Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ
ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଲୋକସେବା ଭବନ ସମ୍ମେଳନ କକ୍ଷଠାରେ ରାଜ୍ୟସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ-୨୦୨୫ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ସରକାରଙ୍କ ତରଫରୁ ଲିଟର ପିଛା ୩ ଟଙ୍କା ଅଧିକ…
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ୨୪ ଘଣ୍ଟିଆ ବସ୍ ସେବା
ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ୨୪ ଘଣ୍ଟିଆ ବସ୍ ସେବା । ୧୦୦୦ ବସ୍ ନିୟୋଜିତ ହେବେ । ହେଲେ ବଢ଼ିବ ନାହିଁ ବସ୍ ଭଡ଼ା। ଏନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ସ୍ପଷ୍ଟ କରିଛି । ଏଥିସହିତ ପୁରୀକୁ ଯାତ୍ରା କରୁଥିବା ସମୟରେ ଯାତ୍ରୀଙ୍କୁ ବସରେ ପାନୀୟ ଜଳ ଯୋଗାଇ ଦିଆଯିବ । ବସରେ ଫାଷ୍ଟଏଡ୍…
ପୂର୍ବତନ ଭାଜପା ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ
ଭାଜପା ବିଧାୟକ ତଥା କାମାକ୍ଷାନଗର ନିର୍ବାଚନମଣ୍ଡଳିର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଗତକାଲି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ୧୯୭୭ରେ ପ୍ରଥମ କରି ଜନତା ଦଳରୁ ନିର୍ବାଚିତ ହୋଇଥିଲେ। ୭୪ ବର୍ଷ ବୟସରେ ସେ ଶେଷ ନିଶ୍ଚାସ ତ୍ୟାଗ କରିଥିବା ସୂଚନା ମିଳିଛି।…
ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ୩ ଗିରଫ
କାର୍ଯ୍ୟରତ ସାମ୍ବାଦିକ ବିଜୟ ପ୍ରଧାନଙ୍କୁ ଆକ୍ରମଣ ଘଟଣାକୁ ରାଜ୍ୟବ୍ୟାପୀ ତୀବ୍ର ନିନ୍ଦା କରାଯାଇଛି। ବଲାଙ୍ଗୀର ପୁଲିସ ଏହି ମାମଲାରେ ଜଣେ ନାବାଳକ ସମେତ ୪ ଜଣଙ୍କୁ ଧରିଛି। ଗିରଫ ଅଭିଯୁକ୍ତମାନେ ହେଲେ କୁଲଥିପାଲି ଗାଁର ଅବିନାଶ ଦଳେଇ, ଗୁମର ନାଏକ ଓ ବଲାଙ୍ଗୀର ବରପାଲିପଡ଼ାର ଆଦିତ୍ୟ ଜେନା…
ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମସ୍ତ କେନ୍ଦ୍ର ମନ୍ତ୍ରୀ ଏବଂ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ରଥଯାତ୍ରା ପାଇଁ ମୋହନ କରିଛନ୍ତି ନିମନ୍ତ୍ରଣ । ଏହାସହ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମକୁ…
ଆଜି ପବିତ୍ର ସାବିତ୍ରୀ
ଆଜି ପବିତ୍ର ସାବିତ୍ରୀ । ଉପବାସ ରଖି ସ୍ବାମୀଙ୍କ ଦୀର୍ଘାୟୁ କାମନା କରୁଛନ୍ତି ସଧବା ନାରୀ । ମନ୍ଦିରରେ ପୂଜାର୍ଚ୍ଚନା ସହ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଥାନ୍ତି ସଧବା ନାରୀ । ଯାହାକୁ ନେଇ ଚଳଚଞ୍ଚଳ ରହିଛି ସାରା ରାଜ୍ୟ । ବିଭିନ୍ନ ଜିଲ୍ଲାରେ ଦେବାଦେବୀଙ୍କ ପୀଠରେ ସଧବା ମହିଳାଙ୍କର ପ୍ରବଳ…
ସାମ୍ବାଦିକ ସଂଘର ବଲାଙ୍ଗିର ଏସ ପି କାର୍ଯ୍ୟାଳୟ ରେ ଧାରଣା
ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ବଲାଙ୍ଗିର ଏସ ପି କାର୍ଯ୍ୟାଳୟ ରେ ଧାରଣା ଦେଇଛନ୍ତି. ଗତକାଲି ବଲାଙ୍ଗିର ଜିଲ୍ଲା ର ବଡ଼ ଖବର ଜିଲ୍ଲା ପ୍ରତିନିଧି ବିଜୟ ପ୍ରଧାନ ଙ୍କୁ କୁଲଥିପାଲି ଗାଁ ରେ କିଛି ଦୁର୍ବୃତ୍ତ ଅମାନୁସିକ ଭାବେ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ଜିଲ୍ଲା. ସାମ୍ବାଦିକ. ସଂଘ…
ନୂଆ ଫୁଲପଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ
କଟକ ଜିଲ୍ଲା ନରସିଂହପୁର ବ୍ଲକ ଅନ୍ତର୍ଗତ ନୂଆ ଫୁଲପଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁଜନ ବେହେରାଙ୍କ ଦୁଇ ବଖରା ସମ୍ପୂର୍ଣ୍ଣ ଜଳିଯାଇଛି। ଅଆସବାବପତ୍ର ସହ ଅନେକ ସାମଗ୍ରୀ ପୋଡି ଯାଇଛି। ଗ୍ରାମବାସୀ ମାନେ ନିଆଁ କୁ ଆୟତ୍ତ ପାଇଁ ଅନେକ ଚେଷ୍ଟା କରିଥିଲେ ମଧ୍ୟ ବିଫଳ…
ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ୍ୟୁ, କ୍ଷତିପୂରଣ ଦାବି
ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ୍ୟୁ ଘଟଣାକୁ ନେଇ ତଦନ୍ତ ଚାଲିଛି। ହିନ୍ଦୋଳ ରେଞ୍ଜ ରାଜମୋହନପୁର ଜଙ୍ଗଲରେ ପାଟ୍ରୋଲିଂ କରୁଥିବା ସମୟରେ ଶିକାରୀ ଗୁଳିମାଡ଼ କରିଥିଲେ। ମୋଟ ୧୩ ଜଣ ବନବିଭାଗର କର୍ମୀ ପାଟ୍ରୋଲିଂ କରୁଥିଲେ। ଗୁଳି ପ୍ରହ୍ଲାଦଙ୍କ ପେଟରେ ବାଜିଥିଲା। ଫଳରେ ଗୁରୁତର ଅବସ୍ଥାରେ…
୫ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଲର୍ଟ କଲା IMD
୧୬ ବର୍ଷ ପରେ ନିର୍ଦ୍ଧାରିତ ସମୟର ୮ ଦିନ ପୂର୍ବରୁ କେରଳରେ ପ୍ରବେଶ କରିଛି ମୌସୁମୀ । ମୌସୁମୀ ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ଏଭଳି ବର୍ଷା ଜାରି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ପାଣିପାଗ ବିଶେଷଜ୍ଞ ଅନୁମାନ କରିଛନ୍ତି ଯେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେଉଥିବାରୁ…