Trending
- ଆଜିଠୁ ସଂସଦରେ ଆରମ୍ଭ ହେବ ଶୀତ ଅଧିବେଶନ
- BLOଙ୍କ ପାରିଶ୍ରମିକ ୬ ହଜାରରୁ ୧୨ ହଜାର ଟଙ୍କାକୁ ବୃଦ୍ଧି
- ଡିସେମ୍ବର 7ରେ ଆଉ ଥରେ ହେବ ASO ପରୀକ୍ଷା
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
- ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
- ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
- ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
- ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ: ମନ୍ଦିର ଅନୁଦାନ ବୃଦ୍ଧି ସହ ଅଙ୍ଗନବାଡ଼ି ଗୃହ ପ୍ରସଙ୍ଗରେ ଆଲୋଚନା
Browsing Category
Odisha
All about all odisha state news updates
ଲାଞ୍ଚ ନେଲା ବେଳେ କନିଷ୍ଠ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ
ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ବ୍ଲକର କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ନାମକ ଜୈନିକ କନିଷ୍ଠ ଯନ୍ତ୍ରୀ ଜଣେ ଚାଷୀଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରା ପଡିଥିବା ଜଣାପଡିଛି।
ସୂଚନାରୁ ଜଣାପଡିଛି ବେଲପଡା ବ୍ଲକ କନ୍ଧେନଝୁଲା ଗ୍ରାମର ଦୈନିକ…
ଏନକାଉଣ୍ଟରରେ 30 ମାଓବାଦୀଙ୍କ ମୃତ୍ୟୁ
ଛତିଶଗଡ଼: ମାଓବାଦୀମାନେ ଜଙ୍ଗଲରେ କ୍ୟାମ୍ପ କରିଥିବା ବେଳେ ସେମାନଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିଲେ ସୁରକ୍ଷାକର୍ମୀ । ଜବତ ହୋଇଥିବା ଅସ୍ତ୍ରଶସ୍ତ୍ର ମଧ୍ୟରେ ରହିଛି ଏକେ 47 ରାଇଫଲ ଓ ଏସଏଲଆର । ଛତିଶଗଡ଼ ନାରାୟଣପୁର ଓ ଦନ୍ତେୱାଡ଼ା ଜିଲ୍ଲାର ସୀମାନ୍ତରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ…
ପୁରୀରେ ହବିଷ୍ୟାଳୀଙ୍କୁ ମିଳିବ ସବୁ ସୁବିଧା
ପୁରୀ: ଏଥର ପୁରୀକୁ ଯଦି ଆପଣଙ୍କ ପରିବାରର କେହି ହବିଷ୍ୟାଳି ଯିବା ପାଇଁ ଚାହୁଁଛନ୍ତି ତେବେ ସରକାରୀ ଓ୍ବେବସାଇଟରେ ଆବେଦନ କରିବାକୁ ପଡ଼ିବ । ସମସ୍ତ ସୁବିଧା ପାଇଁ ତଥା କାର୍ତ୍ତିକ ବ୍ରତ ପାଇଁ ପୁରୀରେ ଚଳିତ ବର୍ଷଠୁ ଆରମ୍ଭ ହେବ ନୂଆ ବ୍ୟବସ୍ଥା । କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ…
ନିଜ ନିର୍ବାଚନ ମଣ୍ଡଳୀରେ କ୍ୟାପ୍ଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ଅଣ୍ଡାମାଡ଼
କେଶିଙ୍ଗା: କଳାହାଣ୍ଡି ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ଅଣ୍ଡାମାଡ଼ ହୋଇଛି ।
https://www.youtube.com/watch?v=ZI-xkDf4Mc8
ତାଙ୍କର ପୂର୍ବତନ ସମର୍ଥକ ଥିବା କିଛି ଯୁବକ ଅଣ୍ଡାମାଡ଼ କରିଛନ୍ତି । ନିଜ ନିର୍ବାଚନ ମଣ୍ଡଳୀର ଗୋଳମୁଣ୍ଡା କଲେଜର ଏକାଡେମୀକ…
ନିଲାମ ହେଲା ମହାପ୍ରଭୁଙ୍କ ଅର୍ପଣ ଚାଉଳ
ପୁରୀ: ମହାପ୍ରଭୁଙ୍କ ଅର୍ପଣ ଚାଉଳ ନିଲାମ ହୋଇଛି। ମୋଟ ୧୪ହଜାର କ୍ବିଣ୍ଟାଲ ଚାଉଳ ସଂଗ୍ରହ କରାଯାଇଥିବା ବେଳେ ଏଥିରୁ ୪ହଜାର କ୍ବିଣ୍ଟାଲ ଚାଉଳ ବ୍ୟବହାର ହୋଇଥିଲା । ବାକି ୧୦ହଜାର କ୍ବିଣ୍ଟାଲ ଚାଉଳ ନଷ୍ଟ ହେବାକୁ ବସିଥିଲା । ଶେଷରେ ଟେଣ୍ଡର ମାଧ୍ୟମରେ ଏହି ଚାଉଳ ସବୁକୁ ନିଲାମ କରାଯାଇଛି ।…
ପୁଣି ଫେରିବ ମୌସୁମୀ
ରାଜ୍ୟରୁ ସମ୍ପୂର୍ଣ୍ଣ ଭାବେ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ପରେ ଗୁଳୁଗୁଳି କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଦକ୍ଷିଣ-ପୂର୍ବ ବାଲାଂଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି। ଶୁକ୍ରବାର ଏହା ଉତ୍ତର…
ବରଗଡ ଜିଲ୍ଲା କାରାଗାରରେ ଚଢ଼ାଉ
ବରଗଡ଼ ଜିଲା କାରାଗାରରେ ଆଜି ସକାଳୁ ପୋଲିସ ଅତର୍କିତ ଭାବରେ ଚଢ଼ାଉ କରିଛି। ଏସ୍ପି ପି.ଏସ୍ ମୀନାଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ କାରାଗାର ଭିତରୁ ବିପୁଳ ପରିମାଣର ଭାଙ୍ଗ, ଖଇନି, ଗୁଟ୍ଖା ଜବତ ହୋଇଛି। ଚଢ଼ାଉରେ ୧୪ ପୋଲିସ ଅଫିସରଙ୍କ ସମେତ ୨ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଥିଲେ।…
କୋରାପୁଟ୧୨ ଘଣ୍ଟିଆ ବନ୍ଦ ପାଳନ
କୋରାପୁଟ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚକଅଖ, ଦୋକାନ ବଜାର, ସରକାରୀ କାର୍ଯ୍ୟାଳୟ ଓ ସ୍କୁଲ କଲେଜ ଆଦି ବନ୍ଦ ପାଇଁ ଡାକରା ଦେଇଛି ମିଳିତ କ୍ରିୟାନୁଷ୍ଠାନ କମିଟି ।ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲାରେ ଏହି ବନ୍ଦ ପାଳନ…
ଯାଜପୁରରେ ଉପନିର୍ବାଚନ କେବଳ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି
''ମୋ ଇସ୍ତଫା ଓ ଉପନିର୍ବାଚନ ଗୁଜବ । ଯାଜପୁରରେ ଉପନିର୍ବାଚନ କେବଳ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ହେଲେ ଏହା ସତ ନୁହେଁ। ଯାହା ସବୁ ଗଣମାଧ୍ୟମରେ ଆଲୋଚନା ହେଉଛି, ତାହା କ’ଣ ସତ କି? ମୋତେ ଯିଏ ଟିକେଟ ଦେଇଛନ୍ତି, ଯାହାଙ୍କ ପାଇଁ ଆଜି ଏ ଜାଗାରେ ପହଞ୍ଚିଛି, ତାଙ୍କ ପାଖରୁ ଏହି ସମ୍ପର୍କରେ…
ଭୁବନେଶ୍ଵରର ନୂଆ ଡିସିପି ଭାବେ ଦାୟିତ୍ୱ ନେଲେ ପିନାକ ମିଶ୍ର
ଭୁବନେଶ୍ଵରର ନୂଆ ଡିସିପି ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ପିନାକ ମିଶ୍ର। ସେ ସହରର ପୂର୍ବତନ ଡିସିପି ପ୍ରତୀକ ସିଂହଙ୍କ ସ୍ଥାନ ନେଇଛନ୍ତି। ଗୁରୁବାର ଦାୟିତ୍ୱ ଗ୍ରହଣ ଅବସରରେ ପିନାକ ମିଶ୍ରଙ୍କୁ କମିଶନରେଟ୍ ପୋଲିସ ପକ୍ଷରୁ ସ୍ଵାଗତ କରାଯାଇଛି।
କିଛି ଦିନ ତଳେ ରାଜ୍ୟ ସରକାର ଆଇପିଏସ୍…