Trending
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
Browsing Category
Odisha
All about all odisha state news updates
ଜ୍ୟୋତି ମାଲହୋତ୍ରା ଗିରଫ ପରେ ପୁରୀର ପ୍ରିୟଙ୍କାଙ୍କ ସହ ଲିଙ୍କ ନେଇ ଖୋଳତାଡ଼
ପାକିସ୍ତାନର ସ୍ପାଏ ଭାବେ କାର୍ଯ୍ୟ କରୁଥିଲେ ଜ୍ୟୋତି ମାଲହୋତ୍ରା । ହରିୟାଣାର ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଗିରଫ ପରେ ତାଙ୍କୁ ନେଇ ଚର୍ଚା ଜୋର ଧରିଛି । ଏହାରି ମଧ୍ୟରେ ପୁରୀର ପ୍ରିୟଙ୍କାଙ୍କ ସହ ଲିଙ୍କ ନେଇ ପୋଲିସ ତନାଘନା ଆରମ୍ଭ କରିଛି ।
ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା…
ଓଡ଼ିଶାରେ ଏନଆଇଏ କାର୍ଯ୍ୟାଳୟ
ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ)ର ଓଡ଼ିଶା ଶାଖାକୁ ଥାନା ମାନ୍ୟତା ଦିଆଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଭୁବନେଶ୍ୱର ଭିଏସ୍ଏସ୍ ନଗରସ୍ଥିତ ବିଏସ୍ଏନ୍ଏଲ୍ କୋଠାରେ ପୂର୍ବରୁ ବ୍ରାଞ୍ଚ ଅଫିସ କାର୍ଯ୍ୟ କରୁଥିବାବେଳେ ଏହା ଏବେ ପୋଲିସ ଥାନା ଭାବେ…
ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା
ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଅନୁମାନ କରାଯାଇଛି। ଆସନ୍ତା ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ…
ଜ୍ୟୋତିଙ୍କ ସହ କାହିଁକି ଯୋଗାଯୋଗରେ ଥିଲେ ଓ ପ୍ରିୟଙ୍କା କଣ ପାଇଁ ପାକିସ୍ତାନର କର୍ତାରପୁର ଯାଇଥିଲେ
ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଓ ପ୍ରିୟଙ୍କା ସେନାପତି ଲିଙ୍କ ଘଟଣାରେ ପୁଲିସର ତନାଘନା । ଆଜି ପୁରୀ ପୁଲିସ ପ୍ରିୟଙ୍କା ସେନାପତିଙ୍କୁ ପଚରାଉଚରା କରିଛି। ଜ୍ୟୋତିଙ୍କ ସହ କାହିଁକି ଯୋଗାଯୋଗରେ ଥିଲେ ଓ ପ୍ରିୟଙ୍କା କଣ ପାଇଁ ପାକିସ୍ତାନର କର୍ତାରପୁର ଯାଇଥିଲେ ସେ ନେଇ ଛାନଭିନ ହୋଇଛି।…
ଅପରେସନ ସିନ୍ଦୂରର ସଫଳତା ପାଳନ
ଅପରେସନ ସିନ୍ଦୂରର ସଫଳତା ପାଳନ ଅବସରରେ ମାଷ୍ଟର କ୍ୟାଣ୍ଟିନଠାରେ ମିସନ୍ ଶକ୍ତି ବିଭାଗ ପକ୍ଷରୁ ‘ସିନ୍ଦୂର ଯାତ୍ରା’ ଆୟୋଜିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଅପରେସନ୍ ସିନ୍ଦୂର କେବଳ ଏକ ନାମ ନୁହେଁ, ଭାରତୀୟ ସେନାର ସାହସ ଓ ନାରୀ ସମ୍ମାନର ଏହା ଏକ ଅଭିନବ…
୭ ଜିଲ୍ଲାକୁ ରେଡ୍ ଆଲର୍ଟ
ରାଜ୍ୟରେ ବର୍ତ୍ତମାନ ଅସହ୍ୟ ଗରମ ସହିତ ଗୁଳୁଗୁଳି ଜାରି ରହିଥିବା ବେଳେ ଆହୁରି ୪୮ ଘଣ୍ଟା ଜନଜୀବନ ଅସ୍ତବ୍ୟସ୍ତ କରିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏଭଳି ପୂର୍ବାନୁମାନ କରିଛି। ଏହାସହ କାଳବୈଶାଖୀ ଯୋଗୁଁ ୪ ଦିନ ଯାଏ ବର୍ଷା ସମ୍ଭାବନା ଥିବା ବେଳେ ଆଗାମୀ ୨ ଦିନ ଯାଏ ବର୍ଷା ପାଇଁ…
ଓଡିଶାକୁ ଏକ ମିଶ୍ରିତ ଅର୍ଥନୀତି ଭାବେ ଗଢିତୋଳିବା
ଭାରତ ବର୍ଷରେ ଖଣିଜ ସମ୍ପଦ ପରିପୂର୍ଣ୍ଣ ଭାବେ ଓଡ଼ିଶା ହେଉଛି ଏକ ଅଗ୍ରଣୀ ରାଜ୍ୟ। ଦେଶର ସର୍ବୋମୋଟ୍ ଖଣିଜ ସମ୍ପଦର ୪୧.୯ ପ୍ରତିଶତରୁ ଅଧିକ ଖଣିଜ ସମ୍ପଦ ଓଡ଼ିଶାରେ ମହଜୁଦ୍ ଅଛି। ଓଡ଼ିଶା ଖଣି ନିଗମ (ଓଏମ୍ସି) ୬୦ ବର୍ଷରୁ ଅଧିକ ସମୟ ଧରି ପ୍ରକୃତି କୋଳରୁ ଖଣିଜ ସମ୍ପଦ ଅନ୍ୱେଷଣ ଓ ଖଣି ଖନନ…
ଓୟୋ ହୋଟେଲ ଛାତରୁ ତଳକୁ ଡେଇଁଲେ କାହିଁକି ଯୁବତୀ
ଭୁବନେଶ୍ୱରସ୍ଥିତ ଖଣ୍ଡଗିରି-ଜାଗମରା ପଞ୍ଚସଖା ନଗରରେ ଜଣେ ଯୁବତୀ ଓୟୋ ହୋଟେଲ ଛାତରୁ ପଡ଼ିଯାଇ ମୃତ୍ୟୁ ଘଟିଛି । ତାଙ୍କ ପ୍ରେମିକ ତାଙ୍କୁ ଠେଲିଦେଇ ଥବା ଝିଅର ମା ଅଭିଯୋଗ କରିଛନ୍ତି । ଏଠାରେ ଥିବା ଏକ ଓୟୋ ହୋଟେଲ ତଳୁ ଜଣେ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ମିଳିବା ପରେ ଏହାକୁ ନେଇ ତନାଘନା…
ମୁନ୍ନାଙ୍କ ଇସ୍ତଫା ନେଇ ଚର୍ଚ୍ଚା
ବିଜେଡି ସାଂସଦ ମୁନ୍ନା ଖାଁ ସଂଖ୍ୟାଲଘୁ ସମ୍ପ୍ରଦାୟ କମିଟି ଏବଂ ସଂଖ୍ୟାଲଘୁ ସେଲର ଦକ୍ଷିଣ ଜୋନ୍ ସଂଯୋଜକ ପଦରୁ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି। ସଂଖ୍ୟାଲଘୁ ସମ୍ପ୍ରଦାୟ କମିଟି ୫ ମେ’ରେ ଗଠିତ ହୋଇଥିଲା । ସାମ୍ପ୍ରତିକ ଘଟଣାକ୍ରମରେ, ଦିଲୀପ ତିର୍କୀଙ୍କୁ ଆବାହକ ଦାୟିତ୍ୱ ଦିଆଯାଇଥିଲା। …
ବିଡ଼ିଓ-ସିଡ଼ିଓଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଲେ ତାଗିଦ
ମୁଖ୍ୟମନ୍ତ୍ରୀ କହିଛନ୍ତି, ସେକାଳ ପଖାଳ ଆଉ ନାହିଁ। ଆପଣଙ୍କୁ ଯଥେଷ୍ଟ କ୍ଷମତା ଦିଆଯାଇଛି। କାହା ଚାପରେ କାମ କରିବେନି। ଲୋକଙ୍କ ପାଇଁ କାମ କରିବେ। ମୋ ଛୋଟ ବ୍ରେନରେ ସବୁ ସେଭ୍ ହୋଇ ରହିଛି। ଯଦି ପୁରୁଣା ଅଭ୍ୟାସ ରଖିବେ, କିଏ କ୍ଷମା ଦେବ ଆପଣଙ୍କୁ। ମୁଁ କିନ୍ତୁ କ୍ଷମା ଦେବିନି। ଆମ ଲାଇନରେ…