ ପାଗ ଭଲ ଥିବାବେଳେ ହଠାତ୍ ବର୍ଷା ଆରମ୍ଭ ହୋଇଛି। ଏବେ ବି ବର୍ଷା ଜାରି ରହିଛି। ଫଳରେ ବିଭିନ୍ନ ସ୍ଥାନରେ ଜଳବନ୍ଦୀ…
ଏଲ୍ପିଜି ଗ୍ୟାସ୍ର ଦର ୬୨ ଟଙ୍କା ବୃଦ୍ଧି
ଏଲ୍ପିଜି ଗ୍ୟାସ୍ର ଦର ୬୨ ଟଙ୍କା ବୃଦ୍ଧି ପାଇଛି। ତୈଳ କମ୍ପାନି ୧୯ କିଲୋର ବାଣିଜ୍ୟିକ ସିଲିଣ୍ଡର୍ ଉପରେ ଏଲ୍ପିଜି ଦର ବୃଦ୍ଧି କରିଥିବା ସୂଚନା ରହିଛି। ତେବେ ୧୪.୨ କିଲୋର ଘରେଇ ଗ୍ୟାସ୍ ଦରରେ କୌଣସି ପରିବର୍ତ୍ତନ ହୋଇନାହିଁ। ଅର୍ଥାତ ଘରେ ରନ୍ଧା ଯାଉଥିବା ଏଲ୍ପିଜି ଦରରେ…
ଆମ୍ବ ଟାକୁଆ ଖାଇ ଚାଲିଗଲା ଦୁଇ ମହିଳାଙ୍କ ଜୀବନ
କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଳକ ଅନ୍ତର୍ଗତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଖାଇ ଦୁଇଜଣଙ୍କର ମୃତ୍ୟୁ ଘଟିଛି। ଏହାଛଡ଼ା ୬ ଗୁରୁତରଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲ (ଏମକେସିଜି)ରେ ଭର୍ତ୍ତି କରାଯାଇଥିବା ଜଣା ପଡ଼ିଛି। ମୃତକ ଦୁଇଜଣ ହେଲେ ମାଣ୍ଡିପଙ୍କା ଗ୍ରାମର ରୁନି ମାଝୀ (୩୦),…
ବାଣ ବିସ୍ଫୋରଣରେ ଚାଲିଗଲା ଯୁବକଙ୍କ ଜୀବନ, ୨ ଆହତ
ଦୀପାବଳିରେ ଅଘଟଣ ଘଟିବାରୁ ବାଣ ବିସ୍ଫୋରଣରେ ତିନି ଜଣ ଆହତ ହୋଇଛନ୍ତି। ପୁରୀ ସଦର ଥାନା ବାଟ ଗାଁରେ ଘଟିଛି ଏହି ଘଟଣା। ଆହତମାନେ ହେଉଛନ୍ତି, ଗୁଲା ରାଉତ, ଲିପା ରାଉତ ଓ ସଞ୍ଜୟ ଜେନା। ଗୁଲା ଓ ସଞ୍ଜୟଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କ ଶରୀରର ପ୍ରାୟ ୮୦ ପ୍ରତିଶତ ପୋଡ଼ି ଯାଇଥିବା…