Trending
- ବିଜେପିର ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କଲେ ନୀତିନ ନବୀନ
- ଚିଲିକାରେ ଡଲଫିନ ଗଣନା ଆରମ୍ଭ, ଆଜିଠୁ ତିନିଦିନ ଧରି ଚାଲିବ ଗଣନା , ଡଙ୍ଗାଚଳାଚଳ ବନ୍ଦ
- ୟୁନିଟ୍-୧ ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣା: ସ୍ଥିତି ଅନୁଧ୍ୟାନ କରିଛନ୍ତି ବିଏମସି କମିଶନର ରଞ୍ଚଳ ରଣା
- ୟୁନିଟ-୧ ହାଟରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
- ବିଜେପିର ନୂଆ ସାରଥୀ ହେବେ ନୀତିନ ନବୀନ: ପ୍ରଥମ ଯୁବ ସଭାପତି ଭାବେ ନିଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ନିଶ୍ଚିତ
- ଚଳିତ ବର୍ଷ ଚିଲିକାକୁ ଆସିଛନ୍ତି ୧୦୬ ପ୍ରଜାତିର ୧୧ ଲକ୍ଷ ୧୦ ହଜାର ୨୫୭ ଟି ବିଦେଶାଗତ ପକ୍ଷୀ
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
Browsing Category
Odisha
All about all odisha state news updates
ଆଜି ହେଉଛି ଧନତେରାସ: ସୁନା ଦୋକାନାରେ ଗହଳି
ଆଜିର ଦିନରେ ସୁନା କିଣିଲେ ସବୁବେଳ ଶୁଭ ହୋଇଥାଏ ବୋଲି ଏକ ବିଶ୍ବାସ ରହିଛି। ସେଥିପାଇଁ ଅନେକ ସୁନା କିଣିବା ପାଇଁ ଏହି ଦନକୁ ଅପେକ୍ଷା କରିଥାନ୍ତି। ତେବେ ଆଜିର ସୁନା ଦର ଯାହା ରହିଛି ତାହା ଲୋକଙ୍କୁ ହତାସ କରିଦେଇଛି। କାରଣ ଗତ ବର୍ଷ ତୁଳନାରେ ଏଥର ପ୍ରାୟ ୧୭ ହଜାର ଟଙ୍କା ଅଧିକ ରହିଛି।…
କାଠ ବଦଳରେ ଘସିରେ ହେବ ଶବଦାହ
ସ୍ୱର୍ଗଦ୍ୱାରରେ ଏଣିକି ଗଛ କାଠ ବଦଳରେ ଗୋବର କାଠ ବା ଘସିରେ ହେବ ଶବ ଦାହ। ହିନ୍ଦୁ ଶାସ୍ତ୍ର ଅନୁଯାୟୀ ଗୋବରକୁ ଶବ ଦାହରେ ବ୍ୟବହାର କରାଯାଏ। ଏହାଦ୍ୱାରା କାଠ ବଦଳରେ ଗୋବରରେ ତିଆରି କାଠରେ ଶବ ଦାହ ହେବ। ସରକାର ଏ ନେଇ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ଖୁବ ଶୀଘ୍ର ବିଚାର ବିମର୍ଶ କରି…
ଲିଙ୍ଗରାଜ ମନ୍ଦିରରେ ଫଟୋ ଉଠାଇ ବିବାଦରେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ
ଲିଙ୍ଗରାଜ ମନ୍ଦିରରେ ଫଟୋ ଉଠାଇ ବିବାଦରେ ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ । ମନ୍ଦିର ଭିତରେ ଫଟୋ ଉଠାଇବା ସହ ରାଜୁ ନନାଙ୍କ ସହ ଭିଡିଓ ମଧ୍ୟ କରିଛନ୍ତି ।
ପୂର୍ବରୁ ଓଲିଉଡ ଅଭିନେତା ଚନ୍ଦନ କରଙ୍କ ସହ ମନ୍ଦିର ଭିତରେ ଫଟୋ ଉଠାଇ ଚର୍ଚ୍ଚାକୁ ଆସିଥିଲେ ରାଜୁ ନନା । ଯାହାକୁ ନେଇ ଏବେ…
‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ରେ ଆରମ୍ଭ ହୋଇଛି ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଛନ୍ତି। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ‘ରନ୍ ଫର୍ ୟୁନିଟି’ ମାରାଥନ…
ଧନ୍ତେରସ୍ ଓ ଦୀପାବଳିକୁ ନେଇ ରାଜଧାନୀ ସୁନା ବଜାରରେ ପ୍ରବଳ ଉତ୍ସାହ
ଧନ୍ତେରସ୍ରେ ସୁନା ଓ ଧାତବ ପଦାର୍ଥ କିଣିଲେ ଘରର ସମୃଦ୍ଧି ବଢ଼ିଥାଏ ବୋଲି ରହିଥିବା ବିଶ୍ବାସକୁ ଆଧାର କରି ଗହଣା ପ୍ରତିଷ୍ଠାନଗୁଡ଼ିକ ଆକର୍ଷଣୀୟ ଅଫର ଘୋଷଣା କରିଛନ୍ତି। ଗଢ଼ା ମଜୁରିରେ ରିହାତି, ସୁନାର ଗ୍ରାମ ପିଛା ଫ୍ଲାଟ୍ ରିହାତି, ପୁରୁଣା ସୁନା ବଦଳରେ ନୂଆ ଗହଣା ନେବା,…
ଜାଣନ୍ତୁ ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାରେ କେବେଠୁ ଲାଗୁ ହେବ ?
ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ ୨ ଆସନ୍ତାକାଲି ଜାତୀୟ ସ୍ତରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ଵାରା ଲଞ୍ଚ ହେବ । ଏଥିରେ ସତୁରୀ ବର୍ଷରୁ ଅଧିକ ବୟସ ଲୋକମାନେ ମାଗଣା ସ୍ବାସ୍ଥ୍ୟ ସୁବିଧା ପାଇବେ । କିନ୍ତୁ ଓଡ଼ିଶାରେ ଏହା ଲାଗୁ ହୋଇପାରିବ ନାହିଁ । ଯେହେତୁ ଓଡ଼ିଶାରେ ପୂର୍ବରୁ…
କେବେ ମିଳିବ ତୃତୀୟ ପର୍ଯ୍ୟାୟର ସୁଭଦ୍ରା ପ୍ରଥମ କିସ୍ତି ଟଙ୍କା ?
‘ସୁଭଦ୍ରା' ଯୋଜନା ନେଇ ପୁଣି ଏକ ଅପଡେଟ ଖବର ଆସିଛି । ଯେଉଁମାନେ ଏହି ଯୋଜନାର ଲାଭ ପାଇନାହାଁନ୍ତି । ସେମାନେ ଖୁବ ଶୀଘ୍ର ପାଇବେ ବୋଲି ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଖୁବ୍ ଶୀଘ୍ର ତୃତୀୟ ପର୍ଯ୍ୟାୟର ପ୍ରଥମ କିସ୍ତି ଟଙ୍କା…
ଦୁର୍ନୀତିଖୋର ଅଧିକାରୀଙ୍କୁ କୌଣସି ସୁରକ୍ଷା ଦେବେନାହିଁ ସରକାର
ଦୁର୍ନୀତିଖୋର ଅଧିକାରୀଙ୍କୁ କଠୋର ଦଣ୍ଡ ମିଳିବ । କାହାକୁ ଛଡାଯିବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଯେଉଁମାନେ ଦୁର୍ନୀତି କରୁଛନ୍ତି ତାକୁ ପ୍ରଶୟ ଦେବନାହିଁ ସରକାର। ଦୁର୍ନୀତି ନିବାରଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଓଡ଼ିଶା ଦୁର୍ନୀତି ନିବାରଣ ସଚେତନତା ସପ୍ତାହ…
ମଠ ମନ୍ଦିରଗୁଡ଼ିକର ସୁରକ୍ଷା ଓ ରକ୍ଷଣାବେକ୍ଷଣ ପାଇଁ ସରକାର ଆଣୁଛନ୍ତି ନୂଆ ଯୋଜନା
ବିଜେପି ସରକାର ମଠମନ୍ଦିରଗୁଡ଼ିକର ସୁରକ୍ଷା ଓ ରକ୍ଷଣାବେକ୍ଷଣ ସହ ପରିଚଳନା ସମସ୍ୟା ସମାଧାନ ପାଇଁ ନୂଆ ଯୋଜନା ଆଣୁଛନ୍ତି । ଏନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି । ଦେବାଳୟ ପ୍ରକଳ୍ପ ନୂଆ ଯୋଜନା ଆଣୁଛନ୍ତି ସରକାର। ଏନେଇ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ ଯେଉଁ ମଠ…
ନଭେମ୍ବର 2 ସୁଦ୍ଧା ଆସିବ ବାତ୍ୟା କ୍ଷୟକ୍ଷତି ରିପୋର୍ଟ
ନଭେମ୍ବର 2 ସୁଦ୍ଧା ଆସିବ ବାତ୍ୟା କ୍ଷୟକ୍ଷତି ରିପୋର୍ଟ । ବାତ୍ୟା ପରେ ବର୍ତ୍ତମାନ ସୁଦ୍ଧା ପ୍ରାୟ ୯୮ ପ୍ରତିଶତ ବିଦ୍ୟୁତ୍ ଉପଭୋକ୍ତାଙ୍କୁ ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।ଏବେ ସୁଦ୍ଧା ୫୦ ହଜାର ଲୋକଙ୍କୁ ବିଦ୍ୟୁତ ସଂଯୋଗ ଦିଆଯାଇ ପାରିନି। ବିଦ୍ୟୁତ୍…