Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
ପୁଣି ଅଘଟଣ ଘଟିଛି କଟକ ସହରରେ। କ୍ୟାଣ୍ଟେନ୍ମେଣ୍ଟ ଥାନା ଅଧୀନ ଶୈଳବାଳା ମହିଳା ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ ଆଜି ଏକ ଅଘଟଣ ଘଟିଛି। ଏଠାରେ ଚାଲିଥିବା ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ହେଲେ ସୁଜୟ କୁମାର (୨୦)। ସେ ବିହାର…
ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
ଛତିଶଗଡ଼ ବିଜାପୁର ଜିଲାର ନ୍ୟାସନାଲ ପାର୍କ ଜଙ୍ଗଲରେ ୩ ଦିନ ଧରି ଚାଲିଥିବା ବଡ଼ ଧରଣର ସର୍ଚ୍ଚ ଅପରେସନରେ ଯବାନଙ୍କ ଗୁଳିରେ ୭ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨ ଜଣ ବରିଷ୍ଠ ମାଓବାଦୀ ନେତା ରହିଛନ୍ତି। ସେମାନେ ହେଲେ ମାଓବାଦୀଙ୍କ କେନ୍ଦ୍ରୀୟ କମିଟି ସଦସ୍ୟ ନରସିହ୍ମା ଚାଲମ…
4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
ରାଜ୍ୟ କ୍ୟାବିନେଟନ୍ର ଗୁରତ୍ବପୂର୍ଣ୍ଣ ବୈଠକ ଶୁକ୍ରବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ସହରୀ ବିକାଶା ଯୋଜନାକୁ ମିଳିଲା ଅନୁମୋଦନ…
ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
କୋଟିଆ ପ୍ରସଙ୍ଗରେ ଅନୁଷ୍ଠିତ ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ବିଭିନ୍ନ ବିଭଗକୁ ମାସକ ମଧ୍ୟରେ କାଟିଆ ସଂପର୍କରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। କେରାରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅଧୀନସ୍ଥ କୋଟିଆ ଗ୍ରାମସମୂହର…
ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
ଆପଣ ସତର୍କ ରୁହନ୍ତୁ କାରଣ ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି ପାଇଛି। ଏଯାବତ୍ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬, କଟକ ଜିଲ୍ଲାରୁ ୯ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଣେ ପୁରୀ,…
ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
ଆଜି ରୁକ୍ମିଣୀ ହରଣ ଏକାଦଶୀ । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ । ଏଥିପାଇଁ ଆଜି ଚଳଚଞ୍ଚଳ ପୁରୀ । ସଜେଇ ହୋଇଛି ଶ୍ରୀମନ୍ଦିର । ସକାଳ ଧୂପ ପରେ ବିଭିନ୍ନ ନୀତାକାନ୍ତି କରାଯିବ । ଏହାପରେ ରୁକ୍ମିଣୀ ହରଣ ନୀତି ଅନୁଷ୍ଠିତ ହେବ ।
ବିମଳା ମନ୍ଦିର…
ସୁରୁଖୁରୁରେ ସରିବ ମହାପ୍ରଭୁଙ୍କ ରଥଯାତ୍ରା
କିପରି ସୁରୁଖୁରୁରେ ସରିବ ମହାପ୍ରଭୁଙ୍କ ରଥଯାତ୍ରା । ଶୃଙ୍ଖଳିତ ନୀତିକାନ୍ତି ସହ ନିର୍ଦ୍ଧାରିତ ସମୟରେ କାମ ସାରିବାକୁ ପ୍ରସ୍ତାବ । ଗତକାଲି ପୁରୀ ଜିଲ୍ଲାପାଳଙ୍କ ଅଧ୍ଯକ୍ଷତାରେ ସମସ୍ତ ସେବାୟତଙ୍କୁ ନେଇ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରାଯାଇଥିଲା । ଆସନ୍ତା ୧୧ ତାରିଖ ଦେବସ୍ନାନ ପୁର୍ଣିମା ।…
୬ ରୋଗୀଙ୍କ ଜୀବନ ନେଲା ଭୁଲ୍ ଇଞ୍ଜେକ୍ସନ
ଭୁଲ ଇଞ୍ଜେକ୍ସନ ଯୋଗୁଁ ୬ ଜଣ ରୋଗୀଙ୍କର ମୃତ୍ୟୁ। କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ୬ ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି। ଆଇସିୟୁ ସର୍ଜରୀରେ ୪ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ, ୱାର୍ଡରେ ଥିବା ଦୁଇ ରୋଗୀଙ୍କ ମୃତ୍ୟୁ ହୋଇଛି। ଗତକାଲି ୫ ଜଣଙ୍କର ଜୀବନ ଯାଇଥିବା…
ମଦ ନୀତି ଅନୁଧ୍ୟାନ କରିବେ ସରକାର
ମଦକୁ ନେଇ ରାଜ୍ୟ ସରକାର ନୂଆ ନୀତି ଆଣିବେ । ପୂର୍ବରୁ କୁହାଯାଉଥିଲା ଆଉ ନୂଆ ମଦ ଦୋକାନ ଖୋଲିବ ନାହିଁ । ଓଡ଼ିଶାରେ ନୂତନ ମଦ ନୀତି ଆରମ୍ଭ ହେବା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ରାଜ୍ୟ ଅବକାରୀ ବିଭାଗ ଅନ୍ୟ ଚାରୋଟି ରାଜ୍ୟର ଅବକାରୀ ନୀତି ଅନୁଧ୍ୟାନ କରିବା ପାଇଁ…
ରାଜ୍ୟରେ କୋଭିଡ ପଜିଟିଭ ସଂଖ୍ୟା ୧୫କୁ ବୃଦ୍ଧି
ରାଜ୍ୟରେ କୋଭିଡ ପଜିଟିଭ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି। ପୂର୍ବରୁ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଗତକାଲି ଆଉ ୨-୩ଟି କେସ ଆସିଛି। ସଂଖ୍ୟା ଢେର ଅଧିକ ବଢିନି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ପ୍ରଦାନ କରିଛନ୍ତି। କେବଳ ଗୁରୁତର ଆକ୍ରାନ୍ତଙ୍କ…