Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ଜୁଲାଇ ୧୫ରୁ ଆରମ୍ଭ ହେବ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା
ଜୁଲାଇ ୧୫ରୁ ଆରମ୍ଭ ହେବ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା । ଦଶହରା ପୂର୍ବରୁ ସରିବ କ୍ୟାମ୍ପସ ନିର୍ବାଚନ । ସେଥିପାଇଁ ଆରମ୍ଭ ହୋଇଛି ଆଗୁଆ ଆବେଦନ। ଗତକାଲି ସୁଦ୍ଧା ୯୮ ହଜାର ଛାତ୍ର ଛାତ୍ରୀ କରିଛନ୍ତି ଆବେଦନ ।
ଏପ୍ରିଲ ୧୬ ତାରିଖରୁ ଆରମ୍ଭ ହୋଇଥିଲା ଯୁକ୍ତ ୩ ଆବେଦନ । ବିଜ୍ଞପ୍ତିରେ…
୨୬ ମାଓବାଦୀ ନିହତ, ଜଣେ ଯବାନ ସହିଦ
ଛତିଶଗଡ଼ର ବିଜାପୁର ଜିଲ୍ଲାରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଏକ ସଂଘର୍ଷରେ ୨୬ ଜଣ ମାଓବାଦୀ ନିହତ ହୋଇଛନ୍ତି ଏବଂ ଜଣେ ଯବାନ ସହିଦ ହୋଇଛନ୍ତି। ଏହି ଘଟଣା ସମ୍ପର୍କରେ ସୂଚନା ଅନୁଯାୟୀ, ଅପରେସନ ବ୍ଲାକ ଫରେଷ୍ଟରେ ସୁରକ୍ଷା ବାହିନୀ ବିପୁଳ ପରିମାଣରେ ଅସ୍ତ୍ରଶସ୍ତ୍ର…
ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର: ଜୁନରୁ ମାସିକ ପାଇବେ ୩୫୦୦ ଟଙ୍କା
ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର। ରାଜ୍ୟର ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଏବଂ ୮୦ ପ୍ରତିଶତ ବା ତା’ଠାରୁ ଅଧିକ ଦିବ୍ୟାଙ୍ଗ ଏଣିକି ମାସକୁ ୩୫୦୦ ଟଙ୍କା ଭତ୍ତା ପାଇବେ। ହିତାଧିକାରୀଙ୍କୁ ଜୁନ୍ ମାସରୁ ମିଳିବ ଏହି ଭତ୍ତା। ଏନେଇ ସମସ୍ତ ଡିଏସଏସଓଏସଙ୍କୁ ରାଜ୍ୟ…
ସମ୍ବଲପୁର ଗସ୍ତରେ ଜି- ୨୦ ସେର୍ପା ଅମିତାଭ କାନ୍ତ
ନୀତି ଆୟୋଗର ପୂର୍ବତନ ସିଇଓ ତଥା ଭାରତର ଜି-୨୦ ସେର୍ପା ଅମିତାଭ କାନ୍ତ ଦୁଇ ଦିନିଆ ସମ୍ବଲପୁର ଗସ୍ତରେ ଆସିଛନ୍ତି। ସେ ସମ୍ବଲପୁରରେ ପହଞ୍ଚି ପ୍ରଥମେ ମା’ ସମଲେଇ ମନ୍ଦିର ଯାଇ ଦର୍ଶନ କରି ଆଶୀର୍ବାଦ ଗ୍ରହଣ କରିଛନ୍ତି। ଏହାପରେ ସେ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ…
ଦୁଇ ଦିନରେ ପ୍ରକାଶ ପାଇବ +୨ ଫଳାଫଳ : ନିତ୍ୟାନନ୍ଦ ଗଣ୍ଡ
ଦୁଇ ଦିନରେ +୨ ରେଜଲ୍ଟ । ଏନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ଆଉ ବିଳମ୍ବ ହେବନି, ଛାତ୍ରଛାତ୍ରୀ ବ୍ୟସ୍ତ ହୁଅନ୍ତୁ ନାହିଁ’ । ସେପଟେ +୩ ନାମଲେଖା ପାଇଁ ଆବେଦନ ଅବଧି ବୃଦ୍ଧି ପାଇବ । ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ଗଣଶିକ୍ଷା ମନ୍ତ୍ରୀ…
ସର୍ବଭାରତୀୟ ସ୍ତରରେ ଓଡିଶୀ ସଗୀଂତରେ ସଫଳତା ପାଇଲେ ନିରାକରପୁରର ଝିଅ ଇନ୍ଦିରା
ସର୍ବଭାରତୀୟ ସ୍ତରରେ ଓଡିଶା ସଙ୍ଗୀତର କନିଷ୍ଠ ବିଭାଗ ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ସଂଗୀତ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଜୁନିୟର ବିଭାଗ ପକ୍ଷରୁ ଓଡିଶା ସଗୀଂତ କ୍ଷେତ୍ରରେ ଏକ ନମ୍ବର ସ୍ଥାନ ଅଧିକାର କରିଛନ୍ତି ଖୋର୍ଦ୍ଧା ଜିଲ୍ଲା ନିରାକାରପୁରର ଝିଅ ଇନ୍ଦିରା ପ୍ରିୟଦର୍ଶିନୀ…
ବାଂଲାଦେଶୀ ଅନୁପ୍ରବେଶକାରୀ ଚିହ୍ନଟ କରିବ ଏସ୍ଟିଏଫ୍
ଓଡ଼ିଶାରେ ବେଆଇନ ଭାବେ ରହୁଥିବା ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ବିଦା କରିବାକୁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଛନ୍ତି।
ବାଂଲାଦେଶୀ ଅନୁପ୍ରବେଶ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବା ପାଇଁ କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍କୁ ନୋଡାଲ ଏଜେନ୍ସି ଭାବେ ଦାୟିତ୍ବ…
ଭାରତ ଭିତରେ ପାକିସ୍ତାନର ଗୁପ୍ତଚର
ପାକିସ୍ତାନ ପାଇଁ ଗୁଇନ୍ଦାଗିରି କରୁଥିବା ୟୁଟ୍ୟୁବର ଏବେ ଚର୍ଚାରେ । ଯେଉଁମାନଙ୍କୁ ଟଙ୍କାର ଲୋଭ, ମିଛ ପ୍ରତିଶ୍ରୁତି, ସୋସିଆଲ ମିଡିଆର ଜାଲ, ପାକିସ୍ତାନକୁ ବୁଲିଯିବାର ଲୋଭ ଦେଖାଇ ସେମାନଙ୍କ ଠାରୁ ଗୁପ୍ତ ତଥ୍ୟ ନିଆଯାଉଥିଲା । ୨୦ରୁ ୩୦ ବର୍ଷ ମଧ୍ୟରେ ଥିବା ସୋସିଆଲ ମିଡିଆ…
ଆସନ୍ତା ୫ ଦିନ ଯାଏ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା
ରାଜ୍ୟରେ ଆସନ୍ତା ୫ ଦିନ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି। ଅନେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମଙ୍ଗଳବାର ୧୫ ଜିଲା ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର,…
ଆଇଆଇଟି ଭୁବନେଶ୍ୱର ପକ୍ଷରୁ ‘ ଉର୍ଜା, ପରିବେଶ ଶୀର୍ଷକ ଅନ୍ତର୍ଜାତୀୟ ସମ୍ମିଳନୀ
ଭୁବନେଶ୍ୱର, ୧୯ ମଇ ୨୦୨୫: ୧୬ ରୁ ୧୮ ମଇ ୨୦୨୫ ମଧ୍ୟରେ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଭୁବନେଶ୍ୱରରେ ମ୍ୟାଟେରିଆଲ୍ସ ରିସର୍ଚ୍ଚ ସୋସାଇଟି ଅଫ୍ ଇଣ୍ଡିଆ (MRSI) ସହଯୋଗରେ "ଉର୍ଜା, ପରିବେଶ ଏବଂ ସ୍ଥାୟୀତ୍ୱରେ ଉନ୍ନତ ସାମଗ୍ରୀ" (AMEES-୨୦୨୫) ଉପରେ ଏକ ଅନ୍ତର୍ଜାତୀୟ ସମ୍ମିଳନୀ…